ଇନ୍ଦ୍ରାବତୀ ଜଳଭଣ୍ଡାରରୁ ଜଳ ନିଷ୍କାସନ ନେଇ ସତର୍କତା ଜାରି

ନବରଙ୍ଗପୁର: ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଇନ୍ଦ୍ରାବତୀ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବାରୁ ସମ୍ଭାବ୍ୟ ଜଳ ନିଷ୍କାସନକୁ ନେଇ ଆଗୁଆ ସତର୍କତା ଜାରି କରାଯାଇଛି। ଇନ୍ଦ୍ରାବତୀ ପ୍ରକଳ୍ପ ପ୍ରଶାସନ ପକ୍ଷରୁ ମାଇକ୍‌ ଯୋଗେ ତଳିଆ ଅଞ୍ଚଳବାସୀଙ୍କୁ ସଚେତନ କରାଯାଉଛି। ଉପରମୁଣ୍ଡରେ ଲଗାଣ ବର୍ଷା … Read More

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁ ମୃତ

କୁଚିଣ୍ଡା: ଲଗାଣ ବର୍ଷା ନେଲା ନିଷ୍ପାପ ଶିଶୁର ଜୀବନ । ମାଟି କାନ୍ଥ ଭୁଶୁଡ଼ି ପଡ଼ିବାରୁ କାନ୍ଥ ତଳେ ଚାପି ହୋଇ ୩ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଗୋବିନ୍ଦପୁର ନ୍ୟୁ କଲୋନୀର ଦୁଃଖଦ ଘଟଣା । … Read More

ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ କସରତ ଆରମ୍ଭ: ସେପ୍ଟେମ୍ବର ୩ରୁ ଭୋଟର ସର୍ଭେ

ଭୁବନେଶ୍ୱର: ରାଜ୍ୟରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନକୁ ସ୍ୱଚ୍ଛ ଓ ନିର୍ଭୁଲ ଏବଂ ବ୍ୟବସ୍ଥିତ କରିବା ପାଇଁ ରାଜ୍ୟ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଭୋଟର ତାଲିକାରେ ଥିବା ତ୍ରୁଟି ଗୁଡିକୁ ଦୂର କରିବା ଲକ୍ଷ୍ୟରେ ରାଜ୍ୟରେ ଏକ ବିଶେଷ ପାଇଲଟ୍ … Read More

ସେପ୍ଟେମ୍ବର ଶେଷ ସୁଦ୍ଧା ସମସ୍ତ ବିଦ୍ୟାଳୟରେ ହେବ ସମେଟିଭ୍ ଆସେସମେଣ୍ଟ-୧ ପରୀକ୍ଷା

ଭୁବନେଶ୍ୱର: ସେପ୍ଟେମ୍ବର ଚତୁର୍ଥ ସପ୍ତାହରେ ସମେଟିଭ ଆସେସମେଣ୍ଟ-୧ ପରୀକ୍ଷା। ଶିଶୁବାଟିକା-୩ରୁ ଅଷ୍ଟମ ଶ୍ରେଣୀ ଯାଏ ସମସ୍ତ ବିଦ୍ୟାଳୟରେ ହେବ ପରୀକ୍ଷା। ସମେଟିଭ-୧ ପରୀକ୍ଷା ଠିକ ସମୟରେ କରିବାକୁ DEO ମାନଙ୍କୁ ଦିଆଯାଇଛି ନିର୍ଦ୍ଦେଶ। ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ … Read More

ଢେଙ୍କାନାଳ ଜିଲ୍ଲାରେ ଖୋଲିଲା ରାଜ୍ୟର ତୃତୀୟ ଚାଉଳ ATM, ଉଦ୍‌ଘାଟନ କଲେ ଯୋଗାଣ ମନ୍ତ୍ରୀ

ଢେଙ୍କାନାଳ: ଓଡ଼ିଶାର ତୃତୀୟ ଚାଉଳ ATM (Grain ATM) ଢେଙ୍କାନାଳ ଜିଲ୍ଲାରେ ଉଦ୍‌ଘାଟିତ ହୋଇଯାଇଛି। ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ହିତାଧିକାରୀଙ୍କୁ ୨୪ ଘଣ୍ଟା ସେବା ଯୋଗାଇବ ଚାଉଳ … Read More

ଇସ୍ତଫା ଦେଲେ ADC ରିଷଭ ସିଂ ସମ୍ବାଲ

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ADC ଭାବେ ଭିନ୍ନ ପରିଚୟ ସଷ୍ଟି କରିଥିବା ମେଜର ରିଷଭ ସିଂ ସମ୍ବାଲ ନିଜ ପଦବୀରୁ ଇସ୍ତଫା ଦେଇଛନ୍ତି । ପାରା ସ୍ପେଶାଲ ଫୋର୍ସେସ ଅଧିକାରୀ ରିଷଭ ବ୍ୟକ୍ତିଗତ କାରଣ ଦର୍ଶାଇ ଭାରତୀୟ ସେନାରୁ ସମୟପୂର୍ବ ଅବସର … Read More

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରାଯାଇଛି । ପ୍ରଧାନମନ୍ତ୍ରୀ ମୋଦି ଉଜବେକିସ୍ତାନର ଦୁଇ ଦିନିଆ ଗସ୍ତ ସମୟରେ ରାଷ୍ଟ୍ରପତି ଶୌକତ ମିର୍ଜିୟୋୟେଭ୍ ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । ସମ୍ମାନ ପାଇବା ପରେ ପ୍ରଧାନମନ୍ତ୍ରୀ … Read More

୭୦୦ ଛୁଇଁଲା ନେପାଳ ମୃତ୍ୟୁ ସଂଖ୍ୟା, ସଢ଼ୁଛି ଶବ; ମିଳୁନି ପରିଚୟ, ଏବେବି ୩୦୦୦ ନିଖୋଜ

କାଠମାଣ୍ଡୁ: ନେପାଳ ବନ୍ୟାର ଭୟାବହତା ବିଶ୍ବବାସୀଙ୍କ ହୃଦୟକୁ ଥରାଇ ଦେଇଛି। ଶାନ୍ତିପୂର୍ଣ୍ଣ ଜୀବନ ଯାପନ ପାଇଁ ନଦୀ ଅବବାହିକାର ଦୁଇ ପାର୍ଶ୍ବରେ ଘର କରିଥିବା ଅନେକ ଲୋକ ପ୍ରକୃତି କୋପରେ ଭାସି ଯାଇ ନିଖୋଜ ଅଛନ୍ତି। ପ୍ରକୃତିର ଏହି ରୌଦ୍ର ରୂପକୁ … Read More

ପୂଜାର୍ଚ୍ଚନା କରିବାକୁ ଆସି ପୋଖରୀରେ ବୁଡ଼ି ୪ ମୃତ

ରାଜସ୍ଥାନ : ରାଜସ୍ଥାନର ଧୌଲପୁର ଜିଲ୍ଲା ସରମଥୁରା ବିରଜା ଗାଁରେ ଅଭାବନୀୟ ଘଟଣା ଘଟିଛି । ଏଠାରେ ଥିବା ଏକ ପୋଖରୀରେ ବୁଡ଼ି ୪ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୩ ଜଣ ମହିଳା ଏବଂ ଜଣେ ଯୁବକ ରହିଛନ୍ତି … Read More

Z+ ସିକ୍ୟୁରିଟ୍ ପରିବର୍ତ୍ତେ ଷ୍ଟାଲିନଙ୍କୁ ମିଳିବ Z ସୁରକ୍ଷା, ତାମିଲନାଡୁ ସରକାରଙ୍କ ନିଷ୍ପତ୍ତି

ତାମିଲନାଡୁ : ତାମିଲନାଡୁରେ ବିଜୟ ସରକାର ପୂର୍ବ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନଙ୍କ ସୁରକ୍ଷା ହଟାଯାଇଛି । ଡିଏମକେ ମୁଖ୍ୟଙ୍କୁ ପୂର୍ବରୁ Z+ ସିକ୍ୟୁରିଟ୍ ମିଳିଥିଲା । ଯାହାକୁ ଏବେ ହଟାଇ ଦିଆଯାଇଛି । ଏହି ନିଷ୍ପତ୍ତି ପରେ ଷ୍ଟାଲିନ ସୁରକ୍ଷାରେ ୫୪ ଜଣଙ୍କ … Read More