ବନ୍ୟାରେ ପ୍ରଭାବିତ ଲୋକଙ୍କୁ ୭ ଦିନ ମିଳିବ ରନ୍ଧା ଖାଦ୍ୟ, ରିପୋର୍ଟ ଆସିବା ପରେ ମିଳିବ କ୍ଷତିପୂରଣ

ଭୁବନେଶ୍ୱର : ବନ୍ୟା ପ୍ରଭାବିତ ଅଞ୍ଚଳ ଆକାଶମାର୍ଗରୁ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଯାଜପୁର, ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଜିଲ୍ଲାର ବନ୍ୟାଞ୍ଚଳ ବୁଲି କ୍ଷୟକ୍ଷତିର ଅନୁଧ୍ୟାନ କରିଛନ୍ତି ।  ବାଲେଶ୍ବର, ଭଦ୍ରକ ଓ ଯାଜପୁର ଜିଲ୍ଲା ବିଶେଷ ଭାବେ … Read More

ଶିଶୁଭବନର ବିରଳ ସଫଳତା: ବିନା ଅସ୍ତ୍ରୋପଚାରରେ ଶିଶୁର ଶ୍ବାସନଳୀରୁ ବାହାରିଲା ଲୁହା କଣ୍ଟା

କଟକ: ଶିଶୁଭବନ ଡାକ୍ତରୀ ଟିମ୍ ବିରଳ ସଫଳତା ହାସଲ କରିଛନ୍ତି । ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ବିନା କୌଣସି ଅସ୍ତ୍ରୋପଚାରରେ ବ୍ରୋଙ୍କୋସ୍କୋପି ବ୍ୟବହାର କରି ଶିଶୁଭବନ ଡାକ୍ତରୀ ଟିମ୍ ଏକ ଶିଶୁର ଶ୍ବାସନଳୀରୁ କଳଙ୍କି ଲଗା ଏକ … Read More

ଭୟଙ୍କର ଭୂକମ୍ପ ପରେ ସୁନାମୀ ଆତଙ୍କ

ନୂଆଦିଲ୍ଲୀ: ରୁଷରେ ଶକ୍ତିଶାଳୀ ଭୂକମ୍ପ ପରେ ଏବେ ସୁନାମୀର ଆତଙ୍କ । ଭୟଙ୍କର ଭୂକମ୍ପରେ ରୁଷ ଥରହର ହେବା ପରେ ଏବେ ସୁନାମୀ ମାଡ଼ି ଆସିବା ନେଇ ଆଲର୍ଟ ଜାରି କରାଯାଇଥିବା ବେଳେ ସମୁଦ୍ରରୁ ବିରାଟ ବିରାଟ ଜୁଆର ସ୍ଥଳ ଭାଗକୁ … Read More

ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ

ଭୁବନେଶ୍ୱର : ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କାର୍ଡ ଦେଲେ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।  ନୂଆ ଫର୍ମାଟରେ ମଗାଯାଇଥିବା ସମସ୍ତ ତଥ୍ୟ ରିପୋର୍ଟ କାର୍ଡରେ ରହିଛି । ସମବାୟ, ହସ୍ତଶିଳ୍ପ ବିଭାଗର ବର୍ଷକରେ ହାତକୁ ନିଆଯାଇଥିବା ଓ … Read More

ଭୁବନେଶ୍ୱରରେ ଅନୁଷ୍ଠିତ ହେବ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟି ଅଧ୍ୟକ୍ଷ ସମ୍ମିଳନୀ

ଭୁବନେଶ୍ୱର: ଆସନ୍ତା ଅଗଷ୍ଟ ମାସ ୨୯ ଓ ୩୦ ତାରିଖରେ ଭୁବନେଶ୍ୱରଠାରେ ପାର୍ଲାମେଣ୍ଟ/ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ କମିଟିର ଅଧ୍ୟକ୍ଷଙ୍କ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ବାଚସ୍ପତି … Read More

ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଲେ ଜୟଶଙ୍କର: ସିନ୍ଧୁ ଜଳ ଚୁକ୍ତି ସ୍ଥଗିତ ରହିବ

ବର୍ତ୍ତମାନ ପରିସ୍ଥିତିରେ କୌଣସି ପ୍ରକାରେ  ପାକିସ୍ତାନ ସହିତ ସିନ୍ଧୁ ଜଳ ରାଜିନାମା ନେଇ ଆଲୋଚନା ହେବାର ନାହିଁ। ଏହାକୁ ସ୍ଥଗିତ ରଖାଯିବ ବୋଲି କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ସଂସଦରେ ମନ୍ତବ୍ୟ ଦେଇ ଜଳ ଏବଂ ରକ୍ତ ଏକାଠି ବହିବ … Read More

ଆକାଶ ମାର୍ଗରୁ ବନ୍ୟା ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଆକାଶ ମାର୍ଗରୁ ଉତ୍ତର-ଓଡିଶାର ବନ୍ୟା ସ୍ଥିତିକୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ ଏହି ସର୍ଭେ କରୁଥିବା ବେଳେ ତାଙ୍କ ସହ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ … Read More

ଅଗଷ୍ଟ ୯ରେ କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି

କୋରାପୁଟ: ଆସନ୍ତା ୯ ତାରିଖ ଅର୍ଥାତ୍ ରକ୍ଷାବନ୍ଧନରେ ମହିଳା ପାଇବେ ଉପହାର। ଏହି ଦିନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସି ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ। କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ … Read More

ଭୂକମ୍ପରେ ଥରହର ରୁଷ: ଲାଗିଲା ୮.୮ ତୀବ୍ରତାର ଶକ୍ତିଶାଳୀ ଝଟକା

ମସ୍କୋ: ଭୂକମ୍ପରେ ଥରିଲା ରୁଷ । ଭୟଙ୍କର ଭୂକମ୍ପରେ ଦୋହଲିଗଲା ଦେଶ । ସକାଳୁ ସକାଳୁ ଲାଗିଲା ଶକ୍ତିଶାଳୀ ଭୂକମ୍ପର ଝଟକା । ୮.୮ ତୀବ୍ରତାର ଭୂକମ୍ପରେ ଥରହର ରୁଷ । ତେବେ ରୁଷର ପୂର୍ବ କାମଚଟକା ଅଞ୍ଚଳରେ ବଡ଼ ଧରଣର … Read More

ଅଗଷ୍ଟ ୯ ପରେ ଖୋଲିବ ସୁଭଦ୍ରା ପୋର୍ଟାଲ, ୨୧ ବର୍ଷ ହୋଇଥିବା ଯୁବତୀ ଓ ମହିଳା କରିପାରିବେ ଆବେଦନ

ଭୁବନେଶ୍ଵର : ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ । ଅଗଷ୍ଟ ୯ରେ ତୃତୀୟ କିସ୍ତି ମିଳିବା ପରେ ସୁଭଦ୍ରା ପୋର୍ଟାଲ ଖୋଲିବ । ବାଦ୍ ପଡିଥିବା ୨ଲକ୍ଷ ହିତାଧିକାରୀଙ୍କୁ ଯୋଡିବା ପାଇଁ ଆଉ ଥରେ ସର୍ଭେ ହେବ । ୨୧ ବର୍ଷ ହୋଇଥିବା … Read More