ଟ୍ରେନ୍ ଧକ୍କାରେ ଚାଲିଗଲା ବାପା ଓ ପୁଅର ଜୀବନ
ଯାଜପୁର : ଯାଜପୁର ଜିଲ୍ଲା ଟମକା ଥାନା ଅଞ୍ଚଳରୁ ଆସିଛି ଦୁଃଖଦ ଖବର। ନାଉବାହାଳିଠାରେ ଟ୍ରେନ୍ ଧକ୍କାରେ ବାପା ଓ ଦେଢ଼ ବର୍ଷର ଶିଶୁପୁତ୍ରଙ୍କ ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ମୃତକ ହେଲେ ଦେଉଳକଣ ପଞ୍ଚାୟତ ନୟା ବଗପାଟିଆ ଗ୍ରାମର ବିଶୁ ପେଣ୍ଠଇ … Read More
