ଅସ୍ତ୍ରୋପଚାର ପରେ ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି

ବ୍ରହ୍ମପୁର: ୮୦ ବର୍ଷୀୟ ବୃଦ୍ଧଙ୍କ ଖାଦ୍ୟନଳୀରୁ ବାହାରିଲା ୯ ଇଞ୍ଚର ଦାନ୍ତକାଠି । ବୃଦ୍ଧ ଜଣକ ଅସାବଧାନତା ଯୋଗୁଁ ଦାନ୍ତକାଠି ଗିଳି ଦେଇଥିଲେ । ସଫଳ ଅସ୍ତ୍ରୋପଚାର କରି ଦାନ୍ତକାଠିକୁ ବାହାର କରିଛନ୍ତି ଡାକ୍ତର । ଦୀର୍ଘ ୧ ଘଣ୍ଟା ଧରି … Read More

ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ, ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଏଣିକି ଅଯୋଗ୍ୟ ଆବାସ ହିତାଧିକାରୀଙ୍କୁ ଧରିବ ଏଆଇ। ଧରାପଡିଲେ ହେବ ବଡ଼ କାର୍ଯ୍ୟାନୁଷ୍ଠାନ। ଆବାସ କିମ୍ବା ଅନ୍ତୋଦ୍ୟାୟ ଯୋଜନାରେ ଘର ନେଇଥିଲେ ଆକ୍ସନ ହେବ। ବ୍ୟବସ୍ଥାକୁ ସରଳିକରଣ କରି ଏଆଇ ଉପଯୋଗ କରି ବ୍ୟବସ୍ଥିତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। … Read More

ରାଜଧାନୀ କଲେଜରେ ଛାତ୍ର ଅଣଛାତ୍ରଙ୍କ ମଧ୍ୟରେ ସଂଘର୍ଷ, ଦୁଇ ଛାତ୍ର ଆହତ

ଭୁବନେଶ୍ୱର : ରାଜଧାନୀ କଲେଜରେ ଛାତ୍ର ଅଣଛାତ୍ର ଙ୍କ ମଧ୍ୟରେ ବଡ଼ ଧରଣର ଗଣ୍ଡଗୋଳ ।  ପୁଣି ରଣକ୍ଷେତ୍ର ପାଲଟିଲା କଲେଜ କ୍ୟାମ୍ପସ ।  ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ବଡ଼ ଧରଣର ଗଣ୍ଡଗୋଳ । ଏହି ଗଣ୍ଡଗୋଳରେ ୨ ଛାତ୍ର ଆହତ ହୋଇଥିବା … Read More

ପୁରୀରେ କାର୍ତ୍ତିକ ବ୍ରତ ପାଇଁ ପ୍ରସ୍ତୁତି ଆରମ୍ଭ, ହବିଷ୍ୟାଳୀଙ୍କ ପାଇଁ ଚଳିତବର୍ଷ ମଧ୍ୟ କରାଯିବ ଅନଲାଇନରେ ପଞ୍ଜୀକରଣ

ପୁରୀ: ପୁରୀରେ କାର୍ତ୍ତିକ ମାସ ପାଇଁ ପ୍ରସ୍ତୁତି ଆରମ୍ଭ ।  ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଛି ।  ହବିଷ୍ୟାଳୀଙ୍କ ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରିବାକୁ ପରାମର୍ଶ ଦିଆଯାଇଛି ।  ସୁରକ୍ଷିତ ରହଣି,ସ୍ନାନ, ଶୌଚ, ମହାପ୍ରସାଦ ସେବନ ଆଦି ବ୍ୟବସ୍ଥାକୁ … Read More

ସରିଲା ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା, ଚଳିତ ବର୍ଷ ଆସିଛନ୍ତି ୬୭୩ ଅଧିକ ପକ୍ଷୀ

ରାଜନଗର : ଭିତରକନିକାରେ ଦେଶୀୟ ପକ୍ଷୀ ଗଣନା ଶେଷ ।  ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟା ଗତ ବର୍ଷ ଠାରୁ ବୃଦ୍ଧି ପାଇଛି ।  ଗତବର୍ଷ ଭିତରକନିକାରେ ୧ ଲକ୍ଷ ୩୦ ହଜାର୧୨୩ଟି ଦେଶୀୟ ପକ୍ଷୀ ଗଣନା କରାଯାଇଥିଲା ।  ଚଳିତ ବର୍ଷ … Read More

ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା : ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ସୁଭଦ୍ରା ଯୋଜନାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା।  ଅନେକ ଯୋଗ୍ୟ ହିତାଧିକାରୀ ମହିଳା ସୁଭଦ୍ରା ତାଙ୍କ ପାଇବାରୁ ବଞ୍ଚିତ ହୋଇଛନ୍ତି ।  ସେମାନେ କାହିଁକି ବଞ୍ଚିତ ହେଲେ, ରାସନ କାର୍ଡ ଅଛିକି ନାହିଁ, kyc upadate ହୋଇଛି … Read More

କନ୍ଧମାଳରେ ପହିଲି କୁହୁଡି ସ୍ପର୍ଶ, ଶୀତର ଆଗମନକୁ ଇସାରା

କନ୍ଧମାଳ: ଗଛ,ଲତା ଓ ଘାସ ଉପରେ ପଡିଛି କାକର ବିନ୍ଦୁ । ସେହି କାକର ବିନ୍ଦୁ ସୂର୍ଯ୍ୟ କିରଣରେ ଝଲସି ଉଠୁଛି । ଏହା ସହ ମୋତି ମାଣିକ ପରି ଚକ୍‌‍ ଚକ୍‌‍ କରୁଛି କାକର ବିନ୍ଦୁ । କନ୍ଧମାଳର ପାଣିପାଗରେ … Read More

ଦୁର୍ଗା ପୂଜା ପାଇଁ ଭାରତକୁ ଆସିବ ଇଲିସି, ୧୨୦୦ ଟନ୍‌ ମାଛ ରପ୍ତାନି କଲା ବାଂଲାଦେଶ

କୋଲକାତା: ଆଉ କେଇଟା ଦିନ ପରେ ଧରାବତରଣ କରିବେ ମାଆ ଦୁର୍ଗା। ଚାରିଆଡେ ଉତ୍ସବମୁଖର। ତେବେ ଶାରଦୀୟ ଦୁର୍ଗା ପୂଜା ପାଇଁ ପ୍ରସିଦ୍ଧିଲାଭ କରିଥିବା ପଶ୍ଚିମବଙ୍ଗରେ ମା’ଙ୍କ ପୂଜାରେ ଲୋକେ ଭିନ୍ନ ପ୍ରକାର ପାଳନ କରନ୍ତି। କାରଣ ଏଠାରେ ଦୁର୍ଗା ପୂଜା … Read More

ପଦ ଛାଡ଼ିଲେ ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ

ନେପାଳ ରାଷ୍ଟ୍ରପତି ରାମଚନ୍ଦ୍ର ପଉଡେଲ ଇସ୍ତଫା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲିଙ୍କ ଇସ୍ତଫା ପରେ ବି ଦେଶର ମାହୋଲ ଶାନ୍ତ ନ ପଡ଼ିବାରୁ ଶେଷରେ ରାଷ୍ଟ୍ରପତି ପଉଡେଲ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି। ଫଳରେ ବର୍ତ୍ତମାନ ଦେଶର ସେନା ମୁଖ୍ୟଙ୍କ … Read More

ନେପାଳ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲି ଦେଲେ ଇସ୍ତଫା, ଘର ଜାଳିଦେଲେ ବିକ୍ଷୋଭକାରୀ

ନେପାଳ : ନେପାଳରେ ସୋସିଆଲ ମିଡିଆ ବ୍ୟାନକୁ ନେଇ ସମଗ୍ର ଦେଶ ଜଳୁଛି । ଦ୍ବିତୀୟ ଦିନ ପାଇଁ ସାରା ଦେଶରେ ହିଂସାକାଣ୍ଡ ଜାରି ରହିଛି । ଦେଶରେ ବ୍ୟାପକ ହିଂସାକାଣ୍ଡ ପରେ ଶେଷରେ କୌଣସି ଉପାୟ ନପାଇ ଇସ୍ତଫା ଦେଇଛନ୍ତି ନେପାଳ … Read More