ନାବାଳିକାର ତଣ୍ଟି କାଟିଲା ଯୁବକ, ଅବସ୍ଥା ସଙ୍କଟାପନ୍ନ

ବଲାଙ୍ଗିର : ନାବାଳିକାର ତଣ୍ଟି କାଟିଲା ଯୁବକ । ତଣ୍ଟି କାଟି ଅଭିଯୁକ୍ତ ଫେରାର । ବଲାଙ୍ଗିର ସଦର ଥାନା ଅଞ୍ଚଳରୁ ଆସିଛି ଅଭିଯୋଗ । ନାବାଳିକାଙ୍କ ବେକକୁ ଧାରୁଆ ଅସ୍ତ୍ର ସାହାଯ୍ୟରେ କଟାଯାଇଛି । ବେକରେ ଜୋର ଆଘାତ ଲାଗିଛି । … Read More

ଆଜିଠୁ ରଥଭଙ୍ଗା କାମ ଆରମ୍ଭ: ନିଲାମ ହେବ ଚକ, ପ୍ରଭା,ଦ୍ୱାର ବେଢା, କୋଣଗୁଜ

ପୁରୀ : ଆଜିଠାରୁ ଆରମ୍ଭ ହୋଇଛି ରଥଭଙ୍ଗା କାମ । ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବକମାନେ ଏହି ରଥଭଙ୍ଗା କାର୍ଯ୍ୟ କରିଥାନ୍ତି । ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ ଭଙ୍ଗାଯିବା ପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଭଙ୍ଗାଯିବ । … Read More

ରାସ୍ତା ତଳକୁ ଖସିଲା ବସ୍, ଶହେରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଲେ

ଭଦ୍ରକ : ଓଭରଟେକ ହେଲା କାଳ । ରାସ୍ତା ତଳକୁ ଖସିଲା ବସ୍ ।  ଅଳ୍ପକେ ବର୍ତ୍ତିଲେ ଶହେରୁ ଅଧିକ ଯାତ୍ରୀ । ବସଟି ଔପଦାରୁ ଭୁବନେଶ୍ବର ଯାଉଥିବାବେଳେ ଅଗରପଡ଼ା ବରପଦା ରାସ୍ତାର ଧୋବା ଗଡିଆ ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା … Read More

ଭିଜିଲାନ୍ସ ଜାଲରେ ସିନିୟର ଆସିଷ୍ଟାଣ୍ଟ, ୧ କୋଟି ୨୪ ଲକ୍ଷ ଅର୍ଥ ଘୋଟଲା ଅଭିଯୋଗ

କଟକ : ସିନିୟର ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ। କଟକ CDMOର ସିନିୟର ଆସିଷ୍ଟାଣ୍ଟ କିଶୋର କୁମାର ସାହାଣୀଙ୍କ ଘରେ ଭିଜିଲାନ୍ସ ରେଡ୍ । ସରକାରୀ ଅର୍ଥ ହେରଫେର ଅଭିଯୋଗରେ ଚାଲିଛି ଚଢାଉ । ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍ । ଏକ … Read More

ପୂର୍ବ ଶତ୍ରୁତାକୁ ନେଇ ସାଙ୍ଗକୁ ଛୁରି ଭୁସି ହତ୍ୟା କଲା ସାଙ୍ଗ

ପୁରୀ : ପୁରୀ ବଳିଆପଣ୍ଡା ଥାନା ଅନ୍ତର୍ଗତ ହୋଟେଲ ଷ୍ଟର୍ଲିଂ ମଙ୍ଗଳା ମୁହାଣ ନିକଟରେ ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ ହୋଇଥିବା ସୂଚନା । ମୃତକ ବାସେଳିସାହି ଥାନପତି ଲେନ୍ ର ରାଜେଶ ଓଝା । ରଜେଶଙ୍କୁ ତାଙ୍କ ଅନ୍ତରଙ୍ଗ … Read More

୨୫ରେ ପୁଣି ଏକ ଲଘୁଚାପ; ଆଜି ୫ ଜିଲ୍ଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ବର: ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୫ ତାରିଖରେ ଆଉ ଏକ ଲଘୁଚାପ କ୍ଷେତ୍ର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଅଞ୍ଚଳରେ ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି । ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ … Read More

ଏଣିକି ସରକାରୀ ବସରେ ମାଗଣା ଯିବେ ଛାତ୍ରଛାତ୍ରୀ: ମନ୍ତ୍ରୀ

ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର । ଏଣିକି ସରକାରୀ ବସ୍‌ରେ ଛାତ୍ରଛାତ୍ରୀ ମାଗଣା ସ୍କୁଲ ଯାଇପାରିବେ। ପରିଚୟପତ୍ର ଦେଖାଇ ମାଗଣାରେ ଛାତ୍ରଛାତ୍ରୀ ସ୍କୁଲ ଯିବେ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଏକ ବଡ଼ ଘୋଷଣା … Read More

୩ ବର୍ଷରେ ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ

ଭୁବନେଶ୍ୱର: ଜାତୀୟ ଶିକ୍ଷାନୀତି ୨୦୨୦ ଅନୁସାରେ ଓଡ଼ିଶାରେ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ ଗୁଣାତ୍ମକ ଶିକ୍ଷା ପ୍ରଦାନ ଉପରେ ଅଧିକ ଫୋକସ୍ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି । ଆଜି … Read More

ଗାଧେଇବାକୁ ଯାଇ ପୋଖରୀରେ ବୁଡିଗଲେ ମା’-ଝିଅ

ଲମତାପୁଟ :  ଗାଁ ପୋଖରୀରେ ବୁଡି ମା-ଝିଅଙ୍କ ମୃତ୍ୟୁ ଘଟିଛି  ।  ଏଭଳି ଦୁଃଖଦ ଘଟଣା ଘଟିଛି ଲମତାପୁଟ ବ୍ଲକ କୁମାରଗନ୍ଧନା ପଞ୍ଚାୟତ ବାଲିଆ ଗାଁରେ । ଉଭୟ ମୃତକ  ହେଲେ ନନ୍ଦପୁର ବ୍ଲକ ଅରଗଣ୍ଡା ଗାଁର ମା’ ନମିତା ମାଝୀ ଓ … Read More

ଭେଙ୍କଟେଶ୍ବର ସ୍ବାମୀଙ୍କୁ ୧୪୦ କୋଟି ଟଙ୍କାର ସୁନା ଅର୍ପଣ କଲେ ଶ୍ରଦ୍ଧାଳୁ, ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରକୁ ୧୨୧ କିଲୋ ସୁନା ଅର୍ପଣ କରିଛନ୍ତି ଜଣେ ଶ୍ରଦ୍ଧାଳୁ । ଯାହାର ଦାମ୍ ୧୪୦ କୋଟି ବୋଲି ଜଣାପଡିଛି । ନିଜର ନାମ ଗୁପ୍ତ ରଖିଛନ୍ତି ଶ୍ରଦ୍ଧାଳୁ । ନିଜ ବ୍ୟବସାୟରେ ଉନ୍ନତି ହେବା ଯୋଗୁଁ ଭଗବାନଙ୍କୁ … Read More