ଭାରତ-ପାକିସ୍ତାନ ମଧ୍ୟରେ ଯୁଦ୍ଧ ବିରତି କରାଇଥିବା ଦାବି କଲେ ଟ୍ରମ୍ପ୍
ୱାଶିଂଟନ୍: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଦାବି କରିଛନ୍ତି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ତାଙ୍କ ମଧ୍ୟସ୍ଥତା ଯୋଗୁ ହୋଇଛି। ଭାରତ ତାଙ୍କ ଦ୍ୱାରା ବାରମ୍ବାର ସମାନ ଦାବିକୁ ଖଣ୍ଡନ କରିବା ପରେ ବି ଟ୍ରମ୍ପ୍ … Read More
