ଶକ୍ତି ରଞ୍ଜନ ଦାଶଙ୍କ ଅନମୋଲ ମାଇନ୍ସରେ ଇଡି ରେଡ୍, ୮ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ

ଭୁବନେଶ୍ୱର : ଶକ୍ତି ରଞ୍ଜନ ଦାଶଙ୍କ ଅନମୋଲ ମାଇନ୍ସରେ ଇଡି ରେଡ୍ ।  ଭୁବନେଶ୍ବରରେ ଶିମ୍ ଲା ED ପକ୍ଷରୁ ଶକ୍ତି ରଂଜନ ଦାଶ ଓ ତାଙ୍କ କମ୍ପାନୀ ଅନମୋଲ୍ ମାଇନ୍ସରେ ED ପକ୍ଷରୁ ଚଢାଉ କରାଯାଇଛି ।  ଅନମୋଲ୍ ମାଇନ୍ସ ଓ … Read More

ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ; ମାଡ଼ି ବସିଲା ଉତ୍ତର ଘୁମୁସର ବନବିଭାଗ

ଗଞ୍ଜାମ:ଭଞ୍ଜନଗର ପଥରାପଲ୍ଲୀ ଗାଁରୁ କଲରାପତରିଆ ବାଘଛାଲ ଜବତ । ବାଘ ଛାଲ କାରବାର କରୁଥିଲେ ପୋଲିସ ବାବୁ,ମାଡ଼ି ବସିଲା ଭଞ୍ଜନଗର ଉତ୍ତର ଘୁମୁସର ବନବିଭାଗ । ବାଘ ଛାଲ ସହ ୭ ଜଣ ଆନ୍ତଃରାଜ୍ୟ ଚାଲାଣକାରୀଙ୍କୁ ଗିରଫ କରାଯାଇଛି । ବିଭାଗୀୟ … Read More

ଆତଙ୍କବାଦ ବିରୋଧୀ ଲଢେଇରେ ଭାରତକୁ ସହଯୋଗ କରୁ ଚୀନ, ଜିନପିଙ୍ଗଙ୍କୁ ନିବେଦନ କଲେ ମୋଦୀ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ଆହୁରି ଶକ୍ତ ହେବ ଲଢେଇ । ବିଶ୍ବରୁ ଆତଙ୍କବାଦର ମୂଳପୋଛ ପାଇଁ ଭାରତ ସବୁବେଳେ ସ୍ବର ଉଠାଇ ଆସୁଥିବା ବେଳେ ପହଲଗାମ୍ ହମଲା ପରେ ଅପରେସନ ସିନ୍ଦୂରରେ ଜବାବ ଦେଇ ସାରା ବିଶ୍ବକୁ ଆତଙ୍କବାଦ ବିରୋଧୀ ଆଭିମୁଖ୍ୟ … Read More

ଆସନ୍ତା ୨ ତାରିଖରେ ଆଉ ଏକ ଲଘୁଚାପ, ୪ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ ।  ଆସନ୍ତା ୨ ତାରିଖରେ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ସମ୍ଭାବନା ।  ଏନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।  ପ୍ରଭାବରେ ଆସନ୍ତା କାଲିଠୁ ରାଜ୍ୟରେ ବଡ଼ … Read More

ରେଳ ଧାରଣାରୁ ଟ୍ରାଭେଲ୍ ବ୍ଲଗରଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର: ଭୁବନେଶ୍ୱରର ପଳାସପାଲି ଅଞ୍ଚଳରେ ରବିବାର ଦିନ ଜଣେ ଲୋକପ୍ରିୟ ବାଇକର ତଥା ଟ୍ରାଭେଲ୍ ବ୍ଲଗର ସନ୍ଦୀପ କୁମାର ଦାସଙ୍କ ମୃତଦେହ ରେଳ ଧାରଣାରୁ ଉଦ୍ଧାର ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ସକାଳେ ଲିଙ୍ଗରାଜ ରେଳ ଷ୍ଟେସନ ନିକଟ ପଳାସପାଲି ଅଞ୍ଚଳରେ … Read More

ଫିଟ୍‌ନେସ ପରୀକ୍ଷା ଦେବେ ଗିଲ୍‌, ବୁମ୍‌ରା, ରୋହିତ, ସିରାଜ

ନୂଆଦିଲ୍ଲୀ:ଏସିଆ କପ କ୍ରିକେଟ-୨୦୨୫ ଆସନ୍ତା ସେପ୍ଟେମ୍ବର ୯ରୁ ୨୮ ପର୍ଯ୍ୟନ୍ତ ୟୁଏଇରେ ଖେଳାଯିବ। ଭାରତୀୟ ଦଳ ୟୁଏଇ ଗସ୍ତ ପୂର୍ବରୁ କିଛି ଖେଳାଳିଙ୍କ ଫିଟ୍‌ନେସ ପରୀକ୍ଷା କରାଯିବ। ଭାରତୀୟ ଦଳର ତାରକା ଦ୍ରୁତ ବୋଲର ଯଶପ୍ରୀତ ବୁମ୍‌ରା ଓ ବ୍ୟାଟ୍‌ସମ୍ୟାନ ଶୁଭମନ … Read More

ଗଣେଶ ଭସାଣି ବେଳେ ଅଘଟଣ, ବିଦ୍ୟୁତ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ

ବାଲେଶ୍ଵର: ଗଣେଶ ବିସର୍ଜନ ପରେ ଘଟିଗଲା ଏତେ ବଡ଼ ଅଘଟଣ । କେଡ଼େ ଖୁସିରେ ଗଣେଣ ଭସାଣି ପାଇଁ ଯାଇଥିଲେ । ଡିଜେର ତାଳେ ତାଳେ ନାଚି ନାଚି ଗଣେଶଙ୍କ ବିସର୍ଜନ କରି ଫେରିଥିଲେ । ହେଲେ ଘରେ ପହଞ୍ଚିବା ପୂର୍ବରୁ ଘଟିଗଲା … Read More

ଉଚ୍ଚ ସ୍ୱରରେ ସଂଗୀତ ବଜାଇବା ଅଭିଯୋଗରେ ୨୦ ଡିଜେ ଗାଡି ଜବତ

ବାଲେଶ୍ବର: ଗଣେଶ ମୂର୍ତ୍ତି ବିସର୍ଜନ ସମୟରେ ବ୍ୟବହୃତ ପ୍ରାୟ ୨୦ଟି ଡିଜେ ଗାଡିକୁ ଶବ୍ଦ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ରବିବାର ଜବତ କରାଯାଇଛି। ଅଧିକାରୀମାନେ କହିଛନ୍ତି ଯେ ଶୁକ୍ରବାର ବିସର୍ଜନ ଶୋଭାଯାତ୍ରା ସମୟରେ ଗାଡିଗୁଡ଼ିକ ଅତ୍ୟନ୍ତ ଉଚ୍ଚ ସ୍ୱରରେ ସଂଗୀତ … Read More

ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଖରାପ ! କଟକର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି

କଟକ : ସ୍ୱନାମ ଧନ୍ୟ କଣ୍ଠ ଶିଳ୍ପୀ, ଆଲବମ ଜଗତର କିଙ୍ଗ କୁହା ଯାଉଥିବା ସଂଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଖରାପ ନେଇ ଖବର ମିଳିଛି । ତାଙ୍କ ଚିକିତ୍ସା ପାଇଁ କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି … Read More

ଘରୋଇ କମ୍ପାନିକୁ ଫାଇଦା ଦେବାକୁ କେନ୍ଦ୍ର ସରକାର ଯୋଜନା କରିଛନ୍ତି: ଶ୍ରୀକାନ୍ତ ଜେନା

ଭୁବନେଶ୍ବର: ରାଜ୍ୟରେ ସାର ସଙ୍କଟ ‌ନେଇ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶ୍ରୀକାନ୍ତ ଜେନା ମୁହଁ ଖୋଲିଛନ୍ତି। ସେ କହିଛନ୍ତି, ମୁଁ ଏହି ବିଭାଗର ମନ୍ତ୍ରୀ ଥିଲାବେଳେ ତାଳଚେର ସାର କାରଖାନା ଚାଲୁ କରିବାକୁ ପ୍ରଥମେ ପ୍ରସ୍ତାବ ଦେଇଥିଲି । ଦେଶରେ ଅକାମୀ … Read More