ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପଶ୍ଚିମବଙ୍ଗ ପାଇଁ କେନ୍ଦ୍ରୀୟ ସହ-ପର୍ଯ୍ୟବେକ୍ଷକ ନିଯୁକ୍ତ

ଭୁବନେଶ୍ୱର : ଏକ ରାଜନୈତିକ ଘଟଣାକ୍ରମେ, ଭାରତୀୟ ଜନତା ପାର୍ଟି (ବିଜେପି) ମଙ୍ଗଳବାର ଦିନ ପଶ୍ଚିମ ବଙ୍ଗରେ ଦଳର ବିଧାୟକ ଦଳ ନେତାଙ୍କ ନିର୍ବାଚନ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସହ-ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରିଛି ଯାହା ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ … Read More

ଭିଜିଲାନ୍ସ ଜାଲରେ ଅମିନ ଓ ଆକାଉଣ୍ଟାଣ୍ଟ

ବଲାଙ୍ଗିର: ଭିଜିଲାନ୍ସ ଜାଲରେ ଅମିନ। ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ତହସିଲ ଅଫିସର ଅମିନ ନିର୍ମଳେନ୍ଦୁ କବିଙ୍କୁ ଧରିଲା ଭିଜିଲାନ୍ସ । ୧୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଧରାପଡିଛନ୍ତି । ପାର୍ଟିସନ୍ ସୁଟକେଶ୍ ଲାଗି ୧୫ ହଜାର ଟଙ୍କା ଲାଞ୍ଚ ନେଉଥିଲେ … Read More

ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ

ସୋର : ଯୁବକକୁ ହତ୍ୟା ଅଭିଯୋଗ । ବାଲେଶ୍ୱର ଜିଲ୍ଲା ସିମୁଳିଆ ଥାନା ପୁରୁଷୋତ୍ତମପୁର ପଞ୍ଚାୟତରେ ଯୁବକଙ୍କୁ ପିଟିପିଟି ମାରି ଦେଇଛନ୍ତି । ମୃତ ଯୁବକ ହେଲେ ସୁଦର୍ଶନ ସୂତାରଙ୍କ ପୁଅ ସୁବାସ । ସେ ଜଣେ ଝିଅକୁ ମୋବାଇଲରେ ପ୍ରେମ ନିବେଦନ … Read More

ଦହିବରା ଖାଇ ଝାଡାବାନ୍ତିରେ ଆକ୍ରାନ୍ତ ଘଟଣା, ୭ ଦିନ ପାଇଁ ସମସ୍ତ ଫାଷ୍ଟପୁଡ୍ ଦୋକାନ ବନ୍ଦ

ଯାଜପୁର : ଯାଜପୁର ଦଶରଥପୁରରେ ଦହିବରା ଓ ଫାଷ୍ଟଫୁଡ ଖାଇ ଶତାଧିକ ଲୋକ ଆକ୍ରାନ୍ତ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଦହିବରା ବ୍ୟବସାୟୀ ସର୍ବେଶ୍ୱର ସାହୁ କୋର୍ଟ ଚାଲାଣ । ସର୍ବେଶ୍ବର ଏବଂ ତାଙ୍କ ପତ୍ନୀଙ୍କୁ ଅଟକ ରଖି ପଚରାଉଚରା କରୁଥିଲା ଦଶରଥପୁର ଥାନା … Read More

ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ, ଜୁନ୍ ୧ରୁ ବଦଳିବ ରେଳ ମାନଚିତ୍ର

ରାୟଗଡ଼ା:  ବିଶାଖାପାଟଣାରେ ନୂଆ ‘ଦକ୍ଷିଣ ଉପକୂଳ ରେଳ ଜୋନ୍ । ଓଡ଼ିଶାକୁ ମିଳିଲା ନୂଆ ‘ରାୟଗଡ଼ା ରେଳ ଡିଭିଜନ’ । କେନ୍ଦ୍ର ରେଳ ମନ୍ତ୍ରଣାଳୟ ପକ୍ଷରୁ ‘ଦକ୍ଷିଣ ଉପକୂଳ ରେଳ ଜୋନ୍’ ଗଠନ ନେଇ ଆନୁଷ୍ଠାନିକ ଘୋଷଣା କରାଯାଇଛି । ଆନ୍ଧ୍ରପ୍ରଦେଶର ବିଶାଖାପାଟଣା … Read More

ବନ୍ଧୁକ ମୁନରେ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ

ପଟ୍ଟାମୁଣ୍ଡାଇ:  ବନ୍ଧୁକ ମୁନରେ ଲୁଟ୍  । ଘରୁ ଓ ଦୋକାନ ଘରୁ ଲୁଟିନେଲେ ମୁଖାପିନ୍ଧା ଦୁର୍ବୃତ୍ତ । କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଚୁନଢିଅରେ ଏକ ସାନିଟାରୀ ଦୋକାନ ଓ  ଘରୁ ଚୋରି ହୋଇଛି  । ସମସ୍ତ ଡକାୟତ ମୁଖା ପିନ୍ଧିଥିବା … Read More

ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ୩ ଶ୍ରମିକଙ୍କ ମୃତ୍ୟୁ

ଅନୁଗୁଳ : ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ । ଅନୁଗୋଳ ନିଶା ଥାନା ଅଧୀନରେ ଥିବା ଶ୍ରୀ ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ଅଘଟଣ ଘଟିଛି । କିଲନ୍ ମେଣ୍ଟେନାନ୍ସ କାମ କରୁଥିବା ବେଳେ ତିନି ଜଣ ଶ୍ରମିକ ଗୁରୁତର … Read More

ଭବାନୀପୁରରେ ଦିଦିଙ୍କ ପରାଜୟ

କଲକାତା: ଦିଦିଙ୍କ ଗଡରେ ଧସେଇ ପସିଲେ ଶୁଭେନ୍ଦୁ ଅଧିକାରୀ।ପଶ୍ଚିମବଙ୍ଗର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ତଥା ଟିଏମସିର ଗଡ଼ ଭବାନୀପୁରରେ ଲଢ଼େଇ ରୋମାଞ୍ଚକ ହେବାରେ ଲାଗିଛି। ଗଣତି ଆରମ୍ଭରୁ ଆଗରେ ଥିବା ବିଜେପିର ଶୁଭେନ୍ଦୁ ଅଧିକାରୀ ମଧ୍ୟାହ୍ନ ବେଳକୁ ପଛରେ ପଡ଼ି ଯାଇଥିଲେ। ଟିଏମସି … Read More

ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସ୍ୱପ୍ନ ଆଜି ସାର୍ଥକ ହେବାକୁ ଯାଉଛି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଚଣ୍ଡ ଜନାଦେଶ ସହ ପଶ୍ଚିମବଙ୍ଗରେ ସରକାର ଗଢିବାକୁ ଯାଉଛି ବିଜେପି। ପ୍ରଥମ ଥର ପାଇଁ ବଙ୍ଗରେ ବିଜେପିର ଏହି ବିପୁଳ ବିଜୟ ପାଇଁ ଦଳୀୟ କର୍ମକର୍ତ୍ତା, ନେତାଙ୍କୁ ଏହାର ଶ୍ରେୟ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ପ୍ରକାଶ … Read More

ଦିଦିଙ୍କୁ ଶକ୍ତ ଧକ୍କା, ପଶ୍ଚିମବଙ୍ଗରେ ପ୍ରଥମ ଥର ଫୁଟିଲା ପଦ୍ମ

କୋଲକତା : ପଶ୍ଚିମବଙ୍ଗ ରାଜନୀତିରେ ବିଜେପିର ଐତିହାସିକ ବିଜୟ । ପ୍ରଥମ ଥର ପାଇଁ ବଙ୍ଗରେ ବିଜେପି ସରକାର ଗଠନ କରିବାକୁ ଯାଉଥିବାରୁ ଦଳୀୟ ଶିବିର ଉତ୍ସବ ମୁଖର । ୧୫ ବର୍ଷ ପରେ କ୍ଷମତା ପରିବର୍ତ୍ତନ । ପଶ୍ଚିମବଙ୍ଗରେ ପ୍ରଥମ … Read More