କାହିଁକି ଦିଆଗଲାନି ମଧ୍ୟାହ୍ନ ଭୋଜନ, ବୌଦ୍ଧ ଜିଲ୍ଲାର ୫୬ ସ୍କୁଲକୁ କାରଣ ଦର୍ଶାଅ ନୋଟିସ ଜାରି

ବୌଦ୍ଧ: ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ନ ଦେବା ସ୍କୁଲ କର୍ତ୍ତୃପକ୍ଷଙ୍କୁ ପଡିଛି ମହଙ୍ଗା । ବୌଦ୍ଧ ଜିଲ୍ଲାରେ ୫୬ଟି ବିଦ୍ୟାଳୟକୁ ଜାରିହେଲା କାରଣ ଦର୍ଶାଅ ନୋଟିସ । ଜିଲ୍ଲାର ତିନୋଟି ବ୍ଲକର ଶିକ୍ଷା ଅଧିକାରୀଙ୍କୁ ନୋଟିସ ଜାରି କଲେ ଜିଲ୍ଲା … Read More

ଭୁବନେଶ୍ବର ଏୟାରପୋର୍ଟରୁ ୪ କୋଟିର ମାରିଜୁଆନା ଜବତ, ପ୍ରେମୀ ଯୁଗଳ ଅଟକ

ଭୁବନେଶ୍ୱର : ୪ କୋଟିର ମାରିଜୁଆନା ଜବତ। ଭୁବନେଶ୍ବର ବିମାନବନ୍ଦରରୁ ମାରିଜୁଆନା ଜବତ କଲା DRI। ପ୍ରେମୀ ଯୁଗଳ ଚାଲାଣ କରୁଥିଲେ। ବ୍ୟାଙ୍କକରୁ ଭୁବନେଶ୍ବର ଆସିଲାବେଳେ କଷ୍ଟମ ବିଭାଗ ପ୍ରେମୀଯୁଗଳଙ୍କୁ ଅଟକ ରଖିଛି। ମାମଲାରେ ଜଣେ ପୁରୁଷ ଓ ଜଣେ ମହିଳାଙ୍କୁ ଅଟକ … Read More

ନବୀନଙ୍କୁ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି । ତାଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । କେବଳ ମୁଖ୍ୟମନ୍ତ୍ରୀ ନୁହଁନ୍ତି ସୂଚନା ମୁତାବକ ଆଜି ଅନେକ ନେତା ନବୀନ ପଟ୍ଟନାୟକଙ୍କୁ … Read More

ଶ୍ରୀମନ୍ଦିର ପରିସରରେ ହେବ ସ୍ତନ୍ୟପାନ ଗୃହ, ମନ୍ଦିର ପ୍ରଶାସନର ସୂଚନା

ପୁରୀ : ଶ୍ରୀମନ୍ଦିର ପରିସରରେ ହେବ ଶିଶୁ ତଥା ମା’ ମାନଙ୍କ ସକାଶେ ଏହା ସ୍ତନ୍ୟପାନ ଗୃହ । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି  ।  ଶ୍ରୀମନ୍ଦିରକୁ ପ୍ରତିଦିନ ବହୁ ସଂଖ୍ୟକ ଭକ୍ତ ଓ ଶ୍ରଦ୍ଧାଳୁ ଆସୁଥିବା ବେଳେ … Read More

ଗାଁରେ ବୁଲୁଛି ଅଜଣା ଜନ୍ତୁ, ଚିହ୍ନଟ କରି ସ୍ତାନାନ୍ତର କରିବା ପାଇଁ ଗ୍ରାମବାସୀଙ୍କ ଦାବି

କାମାକ୍ଷାନଗର : ଗାଁ ରେ ଖେଳିଯାଇଛି କୋକୁଆ ଭୟ । ସନ୍ଧ୍ୟା ହେଲେ ପଡ଼ୁଛି ତାଟି କବାଟ । କାହିଁକି ନା ଗାଁରେ ବୁଲୁଛି ଅଜଣାଜନ୍ତୁ । ଯିଏ ଦେଖୁଛି ସେ ହତବାକ ହୋଇ ରହିଯାଉଛି । ଏ ଜନ୍ତୁଟି କିଏ ବୋଲି … Read More

ରେଭେନ୍ସା କଲିଜିଏଟ ସ୍କୁଲର ବାର୍ଷିକ ପୁରସ୍କାର ବିତରଣ ଉତ୍ସବରେ ଯୋଗ ଦେଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

କଟକ : ଅନୁଷ୍ଠିତ ହୋଇ ଯାଇଛି କଟକ ରେଭେନ୍ସା କଲିଜିଏଟ ସ୍କୁଲର ୧୭୫ ତମ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇଥିବା ବେଳେ, ମୁଖ୍ୟ ବକ୍ତା ଭାବରେ … Read More

ମହାରାଷ୍ଟ୍ରରେ ଅଘଟଣ: ଫାର୍ମାସିଟ୍ୟୁକାଲ କମ୍ପାନୀରୁ ଗ୍ୟାସ୍ ଲିକ୍, ୪ ମୃତ, ୨ ଗୁରୁତର

ମହାରାଷ୍ଟ୍ର : ମହାରାଷ୍ଟ୍ର ପାଲଘରର ତାରାପୁର-ବୋଇସର ଶିଳ୍ପାଞ୍ଚଳରେ ଥିବା ଏକ ଫାର୍ମାସିଟ୍ୟୁକାଲ କମ୍ପାନୀରେ ଅଘଟଣ । ଗ୍ୟାସ୍ ଲିକ୍ ହୋଇ ଜଣଙ୍କର ୪ମୃତ୍ୟୁ ହୋଇଛି । ତାରାପୁର-ବୋଇସର ଶିଳ୍ପାଞ୍ଚଳରେ ଥିବା ଏକ ଫାର୍ମାସିଟ୍ୟୁକାଲ କମ୍ପାନୀରୁ ଲିକ୍ ହୋଇଥିବା ନାଇଟ୍ରୋଜେନ ଗ୍ୟାସ୍ ନିଶ୍ୱାସ ନେବାରୁ … Read More

କୁକୁରଙ୍କୁ ନେଇ ସୁପ୍ରିମ ରାୟ: ବନ୍ଧ୍ୟାକରଣ କରି ଛାଡିଦିଆଯିବ, ନିର୍ଦ୍ଦିଷ୍ଟ ସ୍ଥାନରେ ବୁଲା କୁକୁରଙ୍କୁ ଖାଇବାକୁ ଦେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ : କୁକୁର ପ୍ରେମୀଙ୍କ ପାଇଁ ଖୁସି ଖବର । ଶୁକ୍ରବାର ସୁପ୍ରିମକୋର୍ଟ ବୁଲା କୁକୁରମ‌ାନଙ୍କୁ ନେଇ ରାୟ ଶୁଣାଇଛନ୍ତି । ସର୍ବୋଚ୍ଚ ଅଦାଲତ କହିଛନ୍ତି ଯେ, ଆଶ୍ରୟ ଗୃହକୁ ପଠା ଯାଇଥିବା କୁକରମାନଙ୍କୁ ଛାଡ଼ି ଦିଆଯିବ । ବନ୍ଧ୍ୟାକରଣ ଓ … Read More

ସଂସଦ ସୁରକ୍ଷାରେ ତ୍ରୁଟି, ଗଛ ଉପରେ ଚଢି ପାଚେରୀ ଡେଇଁ ସଂସଦ ଭିତରକୁ ପଶିଥିଲା ଯୁବକ

ନୂଆଦିଲ୍ଲୀ : ସଂସଦ ସୁରକ୍ଷାରେ ସାଂଘାତିକ ତ୍ରୁଟି । ନୂଆ ସଂସଦ ଭବନ ଭିତରକୁ ଜଣେ ଦୁର୍ବୃତ୍ତ ପଶିବାକୁ ଉଦ୍ୟମ କରିଛି । ଗଛ ଉପରେ ଚଢି ପାଚେରୀ ଡେଇଁ ସଂସଦ ଭିତରକୁ ପଶିଥିଲା ଯୁବକ । ପାର୍ଲାମେଣ୍ଟ ବିଲଡିଂର ଗରୁଡ଼ ଗେଟ୍ … Read More

ସର୍ତ୍ତରେ ରାଜି ନହେଲେ ଧ୍ବଂସ କରିଦିଆଯିବ: ହମାସକୁ ଇସ୍ରାଏଲର ବଡ଼ ଧମକ

ଥମୁନି ଇସ୍ରାଏଲ-ହମାସ ଯୁଦ୍ଧ । ହମାସକୁ ଇସ୍ରାଏଲର ପ୍ରତିରକ୍ଷା ମନ୍ତ୍ରୀଙ୍କ ବଡ଼ ଧମକ । ଇସ୍ରାଏଲର ସର୍ତ୍ତରେ ଯଦି ହମାସ ରାଜି ନହୁଏ ତେବେ ଗାଜାକୁ ଧ୍ବଂସ କରିଦିଆଯିବ ବୋଲି କାଟଜ୍ କହିଛନ୍ତି । ଯାହାର ଚେତାବନୀ ପ୍ରତିରକ୍ଷା ମନ୍ତ୍ରୀ କାଟ୍ଜ … Read More