ଗର୍ଭବତୀଙ୍କୁ ବାନ୍ଧି ଲୁଟି ନେଲେ ଟଙ୍କା ଓ ଅଳଙ୍କାର

ସୋରୋ: ଗର୍ଭବତୀଙ୍କ ହାତ ଗୋଡ଼ ବାନ୍ଧି ଲୁଟିନେଲେ ଟଙ୍କା ଓ ଅଳଙ୍କାର । ଗର୍ଭବତୀ ମହିଳାଙ୍କୁ ବି ଛାଡିଲେନି ଲୁଟେରା । ଟଙ୍କା, ଗହଣା ତ ନେଲେ ନେଲେ ତା’ପରେ ପୁଣି ଗର୍ଭବତୀଙ୍କୁ ମାଡ଼ ମାରିଲେ । ସୋରୋରେ ମାତିଲେ ଚୋର । … Read More

ଝାରସୁଗୁଡ଼ାରେ ମୋଦି: ୬୦,୦୦୦ କୋଟିରୁ ଅଧିକ ମୂଲ୍ୟର ବିକାଶମୂଳକ କାର୍ଯ୍ୟର କଲେ ଉଦ୍‌ଘାଟନ

ଝାରସୁଗୁଡା:  ଝାରସୁଗୁଡାରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ । ବିେଜେପି ବରିଷ୍ଠ ନେତୃବୃନ୍ଦ ଝାରସୁଗୁଡା ବିମାନ ବନ୍ଦରରେ ମୋଦିଙ୍କୁ ଭବ୍ୟ ସ୍ବାଗତ କରାଯାଇଛି । ବିମାନବନ୍ଦରରୁ ଜେଲ ଛକ ପର୍ଯ୍ୟନ୍ତ ଏକ ବିଶାଳ ରୋଡ ସୋ’ରେ ସାମିଲ ହୋଇଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଝଲକ ପାଇଁ ଜନସମୁଦ୍ର … Read More

ଓଡ଼ିଶାରେ ଗଡ଼ିଲା ପ୍ରଥମ ଅମୃତ ଭାରତ ଏକ୍ସପ୍ରେସ, ଶୁଭାରମ୍ଭ କଲେ ମୋଦି…

ଝାରସୁଗୁଡା: ରେଳ ସଂଯୋଗୀକରଣକୁ ଆହୁରି ସୁଦୃଢ଼ କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦିନ ଅମୃତ ଭାରତ ଏକ୍ସପ୍ରେସକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି। ଏହା ଓଡ଼ିଶାର ବ୍ରହ୍ମପୁର ସହ ଗୁଜରାଟର ସୁରତ ଜିଲ୍ଲାର ଉଧନାକୁ ସଂଯୋଗ କରୁଛି। ପଶ୍ଚିମ … Read More

ପାର୍ବଣରେ ଦୁର୍ଘଟଣା ରୋକିବାକୁ ବିଏମସିର ପ୍ରୟାସ; ୨୦୦ଗୋରୁ ସ୍ଥାନାନ୍ତର

ଭୁବନେଶ୍ୱର: ଆଉ ଦିନ କେଇଟା ପରେ ଦଶହରା ପର୍ବ । ଏହି ସମୟରେ ରାଜଧାନୀର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ ଜମିବ । ପର୍ବ ସମୟରେ ଲୋକମାନେ ଯେପରି ରାସ୍ତାରେ ବୁଲୁଥିବା ଗୋରୁଙ୍କ ଦ୍ୱାରା ଆଉ … Read More

ଓଡିଶା ମାଟିରୁ ସାରା ଦେଶରେ ପ୍ରଧାନମନ୍ତ୍ରୀ ଆରମ୍ଭ କଲେ BSNL 4G ସେବା

ଝାରସୁଗୁଡା: ପ୍ରଧାନମନ୍ତ୍ରୀ ମୋଦି BSNL ର 4G ସେବା ଆରମ୍ଭ କରି ଦେଶକୁ ଏକ ବଡ଼ ଉପହାର ଦେଇଛନ୍ତି। ଭାରତ ସଞ୍ଚାର ନିଗମ ଲିମିଟେଡର 4G ସେବା ଏବେ ଦେଶର ପ୍ରତ୍ୟେକ ରାଜ୍ୟରେ ପହଞ୍ଚିସାରିଛି। ପୂର୍ବରୁ, BSNL ର 4G ସେବା … Read More

ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ଅନୁମୋଦନ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ମାଗଣାରେ ମିଳିବ ପାଠ୍ୟପୁସ୍ତକ

ଭୁବନେଶ୍ୱର: ଏଣିକି ଓଡିଶାରେ ଚାଲିବ ଗୋଟିଏ ବୋର୍ଡ। ବିଏସ୍‌ଇ ଓ ସିଏଚ୍‌ଏସ୍‌ଇ ମିଶ୍ରଣକୁ ମିଳିଲାଅନୁମୋଦନ। ସ୍କୁଲ ଶିକ୍ଷାକୁ ସୁଦୃଢ଼ ଓ ଉନ୍ନତ କରିବା ପାଇଁ ରାଜ୍ୟରେ ଗୋଟିଏ ବୋର୍ଡ ରଖାଯିବ। ମାଧ୍ୟମିକ ଶିକ୍ଷା ପରିଷଦ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦକୁ … Read More

ଆକାଶରେ ଆଉ ଗର୍ଜିବନି ମିଗ୍ ୨୧, ଭାରତୀୟ ସେନାରୁ ନେବ ଅବସର

ଯେଉଁ ଯୋଦ୍ଧା ଆକାଶରେ ଗର୍ଜନ କରୁଥିଲେ, ଯାହାର ଦୃଶ୍ୟ ଦେଖି ଶତ୍ରୁମାନେ ଥରି ଉଠିଥିଲେ, ସେ ଏବେ ଭାରତୀୟ ବାୟୁସେନାକୁ ବିଦାୟ ଦେଉଛନ୍ତି । ହଁ ଆଜ୍ଞା ଆକାଶରେ ଆଉ ଗର୍ଜିବନି ମିଗ୍ ୨୧ । ଆଜି ଭାରତୀୟ ସେନାରୁ ଅବସର … Read More

ଭାରତୀୟ ଔଷଧ ରପ୍ତାନିକୁ ବଡ଼ ଝଟକା, ପହିଲାରୁ ଲାଗୁ ହେବ ଟ୍ରମ୍ପଙ୍କ ୧୦୦% ଶୁଳ୍କ

ଟ୍ରମ୍ପଙ୍କ ୧୦୦% ଔଷଧ ଶୁଳ୍କ ଘୋଷଣା । ଭାରତୀୟ ଔଷଧ ରପ୍ତାନିକୁ ବଡ଼ ଝଟକା । ଆମେରିକାକୁ ରପ୍ତାନି ହେଉଥିବା ଯେ କୌଣସି ବ୍ରାଣ୍ଡେଡ କିମ୍ବା ପେଟେଣ୍ଟ ଔଷଧ ଉତ୍ପାଦ ଉପରେ ୧୦୦% ଶୁଳ୍କ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ … Read More

ଜାତିସଂଘରେ ଇଂଲିଶରେ ଭାଷଣ ଦେଇ ଅପଦସ୍ତ ହେଲେ ପାକ୍ ପ୍ରତିରକ୍ଷା ମନ୍ତ୍ରୀ

ଭାରତକୁ ଅନେକ ସମୟରେ ଧମକ ଦେଇଆସୁଥିବା ପାକିସ୍ତାନ ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଜାତିସଂଘରେ ଶୁକ୍ରବାର ଅପଦସ୍ତ ହୋଇଛନ୍ତି। ଇଂଲିଶରେ ଭାଷଣ ଦେବା ସମୟରେ ତାଙ୍କୁ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିଛି। କାରଣ ଭାଷଣ ଦେବା ବେଳେ ସେ ଅନେକ … Read More

ନମାଜ ପାଠ ପରେ ବରେଲୀରେ ହିଂସା, ଲାଠିମାଡ଼ କଲା ପୁଲିସ

ଉତ୍ତରପ୍ରଦେଶର ବରେଲିରେ ଶୁକ୍ରବାର ନମାଜ ପାଠ ପରେ ହିଂସା ସୃଷ୍ଟି ହୋଇଛି। ଆନ୍ଦୋଳନକାରୀ ମୁସଲମାନମାନେ ବିକ୍ଷୋଭ ପ୍ରଦର୍ଶନ ସମୟରେ ପୁଲିସ ଉପରକୁ ପଥର ମାଡ଼ କରିବାରୁ ପୁଲିସ ପକ୍ଷରୁ ଲାଠିମାଡ଼ କରାଯାଇଛି। ସନ୍ଧ୍ୟା ସୁଦ୍ଧା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିବା ସୂଚନା ମିଳିଛି। … Read More