ବିଏମସି ମାଡ ଘଟଣା; ‘ମାଷ୍ଟର ମାଇଣ୍ଡକୁ ଗିରଫ କର’ : ମେୟର
ଭୁବନେଶ୍ବର: ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ ଘଟଣାକୁ ପରେ ଏବେ ମେୟରଙ୍କୁ ଘାରିଛି ବିଏମସି ଅଫିସ ସୁରକ୍ଷା ଚିନ୍ତା । ଏନେଇ ମେୟର ସୁଲୋଚନା ଦାସ ବିଏମସି ଅଫିସର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛନ୍ତି । ଏଥିସହିତ ଯିଏ ମାଷ୍ଟରମାଇଣ୍ଡ ତାକୁ … Read More
