ଝିଅଙ୍କ ପାଠପଢ଼ା ଲାଗି ୩ ହଜାର ଟଙ୍କାର ପୁରସ୍କାର ଜିତିବାକୁ ଖାଲି ପାଦରେ ଦୌଡ଼ିଲେ ମା’, ସହାୟତାର ହାତ ବଢ଼ାଇଲା ସାରା ଦେଶ

ନୂଆଦିଲ୍ଲୀ: ଦେଶର ହୃଦୟ ଜିତିଲା ରମାବାଇଙ୍କ ସଂଘର୍ଷ । ଝିଅଙ୍କ ପାଠପଢ଼ା ପାଇଁ ଖାଲି ପାଦରେ ଦୌଡ଼ିଲେ ରମାବାଇ । ସହାୟତାର ହାତ ବଢ଼ାଇଲା ସାରା ଦେଶ । ଶାଢ଼ି ପିନ୍ଧି ଖାଲି ପାଦରେ ଦୌଡ଼ିଥିବା ଜଣେ ୪୭ ବର୍ଷୀୟା ବିଧବା ମହିଳାଙ୍କ … Read More

ଇରାନର ‘ପିକଏକ୍ସ ମାଉଣ୍ଟେନ୍ ଉପରେ ଆକ୍ରମଣ କରିବ ଆମେରିକା, ଟ୍ରମ୍ପଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ, ଆମେରିକା ଖୁବଶୀଘ୍ର ଇରାନର ‘ପିକଏକ୍ସ ମାଉଣ୍ଟେନ୍’ ଉପରେ ଆକ୍ରମଣ କରିପାରେ । ଏହା ଇରାନର ଏକ ଅତ୍ୟନ୍ତ ସୁରକ୍ଷିତ ଭୂତଳ ତଳେ ଥିବା ପରମାଣୁ କେନ୍ଦ୍ର ବୋଲି କୁହାଯାଉଛି । ଇରାନର ସାମରିକ … Read More

କାରକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ୮ ଛାତ୍ରଙ୍କ ଜୀବନ

ତ୍ରିସୁର : କେରଳମରେ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ୮ ଜଣଙ୍କର ମୃତ୍ୟ ହୋଇଛି । କେରଳମର ଥ୍ରିସୁର ଜିଲ୍ଲା ପନାମବିକୁନୁରେ ଏକ କାର ସହ ଟ୍ରକର ଧକ୍କା ହେବାରୁ ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ଘଟିଛି । ମୃତକମାନେ … Read More

୨୦୨୭ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ !

ଭୁବନେଶ୍ୱର: ଆସନ୍ତା ବର୍ଷ ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ରାଜ୍ୟରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ। ପଞ୍ଚାୟତ ନିର୍ବାଚନ ପାଇଁ କମିଶନ ଜୋରସୋରରେ ପ୍ରସ୍ତୁତି ଚଳାଇଥିବା ସେ କହିଛନ୍ତି। … Read More

ଝାରସୁଗୁଡ଼ା ପୌରପାଳିକାରେ ୪୦ ଲକ୍ଷ ଟଙ୍କା ଆତ୍ମସାତ ଅଭିଯୋଗ, ପୌରାଧ୍ୟକ୍ଷାଙ୍କୁ ଭିଜିଲାନ୍ସ ନୋଟିସ୍

ଝାରସୁଗୁଡ଼ା: ଝାରସୁଗୁଡ଼ା ପୌରପାଳିକାରେ ଆର୍ଥିକ ଅନିୟମିତତାକୁ ନେଇ ଏବେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ୨୦୨୩-୨୪ ଏବଂ ୨୦୨୪-୨୫ ଆର୍ଥିକ ବର୍ଷ ମଧ୍ୟରେ ସରକାରୀ ପାଣ୍ଠିରୁ ପ୍ରାୟ ୪୦ ଲକ୍ଷ ଟଙ୍କା ଆତ୍ମସାତ ବା ହେରଫେର ହୋଇଥିବା ନେଇ ଗମ୍ଭୀର ଅଭିଯୋଗ ଆସିବା … Read More

ମିଲ୍ ଖାଲି ନହେଲେ ଖରିଫ୍ ଧାନ କିଣା ହେବ କେମିତି ? FCI ସମସ୍ୟା ନେଇ ସମବାୟ ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ବର : ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ପରେ FCI ସମସ୍ୟା କଥା ଉଠାଇଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ । ମନ୍ତ୍ରୀ କହିଛନ୍ତି, FCI ଚାଉଳ ଉଠାଉନଥିବାରୁ ସରକାରଙ୍କ ଚିନ୍ତା ବଢ଼ିଛି । କାରଣ ମିଲ୍ ଖାଲି ନହେଲେ … Read More

ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅତୁଳନୀୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ … Read More

ଏସ୍‌ଆଇ ପରୀକ୍ଷାକୁ ନେଇ ରାଜ୍ୟ ସରକାରଙ୍କୁ ଘେରିଲେ ନବୀନ

ଭୁବନେଶ୍ୱର: ପୁଲିସ ଏସ୍‌ଆଇ ପରୀକ୍ଷାକୁ ନେଇ ରାଜ୍ୟ ସରକାରଙ୍କୁ ପ୍ରଶ୍ନ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ୨୦୨୫ରେ ବାତିଲ ହୋଇଥିବା କମ୍ବାଇଣ୍ଡ ପୋଲିସ ସର୍ଭିସ୍‌ ପରୀକ୍ଷା କେବେ ହେବ ଏବଂ ପ୍ରଶ୍ନପତ୍ର ବିକ୍ରି ଓ ଲିକ୍‌ ରାକେଟ୍‌ରେ ସମ୍ପୃକ୍ତ ଦୋଷୀଙ୍କୁ … Read More

ଖୁବଶୀଘ୍ର ହେବ ଶିକ୍ଷକଙ୍କ ସମସ୍ୟାର ସମାଧାନ, ସରକାର ନେଇଛନ୍ତି ଆବଶ୍ୟକ ପଦକ୍ଷେପ: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଶିକ୍ଷକମାନଙ୍କ ବିଭିନ୍ନ ଦାବି ଓ ସମସ୍ୟାର ସମାଧାନ ଖୁବ୍‌ କମ୍‌ ସମୟ ମଧ୍ୟରେ କରାଯିବ। ଏନେଇ ସରକାର ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଇ ସାରିଛି ବୋଲି କହିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ। ଶନିବାର ଶିକ୍ଷକମାନଙ୍କ ଆନ୍ଦୋଳନସ୍ଥଳରେ ପହଞ୍ଚି ମନ୍ତ୍ରୀ ଏହି ଘୋଷଣା … Read More

ଫ୍ଲାଟ୍ ଦେବା ନାଁରେ ୧୫ କୋଟିରୁ ଅଧିକ ଟଙ୍କାର ଠକେଇ ! ବନ୍ଧା ହେଲେ ରିୟଲ ଇଷ୍ଟେଟ୍ କମ୍ପାନୀର ପୂର୍ବତନ ଡାଇରେକ୍ଟର

ଭୁବନେଶ୍ୱର : ଫ୍ଲାଟ୍ ସ୍ୱପ୍ନ ଦେଖାଇ କୋଟି କୋଟି ଟଙ୍କାର ଠକେଇ!। ଭୁବନେଶ୍ୱରରେ EOWର ବଡ଼ ଆକ୍ସନ୍। ଜାଲରେ ରିୟଲ ଇଷ୍ଟେଟ୍ କମ୍ପାନୀର ପୂର୍ବତନ ଡାଇରେକ୍ଟର । ଫ୍ଲାଟ୍ ଦେବାର ସ୍ୱପ୍ନ ଦେଖାଇ ଚାଲିଥିଲା କୋଟି କୋଟି ଟଙ୍କାର କାରବାର! । ନିବେଶକଙ୍କଠାରୁ … Read More