ଜଳପ୍ରପାତରୁ ମିଳିଲା ୟୁଟ୍ୟୁବରଙ୍କ ମୁଣ୍ଡ ବିହୀନ ମୃତଦେହ
ଲମତାପୁଟ: ଡୁଡୁମା ଜଳପ୍ରପାତରେ ୟୁଟ୍ୟୁବରଙ୍କ ମିଳିଲା ମୃତଦେହ । ମାଛକୁଣ୍ଡ ବିଦ୍ୟୁତ ପ୍ରକଳ୍ପରୁ ୩ କି.ମି. ଦୂରରେ ମିଳିଲା ମୁଣ୍ଡ ବିହୀନ ମୃତଦେହ । ଗତ ୨୩ ତାରିଖରେ ସାଙ୍ଗ ସହ ଜଳପ୍ରପାତରେ ଭିଡିଓ ସୁଟିଂ କରୁଥିବା ସମୟରେ ଅଚାନକ ପାଣି … Read More
