ଆଉ ୫ ବିମାନ ବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ମୋଡରେ ଉଦଘାଟନ କଲେ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ରୀୟ ଗୃହମନ୍ତ୍ରୀ ଅମିତ ଶାହ ଆଜି  ଆଉ ୫ଟି ବିମାନବନ୍ଦରରେ ଫାଷ୍ଟ ଟ୍ରାକ୍ ଇମିଗ୍ରେସନକୁ ଭର୍ଚୁଆଲ୍ ଭାବରେ ଉଦଘାଟନ କରିଛନ୍ତି ।  ଫାଷ୍ଟ ଟ୍ରାକ୍ ଇମିଗ୍ରେସନ – ଟ୍ରଷ୍ଟେଡ୍ ଟ୍ରାଭେଲର୍ ପ୍ରୋଗ୍ରାମ୍ (FTI-TTP) ଭାରତୀୟ ନାଗରିକ ଏବଂ ଭାରତୀୟ ନାଗରିକତା … Read More

ଇସ୍ରାଏଲୀ ବିମାନ ଆକ୍ରମଣ: ୩୫ ୟେମେନ ହାଉତି ନିହତ, ୧୩୦ ରୁ ଅଧିକ ଆହତ

ୟେମେନ: ବୁଧବାର ଦିନ ୟେମେନର ରାଜଧାନୀ ସାନାରେ ଇସ୍ରାଏଲୀ ସେନାର ବିମାନ ଆକ୍ରମଣ ହୋଇଥିଲା । ଏହି ଆକ୍ରମଣରେ ଅତି କମରେ ୩୫ ଜଣ ହାଉତିଙ୍କ ମୃତ୍ୟୁ ଘଟିଥିବାବେଳେ ୧୩୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏହି ଆକ୍ରମଣ ହାଉତି … Read More

ଟ୍ରମ୍ପଙ୍କ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା

ଟ୍ରମ୍ପଙ୍କ ସହଯୋଗୀ ଚାର୍ଲି କିର୍କଙ୍କୁ ହତ୍ୟା । ଟର୍ଣ୍ଣିଂ ପଏଣ୍ଟ USA ର ପ୍ରତିଷ୍ଠାତା ହେଉଛନ୍ତି ୩୧ ବର୍ଷୀୟ ଚାର୍ଲି କିର୍କ । ତାଙ୍କୁ ଗୁଳି କରି ହତ୍ୟା କରାଯାଇଛି । ଉତା ଭାଲି ବିଶ୍ବ ବିଦ୍ୟାଳୟରେ ଏକ କାର୍ଯ୍ୟକ୍ରମରେ ଭାଷଣ … Read More

ନେପାଳରେ ଫସିଛନ୍ତି ଓଡ଼ିଶାର ପର୍ଯ୍ୟଟକ; ଟ୍ରାଭେଲ ଏଜେନ୍ସି ଫେରାର, ଉଦ୍ଧାର ପାଇଁ ଗୁହାରି

ଯାଜପୁର/ପଟ୍ଟାମୁଣ୍ଡାଇ: ନେପାଳରେ କଲଵଲ ଓଡ଼ିଆ । ଫସିଲେ ନେପାଳରେ ଭାରତ ଫେରିବା ପାଇଁ ନିବେଦନ କଲେ । କେଉଁଠି ବୁଲିବାକୁ ଯାଇ ହଟହଟା ହୋଇଛନ୍ତି ଓଡ଼ିଆ ପର୍ଯ୍ୟଟକ ତ ଆଉ କେଉଁଠି ଦିନ ମଜୁରିଆ ଫସି ରହିଲେଣି । ପର୍ଯ୍ୟଟକଙ୍କୁ ନେଇଥିବା ଟ୍ରାଭେଲ … Read More

ବଣ୍ଡା ଘାଟି ଗସ୍ତ କଲେ ରାଜ୍ୟପାଳ, ସୀତାକୁଣ୍ଡ ଉନ୍ନତି ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ମାଲକାନଗିରି: ମାଲକାନଗିରି ଜିଲ୍ଲା ବଣ୍ଡା ଘାଟି ଗସ୍ତ କରିଛନ୍ତି ରାଜ୍ୟପାଳ ଡ଼ଃ ହରିବାବୁ କମ୍ଭମପତି । ବଣ୍ଡା ଘାଟିରେ ଥିବା ଆବାସିକ ଛାତ୍ରୀ ବିଦ୍ୟାଳୟ ଯାଇ ଛାତ୍ରୀମାନଙ୍କ ସହ ଆଲୋଚନା ପରେ ଛାତ୍ରୀମାନେ ରକ୍ତ ହୀନତା ଶିକାର ହେଉଥିବା ଏବଂ ଦୃଷ୍ଟି … Read More

ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ ଦିଆଯାଇଛି । କେଉଁ ତାରିଖରେ ଓଡ଼ିଶା ଆସିବେ ତାହା କିଛି ଦିନ ମଧ୍ୟରେ ସ୍ପଷ୍ଟ ହୋଇପାରେ … Read More

ପେଟ୍ରୋଲ୍‌ ଢାଳି ଯୁବକଙ୍କ ଆତ୍ମାହୂତି ଉଦ୍ୟମ: ଅବସ୍ଥା ଗୁରୁତର, ଏମ୍‌କେସିଜିରୁ ଏସ୍‌ସିବିକୁ ସ୍ଥାନାନ୍ତର

ବ୍ରହ୍ମପୁର: ପେଟ୍ରୋଲ୍‌ ଢାଳି ନିଜକୁ ଜାଳି ଦେଇଥିବା ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ । ସଙ୍କଟାପନ୍ନ ଅବସ୍ଥାରେ ଯୁବକ ଏମ୍‌କେସିଜିରୁ କଟକ ଏସ୍‌ସିବିକୁ ସ୍ଥାନାନ୍ତର କରାଯାଇଛି । ଯୁବକଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିବା ସୂଚନା ମିଳିଛି । ଗତକାଲି ବଡ଼ବଜାର ଥାନା … Read More

ରାଜ୍ୟରେ ସାରର କୌଣସି ଅଭାବ ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଲୋକସେବା ଭବନ ଠାରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ସାର ଯୋଗାଣ ସ୍ଥିତିର ସମୀକ୍ଷା କରି ସମସ୍ତ ଜିଲ୍ଲାରେ ଥିବା ପ୍ୟାକ୍ସ ଏବଂ ଲ୍ୟାମ୍ପ୍‌ସ ଜରିଆରେ ସାର ଆବଣ୍ଟନ କାର୍ଯ୍ୟକୁ ଠିକ ଭାବରେ ତଦାରଖ କରିବା ପାଇଁ … Read More

ବାଣୀବିହାରରେ ଅପରେସନ ଅଲଆଉଟ୍‍ ଆରମ୍ଭ

ଭୁବନେଶ୍ୱର: ଆଜିଠାରୁ ବାଣୀବିହାରରେ ଆରମ୍ଭ ହୋଇଛି ଅପରେସନ ଅଲଆଉଟ୍‍ । ଅନଧିକୃତ ଭାବେ ମାଡି ବସିଥିବା କ୍ୱାର୍ଟର୍ସକୁ ଖାଲି କରୁଛି ପ୍ରଶାସନ । ଷ୍ଟାପ୍‍ କ୍ୱାର୍ଟର୍ସ ଖାଲି କରିବାକୁ ପୂର୍ବରୁ ନୋଟିସ କରିଥିଲା ଉତ୍କଳ ବିଶ୍ୱବିଦ୍ୟାଳୟ । ଏହି ମହଲତ ଶେଷ … Read More

ଗଛରେ ପିଟିହେଲା ବାଇକ୍ , ଦୁଇ ମୃତ

ନରସିଂହପୁର  : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ୨ ମୃତ । କଟକ ଜିଲ୍ଲା ଜିଲିଣ୍ଡା ଥାନା ସରଧାପୁର ଠାରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ୍ । ଦୁଇ ଜଣଙ୍କ ମୃତ୍ୟୁ ଘଟିଚି । ମୃତକ ହେଲେ … Read More