ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ, କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା ଉତ୍କର୍ଷତା ପୁରସ୍କାର
ଭୁବନେଶ୍ୱର : କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା ଉତ୍କର୍ଷତା ପୁରସ୍କାର । ଉଚ୍ଚଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ କିସ୍ ବିଶ୍ୱବିଦ୍ୟାଳୟକୁ ସମ୍ମାନଜନକ ଅନ୍ତର୍ଜାତୀୟ ଉଚ୍ଚଶିକ୍ଷା ଉତ୍କର୍ଷତା ପୁରସ୍କାର ପ୍ରଦାନ କରାଯାଇଛି । ୨୮ ସେପ୍ଟେମ୍ବର ଅନ୍ତର୍ଜାତୀୟ ସୂଚନା ଅଧିକାର ଦିବସ … Read More
