ଭାଙ୍ଗିଲା ମହିମା ଗାଦିର ଦଧିନଉତି
ଢେଙ୍କାନାଳ : ଢେଙ୍କାନାଳ ଜିଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ରବିବାର ବିଳମ୍ବିତ ରାତିରେ ଭାଙ୍ଗିଯାଇଛି। ବଜ୍ରପାତରେ ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି। ସୋମବାର ସକାଳେ ଘଟଣା ସମ୍ପର୍କରେ ଜାଣିବା ପରେ ମହିମା ସନ୍ନ୍ୟାସୀ … Read More
