ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ରାହୁଲ ଗାନ୍ଧି
ନୂଆଦିଲ୍ଲୀ : ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୭୫ ବର୍ଷରେ ପାଦ ଥାପିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଛନ୍ତି ରାହୁଲ ଗାନ୍ଧି । ରାହୁଲ ଗାନ୍ଧି ଏକ୍ସରେ ପୋଷ୍ଟ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ଜନ୍ମିଦନରେ ଶୁଭକାମନା ଜଣାଉଛି । … Read More
