୯ ଜୁଲାଇରେ ଧର୍ମଘଟ କରିବେ ୨୫ କୋଟି କର୍ମଚାରୀ
ନୂଆଦିଲ୍ଲୀ,୮।୭: ବୁଧବାର ଦେଶର ୨୫ କୋଟିରୁ ଅଧିକ ଶ୍ରମିକ ଦେଶବ୍ୟାପୀ ଧର୍ମଘଟ କରିବାକୁ ପ୍ରସ୍ତୁତ ଅଛନ୍ତି। ଏଥିରେ ବ୍ୟାଙ୍କିଂ, ବୀମା, ଡାକ ସେବାଠାରୁ କୋଇଲା ଖଣି ପର୍ଯ୍ୟନ୍ତ କାମ କରୁଥିବା ଶ୍ରମିକ ସାମିଲ ହେବେ। ୧୦ଟି କେନ୍ଦ୍ରୀୟ ଟ୍ରେଡ ୟୁନିଅନର ମିଳିତ … Read More
