ଜଙ୍ଗଲରୁ ମିଳିଲା ୫ ବାଘଙ୍କ ମୃତଦେହ, କେହି ବିଷ ଦେଇ ହତ୍ୟା କରିଥିବା ସନ୍ଦେହ
ବେଙ୍ଗାଲୁରୁ: କର୍ଣ୍ଣାଟକର ଚାମରାଜନଗର ଜିଲ୍ଲାର ମାଲେ ମହାଦେଶ୍ୱର ହିଲ୍ସ ବନ୍ୟପ୍ରାଣୀ ଅଭୟାରଣ୍ୟରେ ପାଞ୍ଚଟି ବାଘଙ୍କ ମୃତଦେହ ମିଳିଛି। ଏଥିରେ ଗୋଟିଏ ମା ଏବଂ ଚାରିଟି ଛୁଆ ଅଛନ୍ତି। ବନମନ୍ତ୍ରୀ ଈଶ୍ୱର ଖଣ୍ଡରେ ଏହି ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ପାଞ୍ଚଟି … Read More
