ଯେଉଁମାନେ ଭାରତ-ପାକିସ୍ତାନ ମ୍ୟାଚ ଦେଖିଛନ୍ତି ସେମାନେ ଦେଶଦ୍ରୋହୀ: ଉଦ୍ଧବ

ନୂଆଦିଲ୍ଲୀ: ଦୁବାଇରେ ଅନୁଷ୍ଠିତ ଭାରତ-ପାକିସ୍ତାନ କ୍ରିକେଟ୍ ମ୍ୟାଚକୁ ନେଇ ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏକ ବଡ଼ ବୟାନ ଦେଇଛନ୍ତି। ସେ ମ୍ୟାଚ୍ ଦେଖିଥିବା ଲୋକଙ୍କୁ ଦେଶଦ୍ରୋହୀ ବୋଲି କହିଛନ୍ତି। ସେ ଆହୁରି କହିଛନ୍ତି … Read More

ଡିସେମ୍ବରରେ ଭାରତ ଗସ୍ତରେ ଆସିବେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ

ଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଡିସେମ୍ବର ୫-୬ ରେ ଭାରତ ଗସ୍ତରେ ଆସିବେ ବୋଲି ଆଶା କରାଯାଉଛି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ସାକ୍ଷାତ କରିବେ ବୋଲି ଆଶା କରାଯାଉଛି। ଦୁଇ ନେତାଙ୍କ ମଧ୍ୟରେ ଏହି ଶିଖର ବୈଠକ … Read More

ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ, ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ : ଅସୁସ୍ଥ ହୋଇପଡ଼ିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ। ହଠାତ୍‌ ସେ ଜ୍ୱର ଓ କ୍ଲାନ୍ତ ଅନୁଭବ କରିବାରୁ ତାଙ୍କୁ ବେଙ୍ଗାଲୁରୁ ସ୍ଥିତି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏବେ ଏମସ୍‌ ରମୈୟା ହସ୍ପିଟାଲରେ ତାଙ୍କର ଚିକିତ୍ସା ଚାଲିଛି। ସ୍ୱତନ୍ତ୍ର ଡାକ୍ତରୀ … Read More

ବର୍ଷକରେ ରେଳ ଦୁର୍ଘଟଣା ନେଇଛି ୨୧ ହଜାରରୁ ଅଧିକ ଜୀବନ

ନୂଆଦିଲ୍ଲୀ : ଦେଶରେ ରେଳ ଦୁର୍ଘଟଣା ଯୋଗୁ ଗୋଟିଏ ବର୍ଷରେ ୨୧ ହଜାରରୁ ଅଧିକ ଲୋକଙ୍କ ଜୀବନ ଯାଇଛି। ୨୦୨୩ ବର୍ଷରେ ଦେଶରେ ମୋଟ ୨୪,୬୭୮ଟି ରେଳ ଜନିତ ଦୁର୍ଘଟଣା ଘଟିଥିଲା। ଆଉ ଏଥିରେ ୨୧,୮୦୩ ଜଣଙ୍କ ମୃତ୍ୟୁ ହୋଇଛି। ମହାରାଷ୍ଟ୍ର … Read More

କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୩% ବଢ଼ିଲା

ନୂଆଦିଲ୍ଲୀ : ପାର୍ବଣରେ କେନ୍ଦ୍ରୀୟ କର୍ମଚାରୀଙ୍କ ପାଇଁ ଖୁସି ଖବର। କେନ୍ଦ୍ର କ୍ୟାବିନେଟ ବୁଧବାର ନିଜର କର୍ମଚାରୀ ଓ ପେନସନଧାରୀଙ୍କ ମହଙ୍ଗା ଭତ୍ତାକୁ ୩% ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସଂଶୋଧିତ ମହଙ୍ଗା ଭତ୍ତା ପିଛିଲା ଭାବେ ଜୁଲାଇ ୧ରୁ … Read More

ଓଡ଼ିଶାରେ କ୍ରାଇମ ଗ୍ରାଫ୍ ଉପରମୁହାଁ

ଭୁବନେଶ୍ବର : ଓଡ଼ିଶାର ଅପରାଧ ହାର ଉପରମୁହାଁ । ଜାତୀୟହାରଠୁ ଢ଼େର ଆଗରେ ରହିଛି ଓଡ଼ିଶାର ଅପରାଧ ହାର । କେନ୍ଦ୍ର ଗୃହ ମନ୍ତ୍ରଣାଳୟର ଏନସିଆରବି ରିପୋର୍ଟ-୨୦୨୩ରେ ଓଡ଼ିଶାରେ ଅପରାଧର ଏଭଳି ଉଦବେଗଜନକ ଚିତ୍ର ପଦାକୁ ଆସିଛି । ଏହାସହିତ ଏନସିଆରବି … Read More

ଦଶମୀରେ ମାଆଙ୍କୁ ଲାଗି ହେବ ଦହି ପଖାଳ, ହଜାର ହଜାର ଶ୍ରଦ୍ଧାଳୁଙ୍କୁ ମିଳିବ ପ୍ରସାଦ

କଟକ: ଶାରଦୀୟ ଦଶହରା ଅବସରରେ ମାଆ ଦୁର୍ଗା ଆଜି ମଣ୍ଡପରେ ଶ୍ରଦ୍ଧାଳୁମାନଙ୍କୁ ଦର୍ଶନ ଦେଉଛନ୍ତି। ମହାନବମୀ ଅବସରରେ ଭକ୍ତମାନେ ପୂଜାମଣ୍ଡପରେ ମାଆଙ୍କୁ ପୂଜାର୍ଚ୍ଚନା କରୁଥିବା ବେଳେ ଆସନ୍ତାକାଲି ବିଜୟା ଦଶମୀ ପାଇଁ ପୂଜା କରିବେ। ପରମ୍ପରା ଅନୁଯାୟୀ କଟକ ସହରର ଅନେକ … Read More

ବ୍ୟବସାୟୀ, ଅଧିକାରୀଙ୍କୁ ଫସାଉଥିଲେ ସାଇବର ଲୁଟେରା

ଅନୁଗୁଳ: କ୍ରାଇମ ସ୍ପଟ୍ ଅନୁଗୁଳ। କିନ୍ତୁ ଅପରେଟ ହେଉଥିଲା ବାଲେଶ୍ଵରରୁ। ବାଲେଶ୍ଵର ସତେ ଯେମିତି ପାଲଟିଯାଇଛି ଓଡ଼ିଶାର ନୂଆ ଜମତାରା। ଜମତାରା ଷ୍ଟାଇଲରେ ସୋରୋରୁ ଚାଲୁଥିଲା ସାଇବର ଅପରାଧର ନେଟୱର୍କ ଚାଲିଥିଲା। ଅନୁଗୁଳ ସାଇବର ଥାନା ଏଭଳି ଏକ ସାଇବର ଅପରାଧ … Read More

ଭୁବନେଶ୍ୱର ରେଳ ଷ୍ଟେସନରୁ ଗଞ୍ଜେଇ ବେପାରୀ ଗିରଫ, ଟୁରିଷ୍ଟ ବେଶରେ କରୁଥିଲେ ବେପାର

ଭୁବନେଶ୍ୱର: ପର୍ଯ୍ୟଟକଙ୍କ ବେଶରେ କରୁଛନ୍ତି ନିଶା ବେପାର। ନିଜକୁ ଟୁରିଷ୍ଟ ପରିଚୟ ଦେଇ ଚାଲିଛି ବେପାର। ଭୁବନେଶ୍ୱର ରେଳ ଷ୍ଟେସନରୁ ଧରାପଡ଼ିଲା ଏହି ଛଦ୍ମବେଶରେ ଥିବା ବିହାରର ଯୁବକ। ଟ୍ରଲି ବ୍ୟାଗ ଭିତରେ ଗଞ୍ଜେଇ ନେବା ବେଳେ ଧରିଲା RPF। ଏହାର … Read More

ଏସଆଇ ପରୀକ୍ଷାରେ ଜାଲିଆତି ମାମଲା: ସିବିଆଇ ତଦନ୍ତ ଦାବି କଲେ ଯୁବ ବିଜେଡି ସଭାପତି

ଭୁବନେଶ୍ୱର: ୧୬ ମାସରେ ୧୬ଟି ନିଯୁକ୍ତି ପରୀକ୍ଷାରେ ବିଭ୍ରାଟ ହେଲାଣି। ଗତକାଲି ବାତିଲ ହୋଇଥିବା ପୋଲିସ ସବ୍ ଇନିସପେକ୍ଟର୍ ପରୀକ୍ଷାରେ କୋଟି କୋଟି ଟଙ୍କାର ଡିଲ୍ ହୋଇଛି। ଏହି କେଳେଙ୍କାରି ଘଟଣା ସାମ୍ନାକୁ ଆସିବା ପରେ ରାଜ୍ୟ ସରକାରଙ୍କର ଅସଲ ଚେହେରା … Read More