ମହିଳା ସାଂସଦଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ: ଏକ୍ସରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କଲେ ସାଂସଦ
ଭୁବନେଶ୍ୱର : ମହିଳା ସାଂସଦଙ୍କୁ ଦୁଷ୍କର୍ମ ଓ ହତ୍ୟା ଧମକ । ଧମକ ପରେ ସୋସିଆଲ ମିଡିଆ ଏକ୍ସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କଲେ ସାଂସଦ । ରାଜ୍ୟସଭା ସାଂସଦ ସୁଲତା ଦେଓଙ୍କୁ ସୋସିଆଲ ମିଡିଆରେ ଧମକ ମିଳିଛି । … Read More
