ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭବନରେ ରହିବ ଓଡ଼ିଆ ଐତିହ୍ୟର ଝଲକ

ଭୁବନେଶ୍ୱର : ନୂଆଦିଲ୍ଲୀରେ ଓଡ଼ିଶା ଭବନ ନିର୍ମାଣ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି ।  ନୂଆଦିଲ୍ଲୀର ଚାଣକ୍ୟପୁରୀ ଅଞ୍ଚଳରେ ଏହି ଭବନର ପୁନଃନିର୍ମାଣ କରାଯାଉଛି ।  ଓଡ଼ିଶା ଭବନରେ ଓଡିଆ ଐତିହ୍ୟର ଝଲକ ରହିବ । ରାଜ୍ୟର ସମୃଦ୍ଧ … Read More

ପୋଲାଭରମ ପ୍ରକଳ୍ପ କାମ ବନ୍ଦ କରାଯାଉ, CWC ଆଗରେ ବିଜେଡି ପ୍ରତିନିଧିଙ୍କ ଦାବି

ଭୁବନେଶ୍ୱର : ପୋଲାଭରମ ପ୍ରକଳ୍ପ କାମ ବନ୍ଦ କରାଯାଉ ।  ପୋଲାଭରମକୁ ନେଇ କେନ୍ଦ୍ରୀୟ ଜଳ କମିଶନଙ୍କୁ ଭେଟି ଦାବି ରଖିଲେ ବିଜେଡି ପ୍ରତିନିଧି ଦଳ ।  ଜଳ କମିଶନଙ୍କୁ ସ୍ମାରକପତ୍ର ଦେଲେ ।  ପୋଲାଭରମ ପାଇଁ ମାଲକାନଗିରିର ଅଧିକାଂଶ ଅଞ୍ଚଳ ପ୍ରଭାବିତ … Read More

ଭାରତ-ଚୀନ ସୀମା ବିବାଦ: ଅଜିତ ଡୋଭାଲ ଓ ଚୀନ ବୈଦେଶିକ ମନ୍ତ୍ରୀଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ: ଆମେରିକାରର ଟାରିଫ୍‍ ୱାର ମଧ୍ୟରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ, ଚୀନର ବୈଦେଶିକ ମନ୍ତ୍ରୀ ୱାଙ୍ଗ ୟିଙ୍କୁ ସାକ୍ଷାତ କରିଛନ୍ତି । ନୂଆଦିଲ୍ଲୀରେ ଉଭୟ ଭାରତ-ଚୀନ ସୀମା ବିବାଦ ଉପରେ ଆଲୋଚନା କରିଛନ୍ତି । ଏହି ବୈଠକ ସୀମା … Read More

ହ୍ବାଇଟ୍ ହାଉସରେ ଏକାଠି ହେଲେ ଟ୍ରମ୍ପ-ଜେଲେନସ୍କି, ଯୁଦ୍ଧ ବିରତି ନେଇ ଆଲୋଚନା

ସୋମବାର ଦିନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍ସକି ଏବଂ ୟୁରୋପୀୟ ନେତାମାନଙ୍କ ସହ ସାକ୍ଷାତ କରିଛନ୍ତି । ହ୍ୱାଇଟ୍ ହାଉସରେ ଗୁରୁତ୍ୱପୂର୍ଣ୍ଣ ବୈଠକଟ୍ରମ୍ପ ଏହାକୁ ‘ସଫଳ ଦିନ’ ବୋଲି କହିଥିଲେ, କିନ୍ତୁ ସବୁଠାରୁ ଆଶ୍ଚର୍ଯ୍ୟଜନକ ଘଟଣା … Read More

ଇଲେକ୍ଟ୍ରୋନିକ୍ସ ଷ୍ଟୋରରେ ଅଗ୍ନିକାଣ୍ଡ, ୩ ମୃତ, ଜଣେ ଆହତ

ଦିଲ୍ଳୀ : ପଶ୍ଚିମ ଦିଲ୍ଲୀର ରାଜା ବଗିଚାରେ ଥିବା ଇଲେକ୍ଟ୍ରୋନିକ୍ସ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଆହତ ହୋଇଛନ୍ତି । ଏହି ଘଟଣା ପ୍ରାୟ ଗତକାଲି ଅପରାହ୍ଣରେ ଘଟିଥିବା ସୂଚନା ମିଳିଛି … Read More

ମୁମ୍ବାଇରେ ବର୍ଷାର ତାଣ୍ଡବ: ୭ ମୃତ: ଆବଶ୍ୟକ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ

ମୁମ୍ବାଇ ଏବଂ ମହାରାଷ୍ଟ୍ରର ଅନେକ ଜିଲ୍ଲାରେ ନିରନ୍ତର ପ୍ରବଳ ବର୍ଷା ହେଉଛି, ଯାହା ସାଧାରଣ ଜୀବନଯାତ୍ରାକୁ ପ୍ରବାହିତ କରିଛି । ମୁମ୍ବାଇ, ଥାନେ, ପାଲଘର ଏବଂ ନଭି ମୁମ୍ବାଇର ଅନେକ ଅଞ୍ଚଳରେ ରାସ୍ତାରେ ପାଣି ଜମି ରହିବା ଯୋଗୁଁ ପରିସ୍ଥିତି ଖରାପ … Read More

ପ୍ରଧାନମନ୍ତ୍ରୀଙ୍କୁ ଭେଟି ଅନ୍ତରୀକ୍ଷରୁ ଆଣିଥିବା ଫଟୋ ଉପହାର ଦେଲେ ଶୁଭାଂଶୁ ଶୁକ୍ଲା

ନୂଆଦିଲ୍ଲୀ: ଭାରତୀୟ ମହାକାଶଚାରୀ ଗ୍ରୁପ କ୍ୟାପଟେନ ଶୁଭାଂଶୁ ଶୁକ୍ଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି । ସୋମବାର ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଲୋକ କଲ୍ୟାଣ ମାର୍ଗ ସ୍ଥିତ ବାସଭବନରେ ଶୁଭାଂଶୁଙ୍କୁ ଭେଟିଛନ୍ତି । ଆକ୍ସିଅମ-୪ ମହାକାଶ ମିଶନରୁ ଫେରି ସୁସ୍ଥ … Read More

ପକ୍ଷୀମାଡ଼ ଯୋଗୁଁ ବିମାନେର ଲାଗିଲା ନିଆଁ, ପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ବଞ୍ଚିଗଲା ୩୦୦ରୁ ଊର୍ଦ୍ଧ୍ବ ଯାତ୍ରୀଙ୍କ ଜୀବନ

ପୁଣି ବର୍ତ୍ତିଗଲା ବଡ଼ ବିମାନ ଦୁର୍ଘଟଣା । ବଞ୍ଚିଗଲା ୩୦୦ ଯାତ୍ରୀଙ୍କ ଜୀବନ । ଉଡ଼ାଣ ଭରିବାର କିଛି ସମୟ ଭିତରେ ବିମାନରେ ଲାଗିଗଲା ନିଆଁ । ଏହି ଘଟଣାର ୧୮ ସେକେଣ୍ଡର ଭିଡିଓ ଭାଇରଲ ହେବାରେ ଲାଗିଛି । ଯାହାକୁ … Read More

ସିପି ରାଧାକୃଷ୍ଣନଙ୍କୁ ଟକ୍କର ଦେବେ INDIA ମେଣ୍ଟର ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀ

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ପାଇଁ ପ୍ରାର୍ଥୀ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । ବି. ସୁଦର୍ଶନ ରେଡ୍ଡୀଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରିଛି ଇଣ୍ଡିଆ ମେଣ୍ଟ । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଉପରାଷ୍ଟ୍ରପତି ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । … Read More

ଲଗେଜ ଓଜନ ପରେ ଷ୍ଟେସନରେ ମିଳିବ ଏଣ୍ଟ୍ରି, ଖୁବଶୀଘ୍ର ଏୟାରପୋର୍ଟ ଭଳି ଲାଗୁ ହେବ ନିୟମ

ନୂଆଦିଲ୍ଲୀ: ଯାତ୍ରୀଙ୍କ ସୁରକ୍ଷା ଓ ସୁବିଧା ପାଇଁ ବଡ଼ ପଦକ୍ଷେପ ନେଇଛି ଭାରତୀୟ ରେଳ । ଭାରତୀୟ ରେଲୱେ ଏବେ ଏୟାରଲାଇନ୍ସ କମ୍ପାନୀ ଭଳି ଲଗେଜ ନିୟମ ଲାଗୁ କରିବାକୁ ଯାଉଛି । ଏହି ନିୟମ ଅନୁସାରେ, ଟ୍ରେନରେ ମନଇଚ୍ଛା ଲଗେଜ … Read More