‘ମୁଖ୍ୟମନ୍ତ୍ରୀ ସମୟ ଦେଉନାହାନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି’

ଭୁବନେଶ୍ୱର: ଆମେ ଗୋପାଳପୁରରୁ ଫେରିବାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲୁ, ହେଲେ ସେ ସମୟ ଦେଉ ନାହାନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷେ ବିତିଗଲା, ହେଲେ ମହିଳା କମିଶନ ଚୟନ ହୋଇପାରିଲା ନାହିଁ । ଏଠାକାର ପ୍ରଶାସନ ଠିକ୍ କାମ କରୁନାହିଁ … Read More

ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ, ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ

ପୁରୀ : ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ନେଇ ବଡଠାକୁରଙ୍କ ବାଡଗ୍ରାହୀ ଦଳଧର ଦାସ ମହାପାତ୍ର କରିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଏଭଳି ବିଭ୍ରାନ୍ତ ଗ୍ରହଣୀୟ … Read More

ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ । ୨୦୨୫-୨୬ ବର୍ଷରେ ହିଁ ଆଉ ୯ଟି ମେଡିକାଲ କଲେଜ ଖୋଲିବ । ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ୪ଟି … Read More

ଯୁଦ୍ଧବିରାମ ପାଇଁ ଭିକ୍ଷା ମାଗୁଛନ୍ତି ଟ୍ରମ୍ପ, କ୍ଷେପଣାସ୍ତ୍ର ବର୍ଷା କରି ଏମିତି କହିଲା ଇରାନ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ହୁଏତ ଯୁଦ୍ଧବିରତି ପାଇଁ ଘୋଷଣା କରିଛନ୍ତି, କିନ୍ତୁ ଉଭୟ ପାଶ୍ୱର୍ରୁ କ୍ଷେପଣାସ୍ତ୍ର ବର୍ଷା ଜାରି ରହିଛି । ଆଜି ସକାଳେ ଇରାନ ୩ଟି କ୍ଷେପଣାସ୍ତ୍ର ମାଡ କରିଛି । ଯେଉଁଥିରେ ତିନି ଜଣ ଇସ୍ରାଏଲୀ ନାଗରିକଙ୍କ … Read More

ଦଳିତ ଯୁବକଙ୍କୁ ଲଣ୍ଡା କରି ମାଡ଼ ମାରିଥିବା ଘଟଣାରେ ୯ ଗିରଫ, ଚିକିତ୍ସା ପାଇଁ ପ୍ରତି ପରିବାରକୁ ମିଳିଲା ୧୦ ହଜାର

ଗଞ୍ଜାମ: ଗାଁ ଦାଣ୍ଡରେ ଯୁବକଙ୍କୁ ଅଧା ଲଣ୍ଡା କଲେ, ଆଣ୍ଠେଇ ଆଣ୍ଠେଇ ବୁଲାଇଲେ । ସେତିକିରେ ମନ ଭରିଲାନି ଯେ ପୁଣି ଘାସ ଖୁଆଇ ନର୍ଦ୍ଦମା ପାଣି ମଧ୍ୟ ପିଆଇଲେ । ଗାଁ ଦାଣ୍ଡରେ ଏଭଳି କଙ୍ଗାରୁ କୋର୍ଟ ସାରା ରାଜ୍ୟରେ ଚାଞ୍ଚଲ୍ୟ … Read More

ସରକାରୀ କ୍ୱାର୍ଟର୍ସରୁ ଚୋରି; ଲକ୍ଷାଧିକ ମୂଲ୍ୟର ଅଳଙ୍କାର ସହ ବିପୁଳ ନଗଦ ଟଙ୍କା ଲୁଟ୍

ଭୁବନେଶ୍ୱର: ଭୁବନେଶ୍ୱରର ୟୁନିଟ୍-୩ ଅଞ୍ଚଳରେ ଥିବା ସରକାରୀ କ୍ୱାର୍ଟର୍ସରେ ପଶି ଲକ୍ଷାଧିକ ମୂଲ୍ୟର ସୁନା ଅଳଙ୍କାର ଏବଂ ବିପୁଳ ପରିମାଣର ନଗଦ ଲୁଟି ନେଇଛନ୍ତି ଦୁର୍ବୁତ୍ତ। ସୂଚନା ଅନୁଯାୟୀ, ସୋମବାର ରାତିରେ ଘରର ଲୋକମାନେ ପ୍ରାୟ ଦୁଇ ଘଣ୍ଟା ପାଇଁ ବାହାରକୁ … Read More

ଟ୍ରମ୍ପଙ୍କ କଥା ମାନୁନି ଇସ୍ରାଏଲ, ପୁଣି କଲା ଆକ୍ରମଣ

ତେହେରାନ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୁଦ୍ଧବିରତି ଘୋଷଣା ସତ୍ତ୍ବେ ଇସ୍ରାଏଲ ଓ ଇରାନ ମଧ୍ୟରେ ସଂଘର୍ଷ ଜାରି ରହିଛି । ଆଜି ଇରାନ ପକ୍ଷରୁ ଇସ୍ରାଏଲ ଉପରେ ପୁଣି ଥରେ କ୍ଷେପଣାସ୍ତ୍ର ମାଡ଼ କରାଯାଇଥିଲା, ଏହାର ଜବାବରେ ଇସ୍ରାଏଲ … Read More

ମୋଦକ ଚୋରି ଘଟଣା: ପ୍ରାରମ୍ଭିକ ତଦନ୍ତରୁ ଅଭିଯୋଗର ସତ୍ୟତା ନଥିବା କହିଲେ ଶ୍ରୀମନ୍ଦିର ପ୍ରଶାସକ

ପୁରୀ : ମହାପ୍ରଭୁଙ୍କ ମୋଦକ ଚୋରି ପ୍ରସଙ୍ଗରେ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ ।  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ମାଗିଲେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରିପୋର୍ଟ ମିଳିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ।  ପ୍ରାରମ୍ଭିକ ତଦନ୍ତରୁ ଘଟଣାର … Read More

ଯାଜପୁରରେ ଆଉ ୪ କଲେରା ରୋଗୀ ଚିହ୍ନଟ, ପଜିଟିଭ ସଂଖ୍ୟା ୩୧କୁ ବୃଦ୍ଧି

ଯାଜପୁର: ଯାଜପୁର ଜିଲ୍ଲାରେ ଆଉ ୪ ଜଣ କଲେରା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ କଲେରା ପଜିଟିଭ ସଂଖ୍ୟା ଏବେ ୩୧କୁ ବୃଦ୍ଧି ଘଟିଛି । ସୂଚନା ଯୋଗ୍ୟଯେ, ଆକ୍ରାନ୍ତ ରୋଗୀଙ୍କର ମୋଟ ୨୦୮ଟି ନମୁନା ପରୀକ୍ଷା ପାଇଁ … Read More

ଇରାନର ୪୦୦ କିଲୋଗ୍ରାମ ୟୁରାନିୟମର ପତ୍ତା ମିଳୁନି

ତେହେରାନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଏହି ଯୁଦ୍ଧବିରତିକୁ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ଏବଂ ଇରାନ ଉଭୟ ନିଶ୍ଚିତ କରିଛନ୍ତି। ଏହି ସମୟରେ ଇସ୍ରାଏଲ କହିଛି ଯେ, ଇରାନ ପୁଣି … Read More