ଲଘୁଚାପ ବର୍ଷା: ଝାରସୁଗୁଡ଼ାରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଝାରସୁଗୁଡ଼ା: ବଙ୍ଗୋପସାଗରରେ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବା ସମ୍ଭାବନା ରହିଛି । ୨୭ ତାରିଖ ସକାଳେ ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଥିବା … Read More

ମୁଣ୍ଡଳୀରେ ବଢୁଛି ବନ୍ୟାଜଳ, ଭୟଭୀତ ତଳିଆ ଅଞ୍ଚଳବାସୀ

କଟକ : ମହାନଦୀର ମୁଣ୍ଡଳୀରେ ପହଞ୍ଚିଛି ବନ୍ୟାଜଳ। ମୁଣ୍ଡଳୀ ବ୍ୟାରେଜ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଜଳସ୍ଥର ବୃଦ୍ଧି ପାଉଥିବାରୁ ତଳିଆ ଅଞ୍ଚଳବାସୀ ଭୟଭୀତ। ମୁଣ୍ଡଳୀ ମହାନଦୀ ଉପର ମୁଣ୍ଡରେ ୮୮.୭୦ ଫୁଟ୍ ଏବଂ ତଳ ମୁଣ୍ଡରେ ୮୬.୬୦ ଫୁଟ ଜଳସ୍ତର … Read More

OPSC ରେଜଲ୍ଟ ପ୍ରକାଶିତ, ପ୍ରିୟାଂଶୁ ପାଲ ଟପ୍ପର

ଭୁବେନଶ୍ବର: ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି) ଦ୍ଵାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ(ଓସିଏସ) ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ମୋଟ ୩୮୯ ଜଣ ପରିକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ପ୍ରିୟାଂଶୁ ପାଲ୍‌ ଓସିଏସ ଟପ୍ପର ହୋଇଛନ୍ତି। ସେହିପରି ଅନନ୍ୟା ମିଶ୍ର ଦ୍ଵିତୀୟ … Read More

ମୁଖାପିନ୍ଧି ଲୁଟିନେଲେ ଦେଢ଼ କୋଟି ଟଙ୍କାର ଜିନିଷ

ସୁନ୍ଦରଗଡ଼: ମୁଖାପିନ୍ଧି ଆସିଲେ, ଲୁଟିନେଲେ । ସୁନ୍ଦରଗଡ଼ ଜିଲ୍ଲାରେ ଏବେ ବିଦ୍ୟୁତ୍ କମ୍ପାନୀରୁ ଲୁଟ୍ କରୁଥିବା ଗ୍ୟାଙ୍ଗ ସକ୍ରିୟ ଅଛନ୍ତି । ଗତକାଲି ରାତିରେ ଲହୁଣିପଡ଼ା ଥାନା ଦର୍ଜିଂ ଠାରେ ଏକ ବିଦ୍ୟୁତ୍ ନିର୍ମାଣ କମ୍ପାନୀର କ୍ୟାମ୍ପରେ ପ୍ରାୟ ଦେଢ଼ କୋଟି ଟଙ୍କାର … Read More

ନକଲି ଡିଏସପିକୁ ମାଡି ବସିଲା ଅସଲି ପୋଲିସ, ନିଜକୁ ଝାଡ଼ଖଣ୍ଡ ଓ ଆସାମ ପୋଲିସ କହି ହୋଟେଲରେ ରହୁଥିଲା

ଭଦ୍ରକ  : ହୋଟେଲ ରୁମରେ ଏକଦମ୍ ଷ୍ଟାଇଲ ମାରି ଶୋଇଥିଲେ ନକଲି ଡିଏସପି ବାବୁ । ଅଚାନକ ହୋଟେଲ ରୁମ୍ କବାଟ ଠକ୍ ଠକ୍ କଲେ ଦଳେ ପୋଲିସ୍ । ଯାହାଙ୍କୁ ଦେଖି ନିଦ ଭାଙ୍ଗିଗଲା ନକଲି ପୋଲିସ ବାବୁଙ୍କର । ହଠାତ୍ … Read More

ଆମ ସାଥି’ ୟୁନିଫାଏଡ୍ ହ୍ୱାଟ୍ସଆପ୍ ବଟ୍ ଲୋକାର୍ପିତ, ଏଣିକି ହାତ ପାହାନ୍ତରେ ମିଳିବ ସରକାରୀ ସୁବିଧା

ଭୁବନେଶ୍ୱର : ହାତ ପାହାନ୍ତାରେ ମିଳିବ ସରକାରୀ ସେବା । ଜନ୍ମ ମୃତ୍ୟୁ ପ୍ରମାଣପତ୍ର, ଆଇନଗତ ଉତ୍ତରାଧିକାରୀ, ସ୍ଥାୟୀ ବାସିନ୍ଦା ଓ ଆୟ ପ୍ରମାଣପତ୍ର, ଡ୍ରାଇଭିଂ ଲାଇସେନ୍ସ, ଫର୍ଟିଲାଇଜର ଲାଇସେନ୍ସ ଆଦି ବହୁ ସୁବିଧା ହ୍ୱାଟସଆପ ଜରିଆରେ ମିଳିପାରିବ । ଲୋକଙ୍କ ହାତ … Read More

ବାଲିଯାତ୍ରା ପାଇଁ ଷ୍ଟଲ ବୁକିଂ ଆରମ୍ଭ, ଏକାଧିକ ଆବେଦନ ଥିଲେ ହେବ ନିଲାମ

କଟକ: ଐତିହାସିକ କଟକ ବାଲିଯାତ୍ରା ୨୦୨୫ ପାଇଁ ଆଜିଠାରୁ ଷ୍ଟଲ ବୁକିଂ କରି ପାରିବେ ବ୍ୟବସାୟୀ। ଚଳିତ ବର୍ଷ ନଭେମ୍ବର ୫ ରୁ ନଭେମ୍ବର ୧୨ ପର୍ଯ୍ୟନ୍ତ ଚାଲିବ କଟକ ବାଲିଯାତ୍ରା। ବାଲିଯାତ୍ରାରେ ସୁରୁଖୁରୁରେ ଷ୍ଟଲ ବଣ୍ଟନ ପାଇଁ ପ୍ରଶାସନ ବିଭିନ୍ନ … Read More

ଦୁର୍ଗାପୂଜା ପାଇଁ ଟ୍ରାଫିକ୍ କଟକଣା ଜାରି କଲା କମିଶନରେଟ ପୋଲିସ

ଭୁବନେଶ୍ୱର: ଭୁବନେଶ୍ବରରେ ଦୁର୍ଗାପୂଜା ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା। ଆସନ୍ତା ୨୮ରୁ ଅକ୍ଟୋବର ୨ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ କଟକଣା। ରାଜଧାନୀର ପ୍ରମୁଖ ରାସ୍ତାଗୁଡ଼ିକରେ ଭାରିଯାନ ଯିବା ଆସିବା ବାରଣ। କମିଶନରେଟ୍ ପୋଲିସ ଗୁରୁବାର ଦିନ ଭୁବନେଶ୍ୱରରେ ଦୁର୍ଗାପୂଜା … Read More

ଯୁଦ୍ଧ ବିମାନ ପାଇଁ HAL ସହିତ ୬୨,୩୭୦ କୋଟିର ଚୁକ୍ତି ସ୍ୱାକ୍ଷର

ଭାରତୀୟ ବାୟୁସେନାକୁ ମିଳିବ ୯୭ ଲାଇଟ କମ୍ବାଟ ଏୟାରକ୍ରାଫ୍ଟ ।  ଏଥିପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ(ହାଲ) ସହିତ ୬୨ ହଜାର ୩୭୦ କୋଟି ଟଙ୍କାର କରାଯାଇଛି ଚୁକ୍ତି ସ୍ଵାକ୍ଷର । ୨୦୨୭-୨୮ ମଧ୍ୟରେ ହାଲ୍ ପକ୍ଷରୁ ଯୁଦ୍ଧ … Read More

ବୃନ୍ଦାବନରେ ବାଙ୍କେ ବିହାରୀ ମନ୍ଦିର ଓ ନିଧିବନ ବୁଲି ଦେଖିଲେ ରାଷ୍ଟ୍ରପତି, କଲେ ବୃକ୍ଷରୋପଣ

ବୃନ୍ଦାବନ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବୁଧବାର ଦିନ ମଥୁରା-ବୃନ୍ଦାବନର ଏକ ଧାର୍ମିକ ସ୍ଥାନ ଗସ୍ତ କରିଥିଲେ ।  ଏହି ଗସ୍ତ ସମୟରେ ସେ ବାଙ୍କେ ବିହାରୀ ମନ୍ଦିର, ନିଧିବନ ଏବଂ ସୁଦାମା କୁଟୀର ପରିଦର୍ଶନ କରିଥିଲେ ।  ରାଷ୍ଟ୍ରପତି ସୁଦାମା କୁଟୀରରେ କଳ୍ପବୃକ୍ଷ … Read More