ଚକା ଆଖି ସବୁ ଦେଖୁଛି; ରଥଯାତ୍ରା ବିଳମ୍ବ ନେଇ ନବୀନଙ୍କ ଉଦବେଗ
ଭୁବନେଶ୍ଵର: ରଥଯାତ୍ରା ପରିଚାଳନା ନେଇ ଉଦବେଗ ପ୍ରକାଶ କରିଛନ୍ତି ବିରୋଧୀଦଳ ନେତା ନବୀନ ପଟ୍ଟନାୟକ। ରଥଟଣା ବିଳମ୍ବକୁ ନେଇ ସେ ପ୍ରଶ୍ନ ମଧ୍ୟ ଉଠାଇଛନ୍ତି। ସେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରିଛନ୍ତି ଯେ, ନନ୍ଦିଘୋଷ ରଥ ଟାଣିବାରେ ଅତ୍ୟଧିକ ବିଳମ୍ବ … Read More
