ଏସ୍‌ଆଇ ପରୀକ୍ଷା ଜାଲିଆତି ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ବ୍ରହ୍ମପୁର : ରାଜ୍ୟରେ ପୋଲିସ ଏସ୍‌ଆଇ ପରୀକ୍ଷା ପୂର୍ବରୁ ବଡ଼ ଜାଲିଆତି ଘଟଣା ସାମ୍ନାକୁ ଆସିଛି। ବୁଧବାର ବ୍ରହ୍ମପୁର ପୋଲିସ ଜିଲା ଗୋଳନ୍ଥରା ଥାନା ପୋଲିସ ପର୍ଦ୍ଦାଫାଶ କରିବା ସହ ପୋଲିସ ୧୧୪ ପରୀକ୍ଷାଥି ଓ ତିନି ଦଲାଲଙ୍କୁ ଗିରଫ କରିଥିବା … Read More

ଦଶହରାରେ ବର୍ଷାର ଆଶଙ୍କା, ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଭୁବନେଶ୍ୱର ସମେତ ରାଜ୍ୟର ଅନେକ ସ୍ଥାନରେ ଦଶହରା ପର୍ବ ଫିକା ପଡ଼ିବାର ଆଶଙ୍କା ଦେଖାଦେଇଛି। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତାକାଲି (ଅକ୍ଟୋବର ୨) ଏବଂ ଅକ୍ଟୋବର ୩ ତାରିଖ ସକାଳ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। … Read More

କଲେଜ ଛକରେ ଭୁଶୁଡିଲା ଗେଟ୍: ରାଜାବଗିଚାରେ ଭାଙ୍ଗିଲା ତାଜା, ୩ ଆହତ

କଟକ: କଟକରେ ଦଶହରା ମାହୋଲ ଚାଲିଥିବା ବେଳେ ପ୍ରବଳ ବର୍ଷା ପୂଜାକୁ ଫିକା କରିଦେଇଛି। ପ୍ରବଳ ବର୍ଷା ଯୋଗୁଁ କଲେଜ ଛକରେ ଥିବା ଲାଇଟ୍ ଗେଟ୍ ଭୁଶୁଡି ପଡିଛି। ବର୍ଷା ଯୋଗୁଁ କେହି ନଥିବାରୁ କାହାରି କିଛି କ୍ଷତି ହୋଇନଥିବା ସୂଚନା … Read More

କଟକରେ ବିଭିନ୍ନ ପୂଜାମଣ୍ଡପରେ ମାଆଙ୍କୁ ଦର୍ଶନକଲେ ମୁଖ୍ୟମନ୍ତ୍ରୀ

କଟକ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାରରେ କଟକର ବିଭିନ୍ନ ପୂଜା ମଣ୍ଡପ ମାଆ ଦୂର୍ଗାଙ୍କୁ ଦର୍ଶନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପୂର୍ବାହ୍ନ ରେ ମଣ୍ଡପ ରେ ମା ଙ୍କୁ ଦର୍ଶନ କରି ପୂଜାର୍ଚ୍ଚନା କରିଥିଲେ । ଅପରାହ୍ନରେ … Read More

ଦୁର୍ଗାପୂଜାରେ ନାବାଳକଙ୍କୁ ଛୁରାମାଡ଼: ନାବାଳକ ମୃତ, ଜଣେ ଗୁରୁତର

ପାଇକମାଳ: ଝାରବନ୍ଧ ବ୍ଲକ ଡଭା ଦୁର୍ଗାପୂଜାରେ ବଡ଼ ଅଘଟଣ ଘଟିଛି। ଜଣେ ୧୭ବର୍ଷୀୟ ବାଳକର ଛୁରାମାଡ଼ରେ ମୃତ୍ୟୁ ଘଟିଛି। ମୃତକ ଝାରବନ୍ଧ ବ୍ଲକର ତୁର୍ଲ୍ଲା ଗ୍ରାମର ମାନଠୁ ବରିହା(୧୭) ବୋଲି ଜଣା ପଡ଼ିଛି। ତେବେ ତାଙ୍କ ସମ୍ପର୍କୀୟ ଜଣେ ଗୁରୁତର ଥିବା … Read More

ଅସରାଏ ବର୍ଷା ପରେ ରାଜଧାନୀ ରାସ୍ତାରେ ନାହିଁ ନଥିବା ଭିଡ଼

ଭୁବନେଶ୍ବର: ଭିଡ଼.. ଭିଡ଼… ଭିଡ଼… ଭୁବନେଶ୍ବରରେ ଭିଡ଼ ନା ଭିଡ଼ରେ ଫସିଛି ଭୁବନେଶ୍ବର । ଆଜି ଭୁବନେଶ୍ବରରେ ଅସରାଏ ବର୍ଷା ପରେ ରାଜଧାନୀ ରାସ୍ତାରେ ଦେଖିବାକୁ ମିଳିଥିଲା ନାହିଁ ନଥିବା ଭିଡ଼ । ବର୍ଷା ପାଇଁ ଲୋକେ ତ ଏକରେ ଦୋକାନ … Read More

ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପ୍ରଥମ ଥର ‘ବାଲ୍ ବାଟିକା’କୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ଓଡ଼ିଶା ସମେତ ଦେଶର ବେସାମରିକ କ୍ଷେତ୍ରରେ ୫୭ଟି ନୂତନ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପ୍ରସ୍ତାବକୁ ଅନୁମୋଦନ ମିଳିଛି। ଏହି ପ୍ରସ୍ତାବରେ ଓଡ଼ିଶାର ୬ଟି ସ୍ଥାନରେ ନୂତନ କେନ୍ଦ୍ରୀୟ … Read More

ଜାରି ହେଲା ବିହାରରେ ଚୂଡ଼ାନ୍ତ ଭୋଟର ତାଲିକା

ବିହାର: ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର) କାର୍ଯ୍ୟକାରୀ ହେବା ପରେ ନିର୍ବାଚନ ଆୟୋଗ ମଙ୍ଗଳବାର ଚୂଡ଼ାନ୍ତ ଭୋଟର ତାଲିକା ଜାରି କରିଛନ୍ତି। ଏହି ଭୋଟର ତାଲିକା ଆଧାରରେ ଆଗାମୀ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନ ଆୟୋଗ(ଇସି) ନିଜର ଓ୍ବେବସାଇଟରେ ଏହି … Read More

ତାପଜ ଶକ୍ତି କେନ୍ଦ୍ରରେ ଦୁର୍ଘଟଣା, ଆର୍ଚ ଭୁଶୁଡ଼ି ୯ ଶ୍ରମିକ ମୃତ

ଚେନ୍ନାଇ: ଉତ୍ତର ଚେନ୍ନାଇ ତାପଜ ଶକ୍ତି କେନ୍ଦ୍ର ନିର୍ମାଣସ୍ଥଳରେ ମଙ୍ଗଳବାର ବଡ଼ ଧରଣର ଦୁର୍ଘଟଣା ଘଟିଛି। ଏଠାରେ ନିର୍ମାଣାଧୀନ ଏକ ଆର୍ଚ ଭୁଶୁଡ଼ିପଡ଼ିବାରୁ ୯ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଅନ୍ୟ ୧୦ ଜଣ ଆହତ ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁସାରେ, ପ୍ରାୟ … Read More

ପାକିସ୍ତାନ କ୍ବେଟା ସେନା ମୁଖ୍ୟାଳୟରେ ବିସ୍ଫୋରଣ, ୧୦ ମୃତ

ପାକିସ୍ତାନ : କ୍ୱେଟାରେ ଥିବା ପାକିସ୍ତାନୀ ସେନା ମୁଖ୍ୟାଳୟରେ ବଡ଼ ବିସ୍ଫୋରଣ ହୋଇଛି । ପୂର୍ବ କ୍ୱେଟାରେ ଫ୍ରଣ୍ଟିୟର୍ କର୍ପସ୍ ମୁଖ୍ୟାଳୟ ନିକଟରେ ବଡ଼ ବିସ୍ଫୋରଣ ହୋଇଛି । ଫଳରେ ୧୦ ଜଣଙ୍କ ଜୀବନ ଚାଲିଯାଇଥିବା ବେଳେ ଅନେକ ଆହତ ହୋଇଛନ୍ତି । … Read More