ସୌମ୍ୟାଶ୍ରୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ରାଜ୍ୟପାଳ, କହିଲେ ଦାୟୀ ବ୍ୟକ୍ତିଙ୍କୁ ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ
ଭୁବନେଶ୍ୱର : କଠୋର କାର୍ଯ୍ୟାନୁଷ୍ଠାନ ହେବ । ଛାତ୍ରୀ ମୃତ୍ୟୁ ଘଟଣାରେ ଯେଉଁମାନେ ଦାୟୀ ସେମାନଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ ଦଣ୍ଡ ମିଳିବ । ଏଫଏମ କଲେଜ ଛାତ୍ରୀଙ୍କ ଦେହାନ୍ତକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି ରାଜ୍ୟପାଳ ହରିବାବୁ କମ୍ଭମପତି । ସେସିଆଲ … Read More
