ବୁଲା କୁକୁରଙ୍କୁ ଆଶ୍ରୟସ୍ଥଳରେ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀ-ଏନସିଆର ଅଞ୍ଚଳରେ ବୁଲା କୁକୁରଙ୍କ ଆତଙ୍କ ପ୍ରାୟତଃ ଦେଖାଯାଏ। ଲୋକମାନେ କୁକୁରମାନଙ୍କ ଯୋଗୁଁ ଭୟରେ ରହିବାକୁ ବାଧ୍ୟ ହେଉଛନ୍ତି। କାରଣ କୁକୁରମାନେ ଅନେକ ଲୋକଙ୍କୁ ଆକ୍ରମଣ କରିଛନ୍ତି। ଏବେ ସୁପ୍ରିମକୋର୍ଟ ଏହି ମାମଲାରେ ଏକ ବଡ଼ ରାୟ ଶୁଣାଇଛନ୍ତି। ସୁପ୍ରିମକୋର୍ଟଙ୍କ … Read More

ଭୋଟ ଚୋରି ପ୍ରସଙ୍ଗରେ ପୋଲିସ ହେପାଜତରେ ରାହୁଲ-ପ୍ରିୟଙ୍କା

ନୂଆଦିଲ୍ଲୀ: ଆଜିକାଲି ଭୋଟ ଚୋରି ପ୍ରସଙ୍ଗରେ ଦେଶରେ ରାଜନୈତିକ ସରଗରମ ରହିଛି। ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଭୋଟର ତାଲିକାରେ ଅନିୟମିତତା ସମ୍ପର୍କରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ବିହାରରେ ସ୍ୱତନ୍ତ୍ର ସଘନ ସଂଶୋଧନ (SIR) ଏବଂ କଥିତ ‘ଭୋଟ ଚୋରି’ … Read More

ସଂଶୋଧିତ ଆୟକର ବିଲ ୨୦୨୫ ଲୋକସଭାରେ ଉପସ୍ଥାପିତ

ନୂଆଦିଲ୍ଲୀ: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲୋକସଭାରେ ସଂଶୋଧିତ ଆୟକର ବିଲ ୨୦୨୫ ଉପସ୍ଥାପନ କରିଛନ୍ତି । ଏହି ନୂତନ ବିଲରେ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଗଠିତ ସିଲେକ୍ଟ କମିଟିର ଅଧିକାଂଶ ସୁପାରିଶ ଅନ୍ତର୍ଭୁକ୍ତ ରହିଛି । ମାତ୍ର ୪ ମିନିଟ … Read More

ଖୁବଶୀଘ୍ର କଟକରେ ହେବ ବିମାନବନ୍ଦର !

କଟକ: କଟକବାସୀଙ୍କ ପାଇଁ ଖୁସି ଖବର। ଖୁବଶୀଘ୍ର କଟକରେ ହେବ ବିମାନବନ୍ଦର। ସିଲଭର ସିଟିରେ ଖୁବ୍ ଶୀଘ୍ର ନିଜସ୍ୱ ଏକ ବିମାନବନ୍ଦର ତିଆରି ହୋଇପାରେ ବୋଲି କହିଛନ୍ତି କଟକର ସାଂସଦ ଭତୃହରି ମହତାବ। ସେ ଏକ ସାମ୍ବାଦିକଙ୍କ ସହ ଆଲୋଚନା ସମୟରେ … Read More

ଶୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର: ଦାୟିତ୍ବ ନେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି। ଆତ୍ମାହୁତି ପ୍ରସଙ୍ଗରେ ଦେଲେ ନିଜର ପ୍ରତିକ୍ରିୟା। ଆତ୍ମାହୁତି ପ୍ରସଙ୍ଗକୁ ନେଇ ସେ କହିଛନ୍ତି କେହି ଆଇନର ଉର୍ଦ୍ଧ୍ବରେ ନୁହଁନ୍ତି, ଅନୁଧ୍ୟାନ କରିବି। ମହିଳାଙ୍କ ସୁରକ୍ଷା ନେଇ ଆଇନରେ କଠୋର … Read More

୧୨ନକଲି ଗୁମାସ୍ତା ଗିରଫ; ଦର୍ଶନ କରାଇବା ଆଳରେ ଲୁଟୁ ଥିଲେ ଟଙ୍କା

ପୁରୀ: ପୋଲିସ ହାତରେ ବନ୍ଧା ହେଲେ ନକଲି ଗୁମାସ୍ତା। ପୁରୀ ସିଂହଦ୍ଵାର ଓ ଟାଉନ ଥାନା ପୋଲିସ ୧୨ ଜଣ ନକଲି ଗୁମାସ୍ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ବିଏନଏସ୍ ଧାରା ୧୧୧ ଅନୁଯାୟୀ ଏହି ନକଲି ଗୁମାସ୍ତାଙ୍କୁ ପୋଲିସ … Read More

ମିଠା ହେବ ସମୁଦ୍ର ପାଣି, ପାଣି ସମସ୍ୟା ଦୂର କରିବ ଡିସାଲିନେସନ୍ ପ୍ରକ୍ରିୟା

ବ୍ରହ୍ମପୁର: ଏଣିକି ସମୁଦ୍ର ପାଣି ବି ହୋଇପାରିବ ବ୍ୟବହାରଯୋଗ୍ୟ । ଦୂର ହେବ ସମୁଦ୍ର ଉପକୂଳବର୍ତ୍ତୀଙ୍କ ପାଣି ସମସ୍ୟା ।  ଏଥିପାଇଁ ରାଜ୍ୟରେ ପ୍ରଥମ ଥର ପାଇଁ ଖୋଲାଯାଇଛି ଡିସାଲିନେସନ ପ୍ଲାଣ୍ଟ ଅର୍ଥାତ୍ ଲୁଣିଆ ପାଣିରୁ ଲୁଣ କିମ୍ବା ଅଲଗା ମିନେରାଲ୍ସକୁ … Read More

୫ ଜେଲ୍‌ରେ ଉଡ଼ିବ ଡ୍ରୋନ୍, କଡ଼ା ନଜରରେ ରହିବେ କଏଦୀ

କଟକ: ଏଣିକି କଡ଼ା ନଜରରେ ରହିବେ କଏଦୀ। ରାଜ୍ୟର ବିଭିନ୍ନ ଜେଲ୍‌ର କଏଦୀଙ୍କ ବିଶୃଙ୍ଖଳିତ ଆଚରଣ ଏବେ ଜେଲ୍ ବିଭାଗ ପାଇଁ ବଡ଼ ଆହ୍ବାନ ସୃଷ୍ଟି କରିଛି। ଏହାକୁ ଦୃଷ୍ଟିରେ ରଖି ଜେଲ ଉପରେ ଡ୍ରୋନ୍ ଉଡାଯିବାକୁ ନିଷ୍ପତ୍ତି ନିଆଯାଇଛି। ଜେଲ୍ … Read More

ଇଂ. ହରିହର ତ୍ରିପାଠୀଙ୍କ ପୁସ୍ତକ ‘ମୁଁ ଆସୁଛି ତୁମ ପାଖକୁ’ ଲୋକାର୍ପିତ

ଭୁବନେଶ୍ୱର: “ମତେ ନିଜ ଭିତରେ ଅନୁଭବ କର। ନିଜର ପରିବେଶକୁ ମନ୍ଦିର କରିଦିଅ | ପ୍ରକୃତିର ସୁରକ୍ଷା ଭିତରେ ମୋର ଉପାସନା କର | ଦୁଃଖି-ଭୋକିର ସେବା ହିଁ ମୋର ଶ୍ରେଷ୍ଠ ନୈବେଦ୍ୟ।” – ଏହା ହେଉଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିଜସ୍ୱ … Read More

ଅପରେସନ ସିନ୍ଦୂର ପ୍ଲାନ ସ୍ପଷ୍ଟ କଲେ ସ୍ଥଳ ସେନା ମୁଖ୍ୟ

ନୂଆଦିଲ୍ଲୀ: ୨୨ ଏପ୍ରିଲରେ ପହଲଗାମରେ ଯାହା ଘଟିଥିଲା ତାହା ସମଗ୍ର ଦେଶକୁ ଥରାଇ ଦେଇଥିଲା। ଏହାର ପରଦିନ ଅର୍ଥାତ ପରଦିନ ୨୩ ଏପ୍ରିଲରେ ଶୀର୍ଷ ସାମରିକ ଏବଂ ରାଜନୈତିକ ନେତୃତ୍ୱରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଥିଲା। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ସ୍ପଷ୍ଟ ଶବ୍ଦରେ କହିଥିଲେ- ବହୁତ … Read More