୧୮୦ ଲିଟର ନକଲି ଡିଇଏଫ୍ ଜବତ ,ଜଣେ ଅଟକ

ରଣପୁରଗଡ: ରାଜ୍ୟରେ ଚଳପ୍ରଚଳ କରୁଥିବା ଟ୍ରକ, ବସ୍ ଆଦିରେ ଏବେ ଡିଇଏଫର ବ୍ୟବହାର ବଢିବାରେ ଲାଗିଛି । ତେଣୁ ବିଭିନ୍ନ ଜାତୀୟ ରାଜପଥ କଡରେ ଡିଇଏଫ ବିକ୍ରୟ କେନ୍ଦ୍ର ଦେଖିବାକୁ ମିଳୁଛି । କିନ୍ତୁ ୧୬  ନମ୍ବର ଜାତୀୟ ରାଜପଥ ଚାନ୍ଦପୁର … Read More

ସୁପ୍ରିମକୋର୍ଟ କଲେଜିୟମ୍‌ରେ ମତଭେଦ

ନୂଆଦିଲ୍ଲୀ: ସୁପ୍ରିମକୋର୍ଟ କଲେଜିୟମ୍‌ରେ ମତଭେଦ ଦେଖାଯାଇଛି। ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ବିପୁଲ ଏମ୍ ପାଞ୍ଚୋଲିଙ୍କ ନାମକୁ ସୁପ୍ରିମକୋର୍ଟର ବିଚାରପତି ପଦ ପାଇଁ ସୁପାରିସ କରାଯାଇଛି। ତେବେ ଜଷ୍ଟିସ ପାଞ୍ଚୋଲିଙ୍କ ନାମ ସୁପାରିସକୁ କଲେଜିୟମ୍‌ର ସଦସ୍ୟ ଜଷ୍ଟିସ ବିଭି ନାଗରତ୍ନା … Read More

ଫୋନ କଲେ ଟ୍ରମ୍ପ ଉତ୍ତର ଦେଲେନି ମୋଦୀ

ବର୍ଲିନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଫୋନ କଲ୍‌କୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବାରମ୍ବାର ଉପେକ୍ଷା କରିଥିବା ଜଣାଯାଇଛି। ଜର୍ମାନୀ ସ୍ଥିତ ଖବରକାଗଜ ‘ଫ୍ରାଙ୍କଫର୍ଟର ଆଲଜେମାଇନ୍‌’ ରିପୋର୍ଟ ଅନୁଯାୟୀ ନିକଟରେ ମୋଦୀଙ୍କ ନିକଟକୁ ଟ୍ରମ୍ପ ୪ଥର ଫୋନ କଲ୍ କରିଥିଲେ। … Read More

ବୈଷ୍ଣୋଦେବୀ ମାର୍ଗରେ ଭୂସ୍ଖଳନ, ପାହାଡ଼ ଧସି ୩୧ ମୃତ

ଜମ୍ମୁ-କାଶ୍ମୀରରେ ବାଦଲ ଫଟା ବର୍ଷା ତାଣ୍ଡବ। ବୈଷ୍ଣୋଦେବୀ ମାର୍ଗରେ ଭୂସ୍ଖଳନ। ପାହାଡ଼ ଧସିବା ଫଳରେ ମୃତ୍ୟୁସଂଖ୍ୟା ୩୧କୁ ବୃଦ୍ଧି ପାଇଛି । ଅନେକ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି । ଜମ୍ମୁକଶ୍ମୀରର କଟରା ଜିଲ୍ଲାର ଅର୍ଦ୍ଧକୁଆରୀ ପାଖରେ ହୋଇଛି ଲ୍ୟାଣ୍ଡସ୍ଲାଇଡ । ଏହି … Read More

ମୁମ୍ବାଇ ଭିରାରରେ ଚାରି ମହଲା କୋଠା ଭୁଶୁଡି ୩ ମୃତ ଓ ୯ ଆହତ

ମୁମ୍ବାଇ : ପାଲଘର ଜିଲ୍ଲା ଭିରାରରେ ଘଟିଛି ବଡ଼ ଅଘଟଣ । ଚାରି ମହଲା କୋଠାର ପଛରୁ କିଛି ଅଂଶ ଭୁଶୁଡି ପଡିଛି । ଏଥିରେ ୩ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୮ରୁ୯ ଜଣଙ୍କର ଆହତ ହୋଇଥିବା ସୂଚନା ମିଳିଛି । ବର୍ତ୍ତମାନ … Read More

ବିହାରରେ ମନ୍ତ୍ରୀ ଶ୍ରବଣ କୁମାରଙ୍କୁ ମରଣାନ୍ତକ ଆକ୍ରମଣ, ଭୟରେ ୧ କିମି ଦୌଡିଲେ ନେତା

ବିହାର : ବିହାର ନାଳନ୍ଦା ଜିଲ୍ଲାରେ ନୀତୀଶ ସରକାରଙ୍କ ମନ୍ତ୍ରୀ ତଥା ଜେଡିୟୁ ନେତା ଶ୍ରବଣ କୁମାରଙ୍କ ଉପରକୁ ଆକ୍ରମଣ । ଏହି ଆକ୍ରମଣରେ ତାଙ୍କର ଅଙ୍ଗରକ୍ଷୀ ଆହତ ହୋଇଛନ୍ତି । ଗ୍ରାମୀଣଙ୍କ କ୍ରୋଧରୁ ରକ୍ଷା ପାଇବା ପାଇଁ ମନ୍ତ୍ରୀ ଦୀର୍ଘ ୧ … Read More

ଆଫଗାନିସ୍ତାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ବସ୍ ଓଲଟି ୨୫ ମୃତ

ଆଫଗାନିସ୍ତାନ : ଆଫଗାନିସ୍ତାନ କାବୁଲରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ଯାତ୍ରୀବାହୀ ବସ୍ ଓଲଟିବା ଯୋଗୁଁ ଅତିକମରେ ୨୫ ଜଣଙ୍କର ଜୀବନ ଚାଲିଯାଇଛି । ତାଲିବାନର ଜଣେ ଅଧିକାରୀ ଏହି ଦୁର୍ଘଟଣା ବିଷୟରେ ସୂଚନା ଦେଇଛନ୍ତି । ଖବର ମୁତାବକ, ସକାଳ … Read More

ସିଟ୍ ଭାଗବଣ୍ଟା… ଚିନ୍ତା ବଢାଇଲେ ଚିରାଗ

ପାଟନା: ବିହାରରେ ପୁଣି କ୍ଷମତାକୁ ଫେରିବାକୁ ନୀତିଶ କୁମାର ବଡ଼ ଘୋଷଣା କରୁଛନ୍ତି ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନଡିଏ ସପକ୍ଷରେ ମାହୋଲ ବନାଇବାକୁ ଉଦ୍ୟମ କରୁଛନ୍ତି। ତେବେ ଏନଡିଏ ପାଇଁ ଚିରାଗ ପାଶଓ୍ବାନ ଏବେ ଚିନ୍ତାର କାରଣ ହୋଇଛନ୍ତି। ନା … Read More

ବିଜେପି ସଭାପତି ଚୟନକୁ ନେଇ ସସ୍‌ପେନ୍ସ ? କେବେ ହେବ ଘୋଷଣା

ନୂଆଦିଲ୍ଲୀ:ବିଜେପି ସଭାପତି ଚୟନକୁ ନେଇ ସସ୍‌ପେନ୍ସ। ଜେପି ନଡ୍ଡାଙ୍କ ପରେ କିଏ ହେବେ ବିଜେପିର କ୍ୟାପଟେନ ? ଏହାକୁ ନେଇ ଭିନ୍ନ ଭିନ୍ନ ସମୟରେ ବିଭିନ୍ନ ନେତାଙ୍କୁ ନେଇ ଆକଳନ ଚାଲିଛି । କେତେବେଳେ ଧର୍ମେନ୍ଦ୍ର ପ୍ରଧାନଙ୍କ କଥା ଆସୁଛି ତ … Read More

ପ୍ରବଳ ବର୍ଷା ଲାଗି ବୈଷ୍ଣୋ ଦେବୀ ଯାତ୍ରା ସ୍ଥଗିତ

ଶ୍ରୀନଗର: ଜମ୍ମୁ ଓ କାଶ୍ମୀରରେ ପ୍ରବଳ ବର୍ଷା ଯୋଗୁଁ ମାତା ବୈଷ୍ଣୋ ଦେବୀ ଯାତ୍ରାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ପୂର୍ବରୁ ମନ୍ଦିରକୁ ଯିବା ପାଇଁ ବ୍ୟବହାର ହେଉଥିବା ବ୍ୟାଟେରୀ କାର ଏବଂ ହେଲିକପ୍ଟର ସେବା ବନ୍ଦ … Read More