ବିହାର ପାଇଁ ବିଜେପିର ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା, ୭୧ ଜଣଙ୍କ ନାଁ ଘୋଷଣା କଲା ଦଳ
ବିହାର : ବିଜେପି କଲା ପ୍ରାର୍ଥୀ ଘୋଷଣା । ବିହାର ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି … Read More
