ନାଟୋ ମୁଖ୍ୟଙ୍କ ଦାୟିତ୍ଵହୀନ ମନ୍ତବ୍ୟକୁ ନିନ୍ଦା କଲା ଭାରତ
ନାଟୋ ମୁଖ୍ୟ ମାର୍କ ରୁଟ୍ଙ୍କ ଦାୟିତ୍ଵହୀନ ମନ୍ତବ୍ୟର ଦୃଢ଼ ନିନ୍ଦା କରିଛି ଭାରତ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର ଶୁଳ୍କ ଲାଗୁ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଫୋନ କରିଥିବା ରୁଟ୍ କହିଥିଲେ। … Read More
