ବନ୍ଧୁକ କାରଖାନା ଧ୍ବଂସ କଲେ ଯବାନ
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ପୋଲିସକୁ ମିଳିଛି ବଡ ସଫଳତା । ସୁକମା ଜିଲ୍ଲାର ମେଟାଗୁଡା ଜଙ୍ଗଲରେ ଏକ ବଡଧରଣର ହମଲାକୁ ବିଫଳ କଲେ ଯବାନ ମାନେ । ଜଂଗଲରେ ନକ୍ସଲ ତିଆରି କରିଥିବା ବନ୍ଧୁକ କାରଖାନା ଚାଲିଥିଲା । … Read More
ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ ପୋଲିସକୁ ମିଳିଛି ବଡ ସଫଳତା । ସୁକମା ଜିଲ୍ଲାର ମେଟାଗୁଡା ଜଙ୍ଗଲରେ ଏକ ବଡଧରଣର ହମଲାକୁ ବିଫଳ କଲେ ଯବାନ ମାନେ । ଜଂଗଲରେ ନକ୍ସଲ ତିଆରି କରିଥିବା ବନ୍ଧୁକ କାରଖାନା ଚାଲିଥିଲା । … Read More
ଭୁବନେଶ୍ୱର: ଶାରଦୀୟ ଦଶହରା ପାଇଁ ଟ୍ବିନ ସିଟିରେ ଆଜିଠୁ ଟ୍ରାଫିକ୍ କଟକଣା ଲାଗୁ କରାଯାଇଛି । କଟକ ସହରରେ ଦିନ ୨ଟାରୁ ରାତି ଦୁଇଟା ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି ବ୍ୟବସ୍ଥା ଆସନ୍ତା ଅକ୍ଟୋବର ୨ ତାରିଖ ଦଶହରା ପର୍ଯ୍ୟନ୍ତ … Read More
ପୁରୀ: ବିଳମ୍ବିତ ରାତିରେ ଶ୍ରୀମନ୍ଦିର ନୀତିରେ ବ୍ୟାପକ ବିଭ୍ରାଟ ହୋଇଥିବା ସୂଚନା ରହିଛି । ଆଳତି ସରିବା ପରେ ପଲଙ୍କ ବିଜେ ହୋଇଛି । ବଡ଼ସିଂହାର ଭୋଗ ପରେ ପରେ ମହାପ୍ରଭୁଙ୍କ ପଲଙ୍କ ବିଜେ ହେବା କଥା । ମହାପ୍ରଭୁଙ୍କ ପଲଙ୍କ … Read More
ତାମିଲ ଅଭିନେତା ବିଜୟ ଥାଲାପତିଙ୍କ ନିର୍ବାଚନୀ ଶୋଭାଯାତ୍ରାରେ ଶନିବାର ରାତିରେ ବଡ଼ ଅଘଟଣ ଘଟିଛି। ଶୋଭାଯାତ୍ରା ସମୟରେ ଦଳାଚକଟା ଘଟିବାରୁ ଅଣନିଶ୍ଵାସୀ ହୋଇ ୩୧ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୫୦ରୁ ଅଧିକ ଲୋକ ଆହତ ହୋଇଥିବା ଜଣାପଡ଼ିଛି। ତାମିଲନାଡୁ … Read More
ଲଦାଖ: ଲଦାଖ ହିଂସାରେ ଗୁରୁତ୍ଵପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। ଲୋକଙ୍କୁ ଉସୁକାଇବା ଅଭିଯୋଗରେ ଗିରଫ ହୋଇଥିବା ସାମାଜିକ କର୍ମୀ ସୋନମ ଓ୍ବାଙ୍ଗଚୁକଙ୍କର ଜଣେ ପାକିସ୍ତାନୀ ପିଆଇଓଙ୍କ ସହିତ ଲିଙ୍କ୍ ରହିଥିବା କହିଛନ୍ତି ଲଦାଖ ଡିଜିପି ଡ. ଏସ.ଡି. ସିଂହ ଜାମଓ୍ବାଲ। ଗତ ଶୁକ୍ରବାର … Read More
ଉତ୍ତରପ୍ରଦେଶ: ଉତ୍ତରପ୍ରଦେଶର ବରେଲୀରେ ‘ଆଇ ଲଭ୍ ମହମ୍ମଦ’ ପୋଷ୍ଟରକୁ ନେଇ ଘଟିଥିବା ହିଂସାର ମାଷ୍ଟର ମାଇଣ୍ଡ ମୌଲାନା ତକୀର ରାଜାଙ୍କୁ ଗିରଫ କରିଛି ପୁଲିସ। ତକୀରଙ୍କ ସମେତ ଅନ୍ୟ ୭ ଜଣଙ୍କୁ ବି ଗିରଫ କରାଯାଇଛି। ଗିରଫ ପରେ ତକୀରଙ୍କୁ ୧୪ … Read More
ଗୁରୁଗ୍ରାମ : ହରିୟାଣାର ଗୁରୁଗ୍ରାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏହି ଘଟଣା ନ୍ୟାସନାଲ ହାଇୱେରୁ ବାହାରୁଥିବା ସମୟରେ ଥାରଟି ଡିଭାଇଡର ସହିତ ଧକ୍କା ହୋଇଥିବା ଜଣାପଡିଛି । ଫଳରେ ଏଥିରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ସୂଚନାନୁଯାୟୀ, ନ୍ୟାସନାଲ … Read More
ଲଣ୍ଡନ: ବ୍ରିଟେନର ପ୍ରଧାନମନ୍ତ୍ରୀ କିଏର ଷ୍ଟାର୍ମର ଆସନ୍ତା ଅକ୍ଟୋବରରେ ଭାରତ ଗସ୍ତରେ ଆସିବେ ବୋଲି ତାଙ୍କ କାର୍ଯ୍ୟାଳୟ ସୂତ୍ରରୁ ଜଣାପଡିଛି। ପ୍ରଧାନମନ୍ତ୍ରୀ ଦାୟିତ୍ବ ଗ୍ରହଣ କରିବାପରେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ। ଗତ ଜୁଲାଇରେ ଭାରତ ଓ ବ୍ରିଟେନ ମଧ୍ୟରେ … Read More
ନୂଆଦିଲ୍ଲୀ: କେନ୍ଦ୍ର ସରକାର ସଂସଦର ସ୍ଥାୟୀ କମିଟିଗୁଡ଼ିକର କାର୍ଯ୍ୟକାଳ ୨ ବର୍ଷକୁ ବଢ଼ାଇବା ପାଇଁ ଚିନ୍ତା କରୁଛନ୍ତି । ଏହି କମିଟିଗୁଡ଼ିକର କାର୍ଯ୍ୟକାଳ ଗୋଟିଏ ବର୍ଷ ହଇଥାଏ । ସଂସଦ ସଦସ୍ୟମାନେ ସରକାରଙ୍କ ନିକଟରେ ଅଭିଯୋଗ କରିଛନ୍ତି ଏତେ ଅଳ୍ପ ସମୟ … Read More
ଉତ୍ତରାଖଣ୍ଡ : ଚଳିତବର୍ଷ ଉତ୍ତରାଖଣ୍ଡରେ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି । ଉତ୍ତରାଖଣ୍ଡର ଧରାଲିରେ ବାଦଲଫାଟିବା ଯୋଗୁଁ ଘଟିଥିବା ବିପର୍ଯ୍ୟୟ ପରେ ୬୭ ଜଣଙ୍କର କୌଣସି ପତ୍ତା ମିଳିନାହିଁ । ୫୧ ଦିନ ପରେ ମଧ୍ୟ ଏମାନଙ୍କର କୌଣସି ପତ୍ତା ମିଳୁନାହିଁ । … Read More