ମୁମ୍ବାଇ ଟ୍ରେନ୍ ବିସ୍ଫୋରଣ ମାମଲା: ହାଇକୋର୍ଟଙ୍କ ରାୟ ଉପରେ ସ୍ଥଗିତାଦେଶ
ନୂଆଦିଲ୍ଲୀ: ୨୦୦୬ ମୁମ୍ବାଇ ଲୋକାଲ୍ ଟ୍ରେନ୍ ବିସ୍ଫୋରଣ ମାମଲାରେ ବମ୍ବେ ହାଇକୋର୍ଟଙ୍କ ରାୟକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ଏହି ମାମଲାରେ ନିମ୍ନ ଅଦାଲତ ଦ୍ୱାରା ଦୋଷୀ ସାବ୍ୟସ୍ତ ୧୨ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୧୨ ଜଣଙ୍କୁ ବମ୍ବେ ହାଇକୋର୍ଟ ମୁକ୍ତ କରିଥିଲେ। … Read More
