୨୦୨୭ରେ ଆରମ୍ଭ ହେବ ମୁମ୍ବାଇ-ଅହମ୍ମଦାବାଦ ବୁଲେଟ୍ ଟ୍ରେନ୍
ମୁମ୍ବାଇ : ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଉପସ୍ଥିତିରେ ମୁମ୍ବାଇ-ଅହମ୍ମଦାବାଦ ବୁଲେଟ୍ ଟ୍ରେନ୍ ପ୍ରକଳ୍ପ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଆଜି ଦିନ ଶେଷ ହୋଇଛି । ଶିଲଫାଟା ଏବଂ ଘନସୋଲି ମଧ୍ୟରେ ୪.୮୮ କିଲୋମିଟର ଲମ୍ବର ଏକ ସୁଡ଼ଙ୍ଗ ନିର୍ମାଣ କାର୍ଯ୍ୟ ସମାପ୍ତ … Read More
