ଶ୍ରୀମନ୍ଦିରରେ ଭିଆଇପିଙ୍କ ଦର୍ଶନ ପାଇଁ ନୀତି ବିଭ୍ରାଟ

ପୁରୀ: ଶ୍ରୀମନ୍ଦିରରେ ବାରମ୍ବାର ନୀତି ବିଭ୍ରାଟ ହେଉଥିବା ବେଳେ ହଜାରେ ବର୍ଷର ପରମ୍ପରା ଭଙ୍ଗ ହେଉଛି। ରବିବାର ରାତିରେ ମହାପ୍ରଭୁଙ୍କ ଚନ୍ଦନ ଲାଗି ପରେ ଭକ୍ତ ବାହାର କାଠ ଡେଇଁ ଭିତର କାଠ ନିକଟରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି । ଯାହାକୁ … Read More

ଠକେଇରୁ ବର୍ତ୍ତିଲେ ୧୨୦ ପୋଲିସ SI ପରୀକ୍ଷାର୍ଥୀ, ଓଡ଼ିଶା ପୋଲିସର ହେଲ୍ପ ଲାଇନ୍ ନମ୍ବର ଜାରି

ବ୍ରହ୍ମପୁର: ପୋଲିସ SI ପରୀକ୍ଷାର୍ଥୀଙ୍କୁ ଠକେଇ ଉଦ୍ୟମ ! ବଡ଼ ଠକେଇରୁ ବର୍ତ୍ତିଲେ ୧୨୦ ଜଣ ପୋଲିସ SI ପରୀକ୍ଷାର୍ଥୀ । ହାଇଦ୍ରାବାଦର ଏକ ସଂସ୍ଥା ମିଡିଲମ୍ୟାନ ମାଧ୍ୟମରେ ଫସାଇଥିଲା । ହାଇଦ୍ରାବାଦ ଯାଉଥିଲାବେଳେ ପରୀକ୍ଷାର୍ଥୀଙ୍କୁ ଉଦ୍ଧାର କରିଛି ପୋଲିସ । ପୋଲିସ … Read More

ସ୍ଥଗିତ ହେଲା ପୋଲିସ SI ପରୀକ୍ଷା

ଭୁବନେଶ୍ବର: ଓଡ଼ିଶାରେ ହେବାକୁ ଥିବା ପୋଲିସ SI ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଆସନ୍ତା ଅକ୍ଟୋବର ୫ ଓ ୬ ରେ ହୋଇଥାନ୍ତା ପରୀକ୍ଷା । ପରବର୍ତ୍ତୀ ସମୟରେ ଆଗାମୀ ପରୀକ୍ଷା ତାରିଖ ଘୋଷଣା କରାଯିବ ବୋଲି ବୋର୍ଡ ପକ୍ଷରୁ ସୂଚନା ମିଳିଛି … Read More

ସୃଷ୍ଟି ହେଲା ଘୁର୍ଣ୍ଣିବଳୟ, ଆସନ୍ତା ୪ ଦିନ ପ୍ରବଳ ବର୍ଷିବ!

ଭୁବନେଶ୍ୱର  : ପ୍ରବଳ ବର୍ଷାରେ ଭିଜିବ ଦଶହରା ।  ଏନେଇ ପୂର୍ବାନୁମାନ କରିଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । କେନ୍ଦ୍ରୀୟ ବଙ୍ଗୋପସାଗରର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ଏହା ଅକ୍ଟୋବର ୦୨ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର-ପଶ୍ଚିମ … Read More

ଦୂର୍ଗା ପୂଜା ପେଣ୍ଡାଲରେ ମହିଳାଙ୍କ ଦେହରେ ଲାଗିଗଲା ନିଆଁ

ରାଉରକେଲା : ରାଉରକେଲା ଶକ୍ତିନଗର ଦୂର୍ଗା ପୂଜା ପେଣ୍ଡାଲରେ ନିଆଁ ଲାଗି ମହିଳା ଗୁରୁତର ।  ଅଷ୍ଟମୀ ପୂଜା ବେଳେ ଦୀପରୁ ନିଆଁ ଲାଗି ଶାଢୀରେ ଲାଗିଥିବା ସୂଚନା ।  ପ୍ରାୟ ଷାଠିଏ ବର୍ଷର ମହିଳା ଦୀପ ଲଗାଉଥିବା ବେଳେ ନିଆଁ ଲାଗି … Read More

ନିଖୋଜ ନାବାଳକର ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭଞ୍ଜନଗର: ନାବାଳକକୁ ମାରି ଫିଙ୍ଗିଦେଲେ । ନିଖୋଜ ନାବାଳକର ମୃତଦେହ ଉଦ୍ଧାର । ଗଂଜାମ ଜିଲ୍ଲା ଗଙ୍ଗାପୁର ଥାନା ଖଣ୍ଡରାବଳୀ ଗାଁ ନିକଟ କାଜୁ ଜଙ୍ଗଲରୁ ନାବାଳକର ମୃତଦେହ ଠାବ ହୋଇଛି । ମୃତ ଛାତ୍ର ନବମ ଶ୍ରେଣୀରେ ଛାତ୍ର ଅମର ବିଷୋୟୀ … Read More

ଭୁବନେଶ୍ବରର ୭ ସ୍ଥାନରେ ହେବ ରାବଣ ପୋଡ଼ି

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ବିଜୟା ଦଶମୀ ଅବସରରେ ୭ଟି ପ୍ରମୁଖ ସ୍ଥାନରେ ‘ରାବଣ ପୋଡ଼ି ଉତ୍ସବ’ ପାଳନ ହେବ। ଟ୍ୱିନ ସିଟି କମିଶନରେଟ ପୋଲିସ ସୂଚନା ଅନୁଯାୟୀ, ନହରକଣ୍ଟା (ପାହାଳ ଥାନା), ବରମୁଣ୍ଡା (ଖଣ୍ଡଗିରି ଥାନା), କୋରଡ଼ାକଣ୍ଟା (ବଡ଼ଗଡ଼ ଥାନା), ବାଙ୍କୁଆଲ … Read More

କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨ ଆଇଏଏସ୍ ଅଧିକାରୀ

ଭୁବନେଶ୍ୱର: କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶାର ୨ ଜଣ ଆଇଏଏସ୍ ଅଧିକାରୀ । ୨୦୧୧ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସମର୍ଥ ବର୍ମାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ରଖାଯାଇଛି । ସେହିପରି ୨୦୧୪ ବ୍ୟାଚ୍ ଓଡ଼ିଶା କ୍ୟାଡର ଆଇଏଏସ୍ ଅଧିକାରୀ ସୁଶ୍ରୀ … Read More

ଅପରେଶନ ଅଗ୍ନି: ୪ ଜିଲ୍ଲାରୁ ଜବତ ହେଲା ସର୍ବାଧିକ ବେଆଇନ ଆତସବାଜି ଓ ବିସ୍ଫୋରକ ସାମଗ୍ରୀ

ଭୁବନେଶ୍ବର: ଆସନ୍ତା ପର୍ବପର୍ବାଣିକୁ ଦୃଷ୍ଟିରେ ରଖି ବେଆଇନ ବିସ୍ଫୋରକ ଭଣ୍ଡାର, ବିନା ଅନୁମତିରେ ପରିବହନ ଓ ବେଆଇନ ଆତସବାଜି ବିକ୍ରୟକୁ ରୋକିବା ଉଦ୍ଦେଶ୍ୟରେ ରାଜ୍ୟରେ ସେପ୍ଟେମ୍ବର ୧୪ ରୁ ୨୭ ଯାଏଁ “ଅଗ୍ନି” ନାମକ ବିଶେଷ ଅଭିଯାନ ଚାଲିଥିଲା । ରାଜ୍ୟ … Read More

ଜମ୍ମୁ-କାଶ୍ମୀରର କୁପୱାଡ଼ାରେ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ନିହତ ୨ ଆତଙ୍କବାଦୀ

ଜମ୍ମୁ-କାଶ୍ମୀର: ଜମ୍ମୁ-କାଶ୍ମୀରର କୁପୱାଡାରେ ୨ ଆତଙ୍କୀ ଏନକାଉଣ୍ଟର ।  ସୁରକ୍ଷା ବାହିନୀ ଏକ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛନ୍ତି ।  ଏହି ଅପରେସନରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଜି ସକାଳେ ଉତ୍ତର କାଶ୍ମୀରର କୁପୱାଡା ଜିଲ୍ଲାର କେରାନ ସେକ୍ଟରର … Read More