ତାଲିମ୍ ଆଳରେ ଅଢ଼େଇ କୋଟିର ଠକେଇ, ଜଣେ ଗିରଫ
ଭୁବନେଶ୍ୱର: ଟ୍ରେନିଂ ଆଳରେ ଅଢ଼େଇ କୋଟି ଚଳୁ । ଦେଢ଼ ବର୍ଷ ପରେ ଜଣେ ଗିରଫ । ମୁଖ୍ୟ ଅଭିଯୁକ୍ତ ସମେତ ୪ ଫେରାର । ଟ୍ରେଡିଂରେ ଟଙ୍କା ନିବେଶ କରାଇବା ନାଁରେ ଅଢ଼େଇ କୋଟି ଟଙ୍କାର ଚଳୁ ଅଭିଯୋଗ । ଟ୍ରେନିଂ … Read More
ଭୁବନେଶ୍ୱର: ଟ୍ରେନିଂ ଆଳରେ ଅଢ଼େଇ କୋଟି ଚଳୁ । ଦେଢ଼ ବର୍ଷ ପରେ ଜଣେ ଗିରଫ । ମୁଖ୍ୟ ଅଭିଯୁକ୍ତ ସମେତ ୪ ଫେରାର । ଟ୍ରେଡିଂରେ ଟଙ୍କା ନିବେଶ କରାଇବା ନାଁରେ ଅଢ଼େଇ କୋଟି ଟଙ୍କାର ଚଳୁ ଅଭିଯୋଗ । ଟ୍ରେନିଂ … Read More
ବିନିକା : ଆମ୍ବୁଲାନ୍ସ ଆସିବାରେ ବିଳମ୍ବକୁ ନେଇ ମେଡିକାଲରେ ଉତ୍ତେଜନା । ରୋଗୀଙ୍କ ସମ୍ପର୍କୀୟମାନେ ମେଡିକାଲରେ ଭଙ୍ଗାରୁଜା କରିବା ସହ ଡାକ୍ତରଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ । ଘଟଣାରେ ୩ ଜଣଙ୍କୁ ଗିରଫ କରିଛି ପୋଲିସ । ଘଟଣାଟି ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି … Read More
ବାଙ୍ଗିରିପୋଷି: ବାଙ୍ଗିରିପୋଷିରେ ଚାଞ୍ଚଲ୍ୟ । ସ୍ତ୍ରୀଙ୍କୁ ହତ୍ୟା ପରେ ସ୍ୱାମୀ ଜୀବନ ହାରିବାକୁ ଉଦ୍ୟମ କରିବା ପରେ ସେ ଗୁରୁତର ଅଛନ୍ତି । ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଥାନା ଅଧୀନ ଜାମଦାପାଳ ଗ୍ରାମରେ ଏକ ଅଭାବନୀୟ ତଥା ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। … Read More
ଭୁବନେଶ୍ୱର : ପୂର୍ବତନ ମନ୍ତ୍ରୀ ଡମ୍ବରୁ ମାଝୀଙ୍କ ଦେହାନ୍ତ, ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଆଇସିୟୁରେ ଭର୍ତ୍ତି ହୋଇ ଚିକିତ୍ସାଧୀନ ହେଉଥିଲେ । ଆଜି ସକାଳ ୫ ଘଣ୍ଟା ସମୟରେ ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି । ୧୯୬୭ରୁ ୧୯୯୦ … Read More
ପାଲଲହଡ଼ା: ଅନୁଗୋଳ ଜିଲ୍ଲା ପାଲଲହଡ଼ା ଉପଖଣ୍ଡ ଅଞ୍ଚଳରେ ଏବେ ମାରାତ୍ମକ ସ୍କ୍ରବ ଟାଇଫସ୍ ରୋଗର ଆତଙ୍କ ଦେଖାଦେଇଛି । ବିଶେଷ କରି ସାନବାଗଦରୀ ଗାଁରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି । ସ୍ଥାନୀୟ ପ୍ରଶାସନ ଓ ସ୍ୱାସ୍ଥ୍ୟ ବିଭାଗ … Read More
ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଶନିବାର ବିଳମ୍ବିତ ରାତିରେ ଲହୁଣୀପଡ଼ା ଥାନାର ଜଣେ ASI ମଦନ ମୋହନ ପ୍ରଧାନଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକଙ୍କ ସହିତ ଜଣେ ଭୋଜନାଳୟ ମାଲିକଙ୍କଠାରୁ ୨୦,୦୦୦ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ ଅଭିଯୋଗ … Read More
ଭୁବନେଶ୍ୱର: କେବିକେ ଅଞ୍ଚଳରେ ଭିତ୍ତିଭୂମି ବିକାଶ ପାଇଁ ରାଜ୍ୟ ସରକାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଭିତ୍ତିଭୂମି ବିକାଶ ପାଣ୍ଠି (ଇନ୍ଫ୍ରାଷ୍ଟ୍ରକ୍ଚର ଡେଭେଲପମେଣ୍ଟ ଫଣ୍ଡ-ଆଇଡିଏଫ୍)ରେ ୧୩୦ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି। ଏହି ପାଣ୍ଠିରେ ଜଳସେଚନ, ଆନ୍ତଃଜିଲ୍ଲା ରାସ୍ତା, ଗୁରୁତ୍ୱପୂର୍ଣ୍ଣ ଗ୍ରାମ୍ୟ … Read More
ପାଟନା: ହଠାତ୍ ବନ୍ୟା ଯୋଗୁଁ ନେପାଳରେ ଫସି ରହିଥିବା ପ୍ରାୟ ୧୦୦ ଜଣ ମହାରାଷ୍ଟ୍ର ତୀର୍ଥଯାତ୍ରୀଙ୍କୁ ନେପାଳ ସୀମାରୁ ବିହାରକୁ ସୁରକ୍ଷିତ ଭାବରେ ସ୍ଥାନାନ୍ତର କରାଯାଇଥିଲା। ପରେ ଖାଦ୍ୟ, ଆଶ୍ରୟ ଓ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବା ସହିତ ସେମାନଙ୍କୁ ଟ୍ରେନ ଯୋଗେ … Read More
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଓଡ଼ିଶା ମେଡିକାଲ ସର୍ଭିସେସ୍ (ଡେଣ୍ଟାଲ) କ୍ୟାଡରରେ କାର୍ଯ୍ୟରତ ଦନ୍ତ ଚିକିତ୍ସକମାନଙ୍କ ପାଇଁ ଏକ ବଡ଼ ପ୍ରୋତ୍ସାହନ ଘୋଷଣା କରାଯାଇଛି।ସରକାରଙ୍କ ନୂତନ ନିଷ୍ପତ୍ତି ଅନୁଯାୟୀ, ଏନଏମସି ଦ୍ୱାରା ସ୍ୱୀକୃତ ମେଡିକାଲ … Read More
କଲକାତା : ବଢିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଅଡୁଆ। ତୃଣମୂଳ କଂଗ୍ରେସ (ଟିଏମସି) ଛାତ୍ର ଶାଖା, ତୃଣମୂଳ ଛାତ୍ର ପରିଷଦ (ଟିଏମସିପି) ର ପ୍ରତିଷ୍ଠା ଦିବସ ପାଳନ ପାଇଁ ଆୟୋଜିତ ଏକ ଆଇନଗତ ବିବାଦ ଉପୁଜିଛି। କଲକାତା ହାଇକୋର୍ଟଙ୍କ ନିର୍ଦ୍ଦେଶ … Read More