“ନୀତୀଶ କୁମାର ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ”: ପ୍ରଶାନ୍ତ କିଶୋର

ପାଟନା,୧୦।୪:  ନିର୍ବାଚନ ରଣନୀତିଜ୍ଞରୁ ରାଜନେତା ପାଲଟିଥିବା ପ୍ରଶାନ୍ତ କିଶୋର ନିଜର ଜନ ସୁରାଜ ପାର୍ଟି ଚଳିତ ବର୍ଷ ଶେଷରେ ବିହାର ନିର୍ବାଚନରେ ​​ପ୍ରଥମ ଥର ପାଇଁ ପ୍ରସ୍ତୁତ ହେଉଛି। RJD ର ହେଭିୱେଟ୍ ପ୍ରାର୍ଥୀ ଏବଂ ବିଧାନସଭାରେ ବିରୋଧୀ ଦଳ ନେତା … Read More

ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୬କୁ ହ୍ରାସ ପାଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ବିଶାଳ ପଦକ୍ଷେପ ଗ୍ରହଣ କରି ଆମ ଦେଶ ବାମପନ୍ଥୀ ଉଗ୍ରବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ସଂଖ୍ୟା … Read More

‘ନବ ଦାସ ହତ୍ୟା ମାମଲାରେ ପ୍ରକୃତ ଦୋଷୀଙ୍କୁ ଧରାଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ହେବ’

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। … Read More

ମାର୍ଚ୍ଚ ୨୧ରୁ କଳିଙ୍ଗ ସାହିତ୍ୟ ମହୋତ୍ସବ

ଭୁବନେଶ୍ବର: ମାର୍ଚ୍ଚ ୨୧ରୁ କଳିଙ୍ଗ ସାହିତ୍ୟ ମହୋତ୍ସବ ଆରମ୍ଭ ହେବ। ଏଥିରେ ଦେଶର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୪୦୦ ରୁ ଉର୍ଦ୍ଧ ଲେଖକ ସାମିଲ ହେବେ । ଏହାସହ ନେପାଳ, ଭୁଟାନ, ଶ୍ରୀଲଙ୍କା, ଇଣ୍ଡୋନେସିଆ ସହ ଜାପାନ, ବୁଲଗାରିଆ … Read More

୧୪୪ ବର୍ଷ ପରେ ବାଲିରେ ହେବ ମହାକୁମ୍ଭ !

ନୂଆଦିଲ୍ଲୀ: ଆମେରିକା ଗସ୍ତରୁ ଫେରିଥିବା ଜଳବାୟୁ ଓ ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ୍ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଏକ ଖୋଲା ଚିଠି ଲେଖି କହିଛନ୍ତି ଯେ ଜଳବାୟୁ ପରିବର୍ତ୍ତନ ସମସ୍ୟାର ସମାଧାନ ପାଇଁ ଭାରତ ଆଗେଇ ଆସିବା ଉଚିତ। ସେ କହିଛନ୍ତି … Read More

୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା: ଯୋଗାଣମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର ରଖିଛନ୍ତି । ବିଜେଡି ବିଧାୟକ ଗଣେଶ୍ୱର ବେହେରାଙ୍କ ଏକ … Read More

ରାଜ୍ୟରେ ଦୁର୍ଘଟଣା ରୋକିବାକୁ ଆଇଆଇଟି ମାଡ୍ରାସ ସହିତ ହାତ ମିଶାଇଲେ ଓଡ଼ିଶା ସରକାର

ଭୁବନେଶ୍ୱର, ୬।୨: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ପାଇଁ ଓଡ଼ିଶା ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ୱରୂପ, ସରକାରଙ୍କ ସହ ସହଭାଗୀତା କରିଥିବା IIT ମାଡ୍ରାସର ଦଳ ଗତକାଲି DGP YB ଖୁରାନିଆଙ୍କୁ ଭେଟିଥିଲେ। ଗୁରୁବାର … Read More

ବିପିୟୁଟିର ୧୧ତମ ସମାବର୍ତ୍ତନ ସମାରୋହ ଉଦ୍‌ଘାଟିତ

ରାଉରକେଲା : ଆଜି ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟର ୧୧ତମ ସମାବର୍ତ୍ତନ ଉତ୍ସବ ଉଦଘାଟିତ ହୋଇଛି । ଉକ୍ତ ସମାବର୍ତ୍ତନ ସମାରୋହ ସଭାରେ ଓଡ଼ିଶାର ରାଜ୍ୟପାଳ ଏବଂ ବିଶ୍ୱବିଦ୍ୟାଳୟର କୁଳାଧିପତି ଡ଼ ହରିବାବୁ କାମ୍ବମପତି ଅଧ୍ୟକ୍ଷତା କରିବା ସହିତ ଏହାକୁ ଶୁଭାରମ୍ଭ … Read More

ନକ୍ସଲଙ୍କ ହାଇଟେକ ତାଲିମ କେନ୍ଦ୍ରକୁ କବଜା କଲେ ଯବାନ

ମାଲକାନଗିରି: ମାଲାକାନଗିରି ସୀମାନ୍ତ ଛତିଶଗଡରେ ନକ୍ସଲ ଦମନ ନେଇ ଯବାନ ରାତି ଦିନ ଏକ କରି ଦେଇଛନ୍ତି। ଆସନ୍ତା ୨୦୨୬ ମାର୍ଚ୍ଚ ସୁଦ୍ଧା ଛତିଶଗଡରୁ ନକ୍ସଲ ହଟିବା ନେଇ ସଂପୂର୍ଣ୍ଣ ଭାବେ କାମ କରାଯାଉଛି। ଯାହାର ଫଳସ୍ବରୂପ ଲଗାତାର ପୁଲିସକୁ ସଫଳତା … Read More

ନୂଆବର୍ଷରେ ବିଜେପି-କଂଗ୍ରେସକୁ ମିଳିବେ ନୂଆ ମୁଖିଆ ! ନବୀନ ବାଛିପାରନ୍ତି ନୂଆ ସେନାପତି

ଭୁବନେଶ୍ବର : ନୂଆବର୍ଷରେ ନୂଆ ମୁଖିଆ ଦେଖିବ ରାଜ୍ୟ ବିଜେପି ଏବଂ କଂଗ୍ରେସ। ବିଜେଡିରେ ନବୀନ ସୁପ୍ରିମୋ ଥିଲେ ବି ସାମ୍ନାକୁ ଆଣିପାରନ୍ତି ନୂଆ ନେତୃତ୍ୱ। ବିଜେପିର ସାଂଗଠନିକ ପର୍ବ ଶେଷ ପର୍ଯ୍ୟାୟରେ ଥିବାବେଳେ ଖୁବଶୀଘ୍ର ଘୋଷଣା ହେବ ସଭାପତିଙ୍କ ନାମ। … Read More