ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସୁଛି ବଡ଼ ବର୍ଷା
ଭୁବନେଶ୍ୱର : ପୁଣି ଆସୁଛି ବଡ଼ ବର୍ଷା । ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୨ରୁ ୨୪ ତାରିଖରେ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଫଳରେ୨୩ ତାରିଖରୁ … Read More
