STP ଦୁର୍ନୀତି ମାମଲାରେ ସତ୍ୟେନ୍ଦ୍ର ଜୈନଙ୍କୁ ମିଳିଲା ଜାମିନ
ନୂଆଦିଲ୍ଲୀ : ଦିଲ୍ଲୀ ସରକାରର ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି ମିଳିଛି । ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟ ତାଙ୍କୁ ୨ ଲକ୍ଷ ଟଙ୍କାର ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି । ଦିଲ୍ଲୀ … Read More
