ରାସ୍ତା ନଥିବାରୁ ରୋଗୀକୁ ଖଟିଆରେ ବୋହିଲେ ଗ୍ରାମବାସୀ
କାଶୀପୁର: ବିକାଶର ଡିଣ୍ଡିମ ପିଟୁଥିବା ସରକାରଙ୍କ ଗ୍ରାମାଞ୍ଚଳ ବିକାଶର ବାସ୍ତବ ଚିତ୍ର ପୁଣି ସାମ୍ନାକୁ ଆସିଛି। ରାସ୍ତା ନଥିବାରୁ ଅସୁସ୍ଥ ରୋଗୀଙ୍କୁ ଆମ୍ବୁଲାନ୍ସ ବଦଳରେ ଖଟିଆରେ ବୋହି ନଦୀ ପାର କରି ମୁଖ୍ୟ ରାସ୍ତାକୁ ଆଣିବାକୁ ପଡ଼ିଛି। ଏଭଳି ଅଭାବନୀୟ ଘଟଣା … Read More
