ଇସ୍ରାଏଲ ସଂସଦରେ ଟ୍ରମ୍ପଙ୍କୁ ବିରୋଧ

ତେଲ ଅବିବ : ଇସ୍ରାଏଲରେ ବିରୋଧର ସମ୍ମୁଖୀନ ହୋଇଛନ୍ତି ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ । ସେ ଇସ୍ରାଏଲୀ ସଂସଦରେ ଭାଷଣ ଦେବା ସମୟରେ ଦୁଇ ଜଣ ସାଂସଦ, ଏମାନ ଓଡେ ଏବଂ ଓଫର କାସିଫ, ହଙ୍ଗାମା ସୃଷ୍ଟି କରିଥିଲେ ଓ … Read More

ଦୁର୍ଗାପୁର ଗଣଦୁଷ୍କର୍ମ ମାମଲା: ୫ମ ଅଭିଯୁକ୍ତ ଗିରଫ, ଉନ୍ନତ ଚିକିତ୍ସା ପାଇଁ ପୀଡ଼ିତାଙ୍କୁ ଓଡ଼ିଶା ଆଣିବାକୁ ଦାବି କଲା ପରିବାର

ପଶ୍ଚିମବଙ୍ଗ : ପଶ୍ଚିମବଙ୍ଗ ଗଣଦୁଷ୍କର୍ମ ମାମଲାରେ ପଞ୍ଚମ ଅଭିଯୁକ୍ତ ଗିରଫ ।  ଗ୍ୟାଙ୍ଗ ରେପ ଘଟଣାରେ ଚାଲିଛି ତନାଘନା ତଦନ୍ତ । ପଞ୍ଚମ ଅଭିଯୁକ୍ତକୁ ଗିରଫ ପରେ କୋର୍ଟରେ ହାଜର କରିଛି ପୋଲିସ । ଗତକାଲି ଗିରଫ ଚାରି ଅଭିଯୁକ୍ତଙ୍କୁ ଅଧିକ … Read More

ତାଜମହଲରେ ଲାଗିଲା ନିଆଁ

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ଆଗ୍ରାରେ ଥିବା ବିଶ୍ବ ପ୍ରସିଦ୍ଧ ତାଜମହଲର ଦକ୍ଷିଣ ଦ୍ବାରରେ ଅଗ୍ନିକାଣ୍ଡ ଘଟିଛି । ସର୍ଟ ସର୍କିଟ୍ କାରଣରୁ ଏପରି ଅଘଟଣ ଘଟିଥିବା ଜଣାପଡିଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ଏପରି ଘଟଣା … Read More

ଇସ୍ରାଏଲୀ ବନ୍ଦୀଙ୍କୁ ଛାଡୁଛି ହମାସ

ହମାସ : ବନ୍ଦୀଙ୍କୁ ଛାଡୁଛି ହମାସ । ସାତ ଜଣ ଇସ୍ରାଏଲୀ ବନ୍ଦୀଙ୍କୁ ମୁକ୍ତ କରିଛି । ୭ ଜଣଙ୍କୁ ରେଡକ୍ରସକୁ ହସ୍ତାନ୍ତର କରିଥିଲା ହମାସ । ରେଡକ୍ରସ ବନ୍ଧକମାନଙ୍କୁ ଇସ୍ରାଏଲୀ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରିଛି । ମୋଟ ୨୦ ଜଣ ଜୀବିତ … Read More

ପୁଟିନଙ୍କୁ ଟ୍ରମ୍ପଙ୍କ ଧମକ, ଯୁଦ୍ଧ ବନ୍ଦ ନ କଲେ ୟୁକ୍ରେନକୁ ଦେବେ ଟୋମାହକ୍ ମିସାଇଲ

ଆମେରିକା : ରୁଷକୁ ପୁଣିଥରେ ଚେତାବନୀ ଦେଲେ ଟ୍ରମ୍ପ ।  ଯଦି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନରେ ଯୁଦ୍ଧ ବନ୍ଦ ନ କରନ୍ତି, ତେବେ ସେ ୟୁକ୍ରେନକୁ ଦୂରଗାମୀ ଟୋମାହକ୍ କ୍ଷେପଣାସ୍ତ୍ର ଦେଇପାରିବେ ବୋଲି ଟ୍ରମ୍ପ କହିଛନ୍ତି । ଟ୍ରମ୍ପ ଇସ୍ରାଏଲ … Read More

କରୁର ଦଳାଚକଟା : ତଦନ୍ତ କରିବ CBI

ତାମିଲନାଡୁ : ଅଡୁଆରେ ସାଉଥ ସୁପରଷ୍ଟାର୍ ବିଜୟ । କରୁର ଦଳାଚକଟା ଘଟଣାର ହେବ CBI ତଦନ୍ତ । ତାମିଲନାଡୁ କରୁରରେ ଦଳାଚକଟାରେ ୪୧ଜଣଙ୍କ ମୃତ୍ୟୁ ହୋଇଥିଲା ।  ଘଟଣାର CBI ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ ।  ଅବସରପ୍ରାପ୍ତ ସୁପ୍ରିମକୋର୍ଟ … Read More

କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ବୋଲିଂ କରୁଥିବାବେଳେ ଚାଲିଗଲା ବୋଲରଙ୍କ ଜୀବନ

ଉତ୍ତର ପ୍ରଦେଶ : କ୍ରିକେଟ୍ ମ୍ୟାଚରେ ଘଟିଲା ବଡ଼ ଅଘଟଣ । ମ୍ୟାଚ୍ ବେଳେ ଚାଲିଗଲା ଖେଳାଳିଙ୍କ ଜୀବନ । ଶେଷ ବଲ୍ ବୋଲିଂ କଲେ ହଠାତ୍ ପଡ଼ିଗଲେ । ସବୁଦିନ ପାଇଁ ଦୁନିଆ ଛାଡ଼ି ଦେଲେ ବୋଲର । ଉତ୍ତର ପ୍ରଦେଶର … Read More

ନିଜ ପିଲାଙ୍କୁ ଜଙ୍ଗଲରେ ଛାଡିଦେଲା ବାପା

ମୟୂରଭଞ୍ଜ: ଜନ୍ମ କଲା ଛୁଆଙ୍କୁ ଜଙ୍ଗଲରେ ଛାଡିଦେଲା ବାପା। ଆଉ ଜଣେ ବ୍ୟକ୍ତି ପିଲାଙ୍କୁ ଜଙ୍ଗଲରେ ଏକୁଟିଆ ଦେଖି ଘରକୁ ନେଇ ଆସିଲେ। ମୟୂରଭଞ୍ଜ ଜିଲ୍ଲା ମୋରଡା ଅଞ୍ଚଳରେ ଚାଞ୍ଚଲ୍ୟ। ମୋରୋଡା ବ୍ଲକ ଅଧୀନ ଚିତ୍ରଡା ଡୁମୁରଡିହା ଗାଁର ଜଣେ ବ୍ୟକ୍ତି ପାଖ … Read More

ବୃନ୍ଦାବତୀ ନିବାସରେ ହବିଷ୍ୟାଳୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ପୁରୀ : ହବିଷ୍ୟାଳୀଙ୍କ ଠାରୁ ଆଶୀର୍ବାଦ ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏକ ମାସ ବ୍ୟାପୀ ଚାଲିଥିବା ମହାଧାର୍ମିକ କାର୍ତ୍ତିକ ମାସ ପାଇଁ ଉତ୍ସବମୁଖର ଶ୍ରୀକ୍ଷେତ୍ର । ଆଜି ବୃନ୍ଦାବତୀ ନିବାସ ହବିଷ୍ୟାଳୀ ଶିବିରରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ପହଞ୍ଚି … Read More

ଭାଲୁ ଆକ୍ରମଣରେ ଦୁଇ ଭାଇ ଗୁରୁତର

କନ୍ଧମାଳ: ସକାଳୁ ସକାଳୁ ଜଙ୍ଗଲରୁ ଗାଁ ଭିତରକୁ ପଶି ଆସିଲା ଭାଲୁ l ପ୍ରଥମେ ଗାଈ ବଳଦକୁ ଆକ୍ରମଣ କରୁଥିଲା l ଠିକ୍ ଏତିକି ସମୟରେ ରୁଣ୍ଡ ହୋଇଗଲେ ଗାଁ ଲୋକେ l ଗାଁ ଲୋକଙ୍କ ପାଟି ଶୁଣି ଗାଈ ବଳଦଙ୍କ ନିକଟରୁ … Read More