ଏଫଏମ ଛାତ୍ରୀ ଆତ୍ମାହୁତୀ ଘଟଣା: ବିଜେପି ଉପରେ ବର୍ଷିଲା ଟିଏମସି, ‘ଭିନ୍ନ ଦିନ, ଭିନ୍ନ ପୀଡିତା-ସ୍ଥିତି ସମାନ’
ନୂଆଦିଲ୍ଲୀ/ଭୁବନେଶ୍ବର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ନିଜକୁ ନିଆଁ ଲଗାଇ ଦେବା ଘଟଣାରେ ଏବେ ବିରୋଧୀ ସରକାରଙ୍କୁ ଘେରିଥିବା ବେଳେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସ (ଟିଏମସି) ବିଜେପି ସରକାରଙ୍କ ଉପରେ କଠୋର ଆକ୍ରମଣ ଆରମ୍ଭ କରିଛି । ଏନେଇ … Read More
