ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ, ସକାଳ ୯.୪୦ରୁ ୯. ୫୪ ମଧ୍ୟରେ ମା’ ସମଲେଶ୍ବରୀଙ୍କୁ ହେବ ନବାନ୍ନ ଲାଗି
ସମ୍ବଲପୁର : ଚଳିତ ବର୍ଷ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ । ଆସନ୍ତା ୧୫ ତାରିଖ ସକାଳ ୯ଟା ୪୦ରୁ ୯ଟା ୫୪ ମଧ୍ୟରେ ଲଗ୍ନ ସ୍ଥିର ହୋଇଛି । ମା’ ସମଲେଶ୍ବରୀଙ୍କ ନିକଟରେ ଲାଗିହେବ ନବାନ୍ନ । ବ୍ରହ୍ମପୁରା ଟ୍ରଷ୍ଟ … Read More
