ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ସଫେଇ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସ୍ୱଚ୍ଛତା ହିଁ ସେବା ୨୦୨୫ ଅଭିଯାନ ଏବଂ ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ୧୧୦ତମ ଜୟନ୍ତୀ ଅବସରରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ପାର୍ଶ୍ୱରେ ଆୟୋଜିତ ଗଣସଫେଇ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ … Read More

ବିସ୍କୁଟରୁ ପୋକ ବାହରିଲା

ପିପିଲି :ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ସମୟରେ ବିସ୍କୁଟ୍‍ ପ୍ୟାକେଟ୍‍ ଖୋଲିବାରୁ ସେଥିରୁ ବାହାରିଥିଲା ଏକ ଲମ୍ବାପୋକ। ଏଭଳି ଘଟଣା ଘଟିଛି ପିପିଲି ପୌରାଞ୍ଚଳ ଅନ୍ତର୍ଗତ ଏକ ଘରୋଇ ଶିକ୍ଷାନୁଷ୍ଠାନରେ । ସୂଚନା ଅନୁଯାଇ, ପିପିଲିର ଏକ ଘରୋଇ ଶିକ୍ଷାନୁଷ୍ଠାନରେ ଗୁରୁବାର ସକାଳ … Read More

କମିଶନରେଟ ପୋଲିସ ଲଞ୍ଚ କରିବ ମୋବାଇଲ ଆପ୍ଲିକେସନ, ଏଥର ପୂଜା ମଣ୍ଡପ ବୁଲିବା ହେବ ସହଜ

ଭୁବନେଶ୍ୱର : ଏଥର ପୂଜା ମଣ୍ଡପ ବୁଲିବା ହେବ ସହଜ । କମିଶନରେଟ ପୋଲିସ ଲଞ୍ଚ କରିବାକୁ ଯାଉଛି ମୋବାଇଲ ଆପ୍ଲିକେସନ । ପୂଜା ମଣ୍ଡପ ବାଟ ଦେଖାଇବ ଏହି ଆପ ।  ଯାହାକୁ ବ୍ୟବହାର କରି ଯେ କେହି ବି ରାଜଧାନୀର … Read More

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ! ସମ୍ପର୍କୀୟ -ପୋଲିସ ମୁହାଁମୁହିଁ

ନୟାଗଡ଼ : ଡାକ୍ତରଙ୍କ ଚିକିତ୍ସା ଅବହେଳାରୁ ଶିଶୁପୁତ୍ର ମୃତ୍ୟୁ ଅଭିଯୋଗରେ ଉତ୍ତେଜନା । ଡାକ୍ତରଙ୍କ ଅବହେଳା ଅଭିଯୋଗରେ ସମ୍ପର୍କୀୟ -ପୋଲିସ ମୁହାଁମୁହିଁ ହୋଇଛନ୍ତି । ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରାଉତରାପୁର ଗାଁର ଜିତେନ୍ଦ୍ର ଦଳେଇଙ୍କ ଅଢ଼େଇ ମାସର ଶିଶୁ ଅନ୍ୟତ୍ର ପୋଲିଓ … Read More

ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ ଚାରକୋଲ, ପଳାଶୁଣୀରେ ନିର୍ମାଣ ହେବ ପ୍ଲାଣ୍ଟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଅଳିଆ ଗଦାରୁ ପ୍ରସ୍ତୁତ ହେବ ଏନଏର୍ଜି ଆଉ କୋଇଲା । ରାଜ୍ୟ ସରକାରଙ୍କ ଗୃହ ଏବଂ ନଗର ଉନ୍ନୟନ ବିଭାଗ ଏନେଇ କାର୍ଯ୍ୟ କରୁଥିବା ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ବିଏମସି ପକ୍ଷରୁ ପୁରୁଣା ଭୁବନେଶ୍ୱରରେ … Read More

ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର, ନିଶା ଖାଇବା ପାଇଁ ଟଙ୍କା ନ ଦେବାରୁ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ

ଭୁବନେଶ୍ୱର : ପାର୍ବଣ ପୂର୍ବରୁ ରକ୍ତରଞ୍ଜିତ ହେଲା ଭୁବନେଶ୍ୱର । ରାଜଧାନୀର ସହୀଦନଗର‌ ଥାନା ତାରିଣୀ ବସ୍ତିରେ ଜଣେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଖଣ୍ଡାରେ ହାଣିଛନ୍ତି ଦୁର୍ବୃତ୍ତ ।  ନିଶା ଖାଇବାକୁ ମାଗିଲେ ଟଙ୍କା ନ ଦେବାରୁ ଏପରି ଆକ୍ରମଣ କରିଥିବା ସୂଚନା … Read More

ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା, ଆଗାମୀ ଆଠ ଦିନ ପର୍ଯ୍ୟନ୍ତ ଚାଲିବ

ପୁରୀ: ମହାପ୍ରଭୁ ଶ୍ରୀ ଜଗନ୍ନାଥ ହେଉଛନ୍ତି ଭାବର ଠାକୁର । ଭାବ ଥିଲେ ତାଙ୍କୁ ପାଇବା ହୋଇଯାଏ ସହଜ । ଏହି ଭାବକୁ ନେଇ ପୁରୀରେ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ଗୁପ୍ତ ଗୁଣ୍ଡିଚା ଯାତ୍ରା । ନୀଳାଦ୍ରୀବିଜେ ଦିନ ମା ଲକ୍ଷ୍ମୀଙ୍କୁ ଦେଇଥିବା … Read More

ବିଷାକ୍ତ ମାଛ ତରକାରୀ ଖାଇ ନାବାଳକ ମୃତ, ୩ ଜଣ ଗୁରୁତର

ବାସୁଦେବପୁର: ବିଷାକ୍ତ ମାଛ ତରକାରୀ ଖାଇ ନାବାଳକ ମୃତ । ବିଷାକ୍ତ ମାଛ ଖାଇ ଗୋଟିଏ ପରିବାରର ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି । ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ବରଣ୍ଡୁଆ ପଂଚାୟତରେ ଘଟିଛି ଘଟଣା । … Read More

ବସ୍-ଟ୍ରକ ମୁହାଁମୁହିଁ ଧକ୍କା, ୫ ଜଣଙ୍କ ମୃତ୍ୟୁ

ବଣାଇ : ବସ୍-ଟ୍ରକ ମୁହାଁମୁହିଁ ଧକ୍କା । ଫଳରେ ୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ସୁନ୍ଦରଗଡ଼ ଜିଲ୍ଲା କୋଇଡା ବ୍ଳକ କେବଲାଙ୍ଗ ଥାନା ନିକଟ ୫୨୦ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି … Read More

ମାଛ ଧରିବା ବେଳେ ଭଗବାନ ଶିବ ପାର୍ବତୀଙ୍କ ମୂର୍ତ୍ତି ଜାଲରେ

ପୁରୀ : ମାଛ ଧରିବା ବେଳେ ଜାଲରେ ପଡିଲା ଭଗବାନ ଶିବ ପାର୍ବତୀଙ୍କ ମୂର୍ତ୍ତି ।  ୩୦ କିିଲୋଗ୍ରାମରୁ ଅଧିକ ଓଜନର ୨ଫୁଟ ଅଷ୍ଟଧାତୁରେ ନିର୍ମିତ ଆସ୍ଥାନ ଉପରେ ଅଛି ଏହି ମୂର୍ତ୍ତି । ଆସ୍ଥାନରେ ବାବା ବାନାମ୍ବରେଶ୍ଵର ଲେଖା ରହିଛି । … Read More