DRDO ବିକଶିତ କଲା ବାୟୁ ପ୍ରତିରକ୍ଷା ପ୍ରଣାଳୀ, IADWS ର ପରୀକ୍ଷଣ ସଫଳ
ନୂଆଦିଲ୍ଲୀ: ଭାରତ ଏକ ବଡ଼ ସଫଳତା ହାସଲ କରି ଇଣ୍ଟିଗ୍ରେଟେଡ୍ ଏୟାର ଡିଫେନ୍ସ ୱେପନ୍ ସିଷ୍ଟମ୍ (IADWS)ର ସଫଳ ପରୀକ୍ଷଣ କରିଛି । ଏହି ପରୀକ୍ଷଣ ଭାରତର ଏୟାର ଡିଫେନ୍ସ ସିଷ୍ଟମ୍ ଓ କ୍ଷମତାକୁ ଆଉ ପାଦେ ଆଗେଇ ନେଇଛି । … Read More
