ପୁରୀ ଦୁର୍ଘଟଣାକୁ ‘ଗମ୍ଭୀର ଚେତାବନୀ’ କହିଲେ ରାହୁଲ ଗାନ୍ଧୀ, ଭିଡ଼ ପରିଚାଳନା ନେଇ ଉଠାଇଲେ ପ୍ରଶ୍ନ
ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ପୁରୀରେ ଘଟିଥିବା ଦଳାଚକଟା ଘଟଣାକୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି। ସୋସିଆଲ ମିଡିଆ ‘X’ରେ ଏକ ପୋଷ୍ଟ ମାଧ୍ୟମରେ ସେ ମୃତକଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଦ୍ରୁତ ଆରୋଗ୍ୟ କାମନା … Read More
