ଅଡ଼ୁଆ ଜାଲରେ ଅନୀଲ ଅମ୍ବାନୀ, ଘର, ଅଫିସ୍ ସମେତ ୬ ସ୍ଥାନରେ ସିବିଆଇ ରେଡ୍
ମୁମ୍ବାଇ: ଅନୀଲ ଅମ୍ବାନୀଙ୍କ ଘରେ ସିବିଆଇ ରେଡ୍ । ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଘର ଓ ଅଫିସ ସମେତ ୬ଟି ସ୍ଥାନରେ ରେଡ୍ କରୁଛି ସିବିଆଇ । ମୁମ୍ବାଇର ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ । ୧୭ ହଜାର କୋଟି ଟଙ୍କା … Read More
ମୁମ୍ବାଇ: ଅନୀଲ ଅମ୍ବାନୀଙ୍କ ଘରେ ସିବିଆଇ ରେଡ୍ । ଶିଳ୍ପପତି ଅନୀଲ ଅମ୍ବାନୀଙ୍କ ଘର ଓ ଅଫିସ ସମେତ ୬ଟି ସ୍ଥାନରେ ରେଡ୍ କରୁଛି ସିବିଆଇ । ମୁମ୍ବାଇର ବିଭିନ୍ନ ସ୍ଥାନରେ ଚାଲିଛି ଚଢ଼ାଉ । ୧୭ ହଜାର କୋଟି ଟଙ୍କା … Read More
ନୂଆଦିଲ୍ଲୀ: ଡାକ ବିଭାଗ ୩୦ ଜୁଲାଇ, ୨୦୨୫ ରେ ଯୁକ୍ତରାଷ୍ଟ୍ର ସରକାର ଦ୍ୱାରା ଜାରିକୃତ କାର୍ଯ୍ୟାଦେଶ ସଂଖ୍ୟା ୧୪୩୨୪କୁ ଧ୍ୟାନରେ ନେଇଛି । ଏହି ଆଦେଶାନୁସାରେ, ୨୯ ଅଗଷ୍ଟ ୨୦୨୫ ରୁ USD ୮୦୦ ପର୍ଯ୍ୟନ୍ତ ମୂଲ୍ୟର ପଣ୍ୟ ପାଇଁ ରହିଥିବା … Read More
ବେଜିଂ : ଚୀନର ଉତ୍ତର-ପଶ୍ଚିମ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଚୀନର ନିର୍ମାଣାଧୀନ ଏକ ରେଳ ପୋଲ ଭୁଶୁଡ଼ି ପଡ଼ି ୧୨ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ନିଖୋଜ ରହିଛନ୍ତି । ଏପରି ଦୁର୍ଘଟଣା ଶୁକ୍ରବାର ବିଳମ୍ବିତ ରାତି କିଙ୍ଗହାଇରେ … Read More
ନୂଆଦିଲ୍ଲୀ: ଆୟକର ଆଇନ, ୨୦୨୫ ଅଧୀନରେ ନୂତନ ଆଇନ ୨୦୨୬ ଏପ୍ରିଲ ୧ରୁ କାର୍ଯ୍ୟକାରୀ ହେବ। ମୌସୁମୀ ଅଧିବେଶନ ସମୟରେ ସଂସଦରେ ଗୃହୀତ ହୋଇଥିବା ସଂଶୋଧିତ ଆୟକର ବିଧେୟକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ ଲାଭ କରିବାର ଗୋଟିଏ ଦିନ ପରେ … Read More
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୨୯ ତାରିଖଠାରୁ ୪ଦିନିଆ ଜାପାନ ଓ ଚୀନ ଗସ୍ତରେ ଯିବେ। ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ପର୍ଯ୍ୟାୟରେ ୨୯ ଓ ୩୦ ତାରିଖ ଦୁଇ ଦିନ … Read More
ଭୁବନେଶ୍ୱର: ଏକ ଘରୋଇ କଲେଜ ୨୯ ଜଣ ଇଞ୍ଜିନିୟରିଂ ସ୍ନାତକଙ୍କୁ ଗ୍ରେଡ୍ ସିଟ୍ ଏବଂ ଡିଗ୍ରୀ ପ୍ରମାଣପତ୍ର ଦେବାରେ ବିଫଳ ହୋଇଥିବାରୁ ଛାତ୍ରଛାତ୍ରୀଙ୍କୁ ୧ ଲକ୍ଷ ଟଙ୍କା ଲେଖାଏଁ କ୍ଷତିପୂରଣ ଦେବାକୁ ଓଡ଼ିଶା ମାନବାଧିକାର କମିଶନ (ଓଏଚଆରସି) ତରଫରୁ ନିର୍ଦ୍ଦେଶ ଦିଆଯାଇଛି। … Read More
ସମ୍ବଲପୁର: ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ବୃଦ୍ଧି ପାଉଥିବା ଜଳସ୍ତରକୁ ନିୟନ୍ତ୍ରଣ କରିବା ପାଇଁ ଶନିବାର ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି। ଅଧିକାରୀମାନେ କହିଛନ୍ତି ଯେ ନିଷ୍କାସନର ପ୍ରଥମ ପର୍ଯ୍ୟାୟରେ ଡ୍ୟାମର ବାମ ପାର୍ଶ୍ୱରେ ତିନୋଟି ଏବଂ … Read More
କେନ୍ଦୁଝର:ଗତକାଲିଠାରୁ ପ୍ରବଳ ବର୍ଷା ଫଳରେ ଫୁଲୁଛି ନଦୀ ନାଳ। କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା ଜାରି ରହିଛି । ଫଳରେ ପାଟଣା ବ୍ଲକ ନୂଆପଡ଼ା ସୀତା ନଦୀର ପୋଲ ଉପରେ ୩ ଫୁଟ ଉଚ୍ଚର … Read More
ଭୁବେନଶ୍ବର: ରାଜ୍ୟରେ ବୁଲା କୁକୁରଙ୍କ ଗଣତି କରାଯିବ । ବୁଲା କୁକୁରମାନଙ୍କର ଗଣନା କରିବେ ରାଜ୍ୟ ସରକାର। ଏନେଇ ଆଜି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ବୁଲା କୁକୁରଙ୍କ ଗଣନା, ବନ୍ଧ୍ୟାକରଣ ଏବଂ … Read More
କୋରାପୁଟ: କୋରାପୁଟ ଜିଲାର ଡୁଡୁମା ଜଳପ୍ରପାତରେ ଖସିପଡ଼ି ଜଣେ ୟୁଟ୍ୟୁବର ନିଖୋଜ ହୋଇଯାଇଛନ୍ତି। ସେ ହେଲେ ଗଞ୍ଜାମ ଜିଲା ବ୍ରହ୍ମପୁର ଅଞ୍ଚଳର ସାଗର ଟୁଡୁ। ଶନିବାର ସାଗର ଜଳପ୍ରପାତ ବୁଲିବାକୁ ଯାଇଥିବା ସମୟରେ ମନୋରମ ଦୃଶ୍ୟର ଭିଡିଓ ଉତ୍ତୋଳନ କରୁଥିଲେ। ଏହି … Read More