ଆସନ୍ତା ୩୦ରୁ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଭିତରକନିକାରେ ପକ୍ଷୀ ଗଣନା

ରାଜନଗର : ଆସନ୍ତା ୩୦ ତାରିଖରୁ ଭିତରକନିକାରେ ପକ୍ଷୀ ଗଣନା ।  ଅଗଷ୍ଟ ୩୦ ତାରିଖରୁ ପକ୍ଷୀ ଗଣନା ଆରମ୍ଭ ହୋଇ ସେପ୍ଟେମ୍ବର ୧ ତାରିଖ ପର୍ଯ୍ୟନ୍ତ ଚାଲିବ । ୩ ଦିନ ଧରି ପକ୍ଷୀ ଗଣନା ହେବ । ମଠଆଡିଆ, ଲକ୍ଷ୍ମୀପ୍ରସାଦଡ଼ିଆ, … Read More

ସରକାରଙ୍କ ନୂଆଁଖାଇ ଭେଟି: ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା

ଭୁବନେଶ୍ୱର : ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ୍ ୩ୟ କିସ୍ତି ଟଙ୍କା । ଆଜି ଓୟୁଏଟିସ୍ଥିତ କୃଷି ଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ ଡିବିଟି ଜରିଆରେ ୧୦୪୧ କୋଟି ଟଙ୍କା ପଠାଇଛ … Read More

ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା: ସୁଟିଂ କରୁଥିବା ସମୟରେ ଧରାପଡ଼ିଲେ ଯୁବକ

ପୁରୀ : ପୁଣି ଶ୍ରୀମନ୍ଦିର ଭିତରେ ପଶିଲା ହିଡେନ୍ କ୍ୟାମେରା ।  ଶ୍ରୀମନ୍ଦିର ଭିତରେ ଚଷମା ସହିତ ସଂଯୁକ୍ତ ହିଡେନ୍ କ୍ୟାମେରା ନେଇ ଜଣେ ବ୍ୟକ୍ତି ଭିଜୁଆଲ ସୁଟିଂ କରୁଥିବା ସମୟରେ ସୁରକ୍ଷା କର୍ମୀଙ୍କ ହାତରେ ଧରାପଡ଼ିଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କୁ ସିଂହଦ୍ଵାର ଥାନାରେ … Read More

କମିବ ସରକାର ଓ ଜନତାଙ୍କ ମଧ୍ୟରେ ଦୂରତା, ଲୋକଙ୍କ ଠାରୁ ସିଧାସଳଖ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କୌଣସି ସରକାରୀ ଅଫିସରେ ଆପଣଙ୍କୁ ହଇରାଣ କରାଯାଉଛି କି? କୌଣସି ସରକାରୀ ଅଧିକାରୀ ଲାଞ୍ଚ ମାଗୁଛନ୍ତି କି? ଏହାପରେ ପୋଲିସ ଆପଣଙ୍କ ଅଭିଯୋଗ ଶୁଣୁନି କି? ତେବେ ଆଉ ଚିନ୍ତା କରନ୍ତୁନ୍ତି । ଏନେଇ ଆପଣ ଟୋଲ୍ ଫ୍ରି … Read More

ଆଜି ଓ ଆସନ୍ତାକାଲି ଭୀଷଣ ବର୍ଷା, ୪୮ ଘଣ୍ଟା ଭିତରେ ଅଧିକ ହେବ ଶକ୍ତିଶାଳୀ ହେବ ଲଘୁଚାପ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେଲା ।  ଏହା ଉତ୍ତର ଦିଗରେ ଗତି କରି ଆଗାମୀ ୪୮ ଘଣ୍ଟା ଭିତରେ ଅଧିକ ଶକ୍ତିଶାଳୀ ହେବ ।  ଏହା ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଭୀଷଣ … Read More

କଟକ ରେଳ ଷ୍ଟେସନରେ ଅଘଟଣ: ଭୁଶୁଡିଲା ନିର୍ମାଣାଧୀନ ଛାତ,ଟ୍ରେନ ଚଳାଚଳ ବାଧାପ୍ରାପ୍ତ

କଟକ : କଟକ ରେଳ ଷ୍ଟେସନରେ ଅଘଟଣ । କଟକ ରେଲୱେ ଷ୍ଟେସନରେ ଭୁଶୁଡିଲା ନିର୍ମାଣାଧୀନ ଛାତ । ପ୍ଲାର୍ଟଫର୍ମ ୧ରେ ଭୁଶୁଡି ପଡିଛି ଛାତ ।  ଆରପିଏଫ ପୁଲିସ, ରେଲୱେ ଅଧିକାରୀ ଘଟଣାସ୍ଥଳରେ ଉପସ୍ଥିତ ରହିଛନ୍ତି ।  ଲୋକେ ଜୀବନ ବଞ୍ଚାଇବାକୁ  … Read More

୫୦% ଟ୍ରମ୍ପଙ୍କ ଶୁଳ୍କ ଆଜିଠାରୁ ଲାଗୁ, ୧୨ଟି କ୍ଷେତ୍ରରେ ପକାଇବ ସବୁଠାରୁ ବଡ଼ ପ୍ରଭାବ

ଭାରତ ଦ୍ବାରା ରୁଷୀୟ ତୈଳ ଏବଂ ଅସ୍ତ୍ରଶସ୍ତ୍ର କ୍ରୟ ଉପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦ୍ବାରା ଲଗାଯାଇଥିବା ଅତିରିକ୍ତ ୨୫% ଶୁଳ୍କ ଆଜିଠାରୁ କାର୍ଯ୍ୟକାରୀ ହେଉଛି । ଭାରତ ଏବେ ସର୍ବାଧିକ ଆମେରିକା ଶୁଳ୍କ ବହନ କରୁଥିବା ଦୋ ତାଲିକା … Read More

ଆତ୍ମସମର୍ପଣ କଲେ ୮ ନକ୍ସଲ

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ରାଜ୍ୟର ଭଦ୍ରାଦୀ କଥାଗୁଡୁମ ଜିଲ୍ଲା ପୁଲିସ ନିକଟରେ ଆଜି ସକାଳେ ୮ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଛତିଶଗଡର ବିଜାପୁର ଅଂଚଳର ୮ ଜଣ ମାଓବାଦୀ ମୁଖ୍ୟସ୍ରୋତରେ ସାମିଲ ହୋଇଛନ୍ତି। … Read More

ପୁରୀ ଏସପି ଭାବେ ଦାୟିତ୍ଵ ଗ୍ରହଣ କଲେ ପ୍ରତୀକ ସିଂହ

ପୁରୀ : ପୁରୀର ନୂତନ ଏସପି ଭାବେ ପ୍ରତୀକ ସିଂହ ଆଜି ବିଧିବଦ୍ଧ ଭାବେ ଦାୟିତ୍ଵ ଗ୍ରହଣ କରିଛନ୍ତି ।  ବିଦାୟୀ ଏସପି ତଥା ଉତ୍ତରାଞ୍ଚଳ ଡିଆଇଜି ହୋଇଥିବା ପିନାକ ମିଶ୍ରଙ୍କ ଠାରୁ ସେ ଏହି ଦାୟିତ୍ବ ଗ୍ରହଣ କରିଥିଲେ । ଦାୟିତ୍ବ … Read More

ଫସଲ ଜଗିଥିବା ବେଳେ ଦମ୍ପତିଙ୍କୁ ଦଳି ଦେଲା ହାତୀ

ପଦ୍ମପୁର : ସ୍ୱାମୀ-ସ୍ତ୍ରୀଙ୍କୁ ଦଳିଲା ହାତୀ । ବରଗଡ ଜିଲ୍ଲା ପାଇକମାଲ ଥାନା ଟେମରି ପଂଚାୟତର ଧନ୍ଦୁପାଲି ଗାଁରେ ଅଘଟଣ । ଗତକାଲି ରାତିରେ ଫସଲ ଜଗିବା ପାଇଁ ବାରି ପଛପଟେ ଶୋଇଥିବା ବେଳେ ଉଭୟ ସ୍ୱାମୀ ସ୍ତ୍ରୀଙ୍କୁ ହାତୀ ଦଳିଛି। ଫଳରେ … Read More