ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ
ପୁରୀ : ଆଜିଠାରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର କାର୍ତ୍ତିକ ନୀତି ଆରମ୍ଭ । ଏକ ମାସ ଧରି ସ୍ବତନ୍ତ୍ର ବାଳଧୂପ ଏବଂ ରାଧାଦାମୋଦର ବେଶ ଅନୁଷ୍ଠିତ ହେବ । କାର୍ତ୍ତିକ ମାସରେ ଶ୍ରୀଜୀଉଙ୍କ ରାଧା ଦାମୋଦର ବେଶ ହୋଇଥାଏ । ଏହି ବେଶ ଅତ୍ୟନ୍ତ … Read More
