୮୦୦ ଟପିଲା ଆଫଗାନିସ୍ତାନ ଭୂକମ୍ପ ମୃତ୍ୟୁ ସଂଖ୍ୟା, ୧୩୦୦ ଆହତ

ଆଫଗାନିସ୍ତାନରେ ଶକ୍ତିଶାଳୀ ଭୂମିକମ୍ପ ପ୍ରଭାବରେ ମୃତ୍ୟୁ ସଂଖ୍ୟା ୮୦୦ ଅତିକ୍ରମ କରିଛି। ୧୩୦୦ରୁ ଅଧିକ ଲୋକ ଏଥିରେ ଆହତ ହୋଇଛନ୍ତି। ଆହତମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିବା ଲାଗି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ୟମ ଚାଲିଛି। ରବିବାର ବିଳମ୍ବିତ ରାତି ପ୍ରାୟ … Read More

କମିଲା ଗ୍ୟାସ୍‌ ସିଲିଣ୍ଡର.. ପେନ୍‌ସନ୍‌ ଠାରୁ ଆରମ୍ଭ କରି ବଦଳିଲା କେଡ୍ରିଡ୍‌ କାର୍ଡ ପର୍ଯ୍ୟନ୍ତ ଏସବୁ ନିୟମ

ନୂଆଦିଲ୍ଲୀ : ସେପ୍ଟେମ୍ବର ୧ ଅର୍ଥାତ୍‌ ସୋମବାର ଆର୍ଥିକ କ୍ଷେତ୍ରରେ ୭ଟି ବଡ ପରିବର୍ତ୍ତନ ହୋଇଛି। ଯାହା ସର୍ବସାଧାରଣଙ୍କ ପକେଟ୍‌ ଉପରେ ପ୍ରଭାବ ପକାଇବ। ଏଲପିଜି ସିଲିଣ୍ଡର ଦର ଠାରୁ ଆରମ୍ଭ କରି,କ୍ରେଡିଟ୍‌ କାର୍ଡ, ଆୟକର ଟ୍ୟାକ୍ସ ଦେବା, ଭାରତୀୟ ଡାକ … Read More

ଲଟେରି ଜରିଆରେ ଭୁବନେଶ୍ୱର ବରମୁଣ୍ଡା ଦୋକାନ ବଣ୍ଟନ ହେବ

ଭୁବନେଶ୍ୱର: ଭୁବନେଶ୍ୱର ବରମୁଣ୍ଡା ଆନ୍ତଃରାଜ୍ୟ ବସ୍‌ ଟର୍ମିନାଲରେ ହେବ ଦୋକାନ ବଣ୍ଟନ। ବିଡିଏ ଭାଇସ୍‌ ଚେୟାରମ୍ୟାନ ଡ.ଏନ୍‌ ତିରୁମାଲା ନାଏକ ସୋମବାର ଏହି ବଡ଼ ଘୋଷଣା କରିଛନ୍ତି। ୧୦ ଦିନ ଭିତରେ ୧୨୦ ଦୋକାନୀଙ୍କୁ ଲଟେରୀ ମାଧ୍ୟମରେ ଦୋକାନୀଙ୍କୁ ଘର ଆବଣ୍ଟନ … Read More

୩ ଟି ଅର୍ଥନୈତିକ ଜୋନ ସୃଷ୍ଟି କରିବାକୁ ଯୋଜନା କରୁଛନ୍ତି ଓଡ଼ିଶା ସରକାର

ଭୁବନେଶ୍ୱର : ଭୁବନେଶ୍ୱରକୁ ଗୋଟିଏ ବିଶ୍ଵସ୍ତରୀୟ ସହର କରିବା ପାଇଁ ଅନେକ କାର୍ଯ୍ୟକ୍ରମ ହାତକୁ ନିୟାଯାଇଛି ।  ଓଡ଼ିଶା ସରକାର କ୍ଵାଡ଼ ସିଟି ପ୍ରୋଗ୍ରାମ ଜରିଆରେ ଭୁବନେଶ୍ୱର, ପୁରୀ, କଟକ, ଏବଂ ପାରାଦ୍ୱୀପକୁ  ମିଶାଇ ଏକ ଅର୍ଥନୈତିକ ଜୋନ  କରିବା ପାଇଁ ରାଜ୍ୟ ସରକାର ପ୍ଲାନ ରଖିଛନ୍ତି ।  … Read More

ମଝି ନଈରୁ ହେଲିକପ୍ଟର ଯୋଗେ ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମ ବାହିନୀ

ମାଲକାନଗିରି : ମଝି ନଈରୁ ଉଦ୍ଧାର ହେଲେ ଯୁବକ । ହେଲିକପ୍ଟର ଯୋଗେ ଯୁବକଙ୍କୁ ଉଦ୍ଧାର କଲା ଅଗ୍ନିଶମବାହିନୀ । ମାଲକାନଗିରି ଜିଲ୍ଲା କତାମାଟେରୁ ନିକଟ ସବେରୀ ନଦୀରେ ଯୁବକ ଜଣକ ଫସିଥିଲେ । ୨୪ ଘଣ୍ଟା ଧରି ମଝି ନଈରେ ଥିଲେ। … Read More

ସେମିକନ କନଫରେନ୍ସରେ ଯୋଗ ଦେବା ଲାଗି ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ପୁଣି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ଚାରିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଆଜି ଦିନ ୧୨ଟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ଆୟୋଜିତ … Read More

୮୦୦ ଏକ ଜାଗାରେ ନିର୍ମାଣ ହେବ ନୂଆ ଭୁବନେଶ୍ୱର, ଖୁବଶୀଘ୍ର ଆସିବ ମାଷ୍ଟରପ୍ଲାନ

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପରେ ନୂଆ ଭୁବନେଶ୍ୱର ନେଇ ଉତ୍କଣ୍ଠା ବଢିଛି । ୮୦୦ ଏକର ଜାଗାରେ ହେବ ନୂଆ ଭୁବନେଶ୍ୱର । ମଳିପଡ଼ା, ଦାସପୁର, ଅନ୍ଧାରୁଆ, ଗୋଠପାଟଣା ଭଳି ଅଞ୍ଚଳକୁ ନେଇ ନୂଆ ସହର କରାଯିବ । ୮ … Read More

ସୁପ୍ରିମକୋର୍ଟଙ୍କ ରାୟ : ଶିକ୍ଷକତା ପାଇଁ ବାଧ୍ୟତାମୂଳକ TET, ନହେଲେ ଛାଡ଼ିବାକୁ ପଡ଼ିବ ଚାକିରି

ନୂଆଦିଲ୍ଲୀ: ସୁପ୍ରିମକୋର୍ଟଙ୍କ ବଡ଼ ରାୟ ।  ଶିକ୍ଷକତା ଜାରି ରଖିବା କିମ୍ବା ପଦୋନ୍ନତି ପାଇଁ ଶିକ୍ଷକ ଯୋଗ୍ୟତା ପରୀକ୍ଷା -TET ପାସ୍ ବାଧ୍ୟତାମୂଳକ  ।   ସୁପ୍ରିମକୋର୍ଟଙ୍କ ବିଚାରପତି ଦୀପଙ୍କର ଦତ୍ତା ଓ ଜଷ୍ଟିସ ଅଗଷ୍ଟିନ ଜର୍ଜ ମସିହଙ୍କ ଦୁଇ ଜଣିଆ ଖଣ୍ଡପୀଠ … Read More

ଆମ୍ବୁଲାନ୍ସରେ ଅକ୍ସିଜେନ ନଥିବାରୁ ଅଧାବାଟରେ ଚାଲିଗଲା ମହିଳାଙ୍କ ଜୀବନ

ଜଗତସିଂହପୁର : ଆମ୍ବୁଲାନ୍ସରେ ଅକ୍ସିଜେନ ନ ଥିବାରୁ ରୋଗୀ ମୃତ୍ୟୁ ଅଭିଯୋଗ ।   ଗୁରୁତର ରୋଗୀଙ୍କୁ କଟକ ନେବାବେଳେ ଅଧାବାଟରେ ଚାଲିଗଲା ମହିଳାଙ୍କ ଜୀବନ ।  ଆମ୍ବୁଲାନ୍ସ ଭଙ୍ଗାରୁଜା କଲେ ଉତ୍ୟକ୍ତ ଲୋକ। ଜଗତସିଂହପୁର ଥାନା ଅଳା ପଞ୍ଚାୟତ ବ୍ରାହ୍ମଣଖଣ୍ଡ ଗାଁର କମଳା … Read More

ପୁଣି ବଢିଲା ସୁନା ଦର

ଭୁବନେଶ୍ୱର : ହୁ ହୁ ହୋଇ ବଢି ଚାଲିଛି ସୁନା ଦାମ୍‌ । ନିୟମିତ ସୁନା ଦର ବୃଦ୍ଧି ପାଉଛି । ସେପ୍ଟେମ୍ବର ୧ ଅର୍ଥାତ୍‌ ସୋମବାର ପୁଣି ସୁନା ଦର ବୃଦ୍ଧି ପାଇଛି । ୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ … Read More